Posted inରାଜ୍ୟ

କଟକ-ଭୁବନେଶ୍ୱର ମଧ୍ୟରେ ଅଫିସ୍‌ ଟାଇମ୍‌ରେ ଚାଲିବ ବସ୍‌: ଭଡ଼ା ୩୦ ଟଙ୍କା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ବୁଧବାରଠାରୁ କଟକ-ଭୁବନେଶ୍ୱର ମଧ୍ୟରେ ବସ୍‌ ଚାଲିବ। ତେବେ ସରକାରୀ ଚାକିରିଆଙ୍କ ସୁବିଧା ପାଇଁ କେବଳ ଗୋଟିଏ ଗାଡ଼ି ଚାଲିବ। ରାଜ୍ୟ ସଡ଼କ ପରିବହନ କର୍ତ୍ତୃପକ୍ଷ ଏହି ବସ୍‌ ଚଲାଇବେ। ବସ୍‌ଟି ଅଫିସ୍‌ ଟାଇମ୍‌ରେ ଯିବାଆସିବା କରିବ। ତେବେ ଭଡ଼ା ୩୦ ଟଙ୍କା ରଖାଯାଇଛି। ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

ନିଖୋଜ ବିମାନରେ ଥିଲେ ଓଡ଼ିଆ ପାଇଲଟ୍‌ ସୁନୀତ

ବ୍ରହ୍ମପୁର ଅଫିସ୍‌, ୮ା୬: ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ନିଖୋଜ ହେବାର ୫ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହାର ପତ୍ତା ମିଳିନାହିଁ। ଉକ୍ତ ବିମାନରେ...

ବାତ୍ୟା ‘ଗୁଲାବ’ ମୁକାବିଲା: ଖୋଲିଲା କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଉପକୂଳମୁହାଁ ‘ଗୁଲାବ’। ଏହି ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ବତନ୍ତ୍ର ସଚିବ ବିଶ୍ୱମୋହନ ରାୟଙ୍କ ଅଫିସ...

ସ୍ବାଭିମାନ ଅଞ୍ଚଳରେ ପ୍ରତି ପରିବାରକୁ ସ୍ମାଟଫୋନ ଦେଲେ ମୁଖ୍ୟମନ୍ତ୍ରୀ

ଚିତ୍ରକୋଣ୍ଡା,୧୭।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ର ୯ଟି ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ସ୍ମାର୍ଟଫୋନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସ୍ବାଭିମାନ ଅଞ୍ଚଳବାସୀଙ୍କ...

ଢେଙ୍କାନାଳରେ ଆରମ୍ଭ ହେବ ଶିକ୍ଷାଭିତ୍ତିକ ପାଇଲଟ ପ୍ରୋଜେକ୍ଟ: ‘ବାଙ୍କା’ରେ ଭିତ୍ତିଭୂମି ପରଖିଲା ଶିକ୍ଷା ବିଭାଗ ଟିମ୍‌

ଢେଙ୍କାନାଳ ଅଫିସ, ୨୮।୬- ଶିକ୍ଷାକ୍ଷେତ୍ରରେ ପଛରେ ପଡ଼ିଛି ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲା। ମାଟ୍ରିକ୍‌ ପରୀକ୍ଷାରେ ଜିଲାର ପ୍ରଦର୍ଶନ ରାଜ୍ୟସ୍ତରରେ ଆଖିଦୃଶିଆ ହୋଇପାରିନାହିଁ। ଶିକ୍ଷା କ୍ଷେତ୍ରରେ ଲାଗି...

୪୬ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଓଡ଼ିଶାର ୨ୟ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଦିନକୁ ଦିନ ବଢ଼ୁଛି ମହାମାରୀ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ପର୍ଯ୍ୟନ୍ତ ୧୭୬ ଦେଶରେ କରୋନା ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏହା...

ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ...

ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା

ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର...

Advertisement


Archives

Model This Week