
କଟକ ଖପୁରିଆ ଛକଠାରୁ ନୂଆପଡ଼ା ଛକ ରାସ୍ତାପାର୍ଶ୍ୱରେ ଥିବା ଜବରଦଖଲକୁ ସିଏମ୍ସି ପକ୍ଷରୁ ଉଚ୍ଛେଦ କରାଯାଉଛି।
କଟକ ଖପୁରିଆ ଛକଠାରୁ ନୂଆପଡ଼ା ଛକ ରାସ୍ତାପାର୍ଶ୍ୱରେ ଥିବା ଜବରଦଖଲକୁ ସିଏମ୍ସି ପକ୍ଷରୁ ଉଚ୍ଛେଦ କରାଯାଉଛି।
ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ।
ସିଆର୍ପିଏଫ୍ କ୍ୟାମ୍ପସ୍ ଜଗନ୍ନାଥ ମନ୍ଦିରରେ ପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି।
ସାରା ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ବର୍ଷା ଲାଗିରହିଛି। ଏ ହେଉଛି ରାଜଧାନୀ ଭୁବନେଶ୍ୱରର ବର୍ଷାକାଳୀନ ଦୃଶ୍ୟ।
ଛାତ୍ର ସଂସଦ ନିର୍ବାଚନ ବନ୍ଦ ନିଷ୍ପତ୍ତିକୁ ବିରୋଧ କରି କଟକ ଚଣ୍ଡିଛକଠାରେ ଛାତ୍ରମାନେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁଙ୍କ କୁଶପୁତ୍ତଳିକା ଦାହ କରୁଛନ୍ତି।
ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ଓଡ଼ିଶା ଆସି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।
ଗଣେଷ ଘାଟସ୍ଥିତ ପ୍ରୋଜେକ୍ଟ ସ୍ବରାଜ ପରିସରରେ କଟକ ମହାନଗର ନିଗମର ପୂର୍ବତନ ନଗରପାଳ ତ୍ରିଲୋଚନ କାନୁନ୍ଗୋ ‘ଓ୍ବାଟର୍ ଏଟିଏମ୍’କୁ ଉଦ୍ଘାଟନ କରୁଛନ୍ତି।
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ଉତ୍କଳ ସମ୍ମିଳନୀ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ।
ବୁଧବାର ରାଜଧାନୀ ଭୁବନେଶ୍ୱରରେ ବର୍ଷା ସମୟର ଦୃଶ୍ୟ।