କଟକ: ଦିନକରେ ୯୨ ପଜିଟିଭ

କଟକ ଅଫିସ,୧୩ା୬: କଟକ ଜିଲାର ବିଭିନ୍ନ ଅଞ୍ଚଳରୁ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୯୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କାନପୁରରୁ ୨୬ଜଣ ଚିହ୍ନଟ ହୋଇଥିବାବେଳେ କଟକ ସହରରୁ ଜଣେ, ନିଶ୍ଚିନ୍ତକୋଇଲିରୁ ୪୩, ନିଆଳିରୁ ୧୧, ସାଲେପୁରରୁ ଦୁଇ, ମାହାଙ୍ଗାରୁ ୫ ଏବଂ ଡମପଡ଼ାରୁ ୪ଜଣ ଚିହ୍ନଟ ହୋଇଛନ୍ତି। ମାହାଙ୍ଗାର ୫ଜଣଙ୍କ ମଧ୍ୟରୁ ୪ଜଣ ସଙ୍ଗରୋଧ କେନ୍ଦ୍ରରୁ ହୋଇଥିବାବେଳେ ଜଣେ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଅନ୍ୟ ସମସ୍ତେ ସରକାରୀ ସଙ୍ଗରୋଧ କେନ୍ଦ୍ର ଏବଂ ଗୃହ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି। ସାଲେପୁରରୁ ଦୁଇ ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କୁ କଟକ ଏସ୍‌ସିବି ଏବଂ ଅନ୍ୟ ଜଣଙ୍କୁ କିମ୍ସ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏଥିସହ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧୧ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରୁ ୧୨୪ଜଣ ସୁସ୍ଥ ହୋଇଥିବାବେଳେ ଜଣକ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri