କଟକ ସହର ପାଇଁ ହେଲ୍ପଲାଇନ ଜାରିକଲା ସିଏମସି

କଟକ ଅଫିସ,୪। ୪- ସଟ୍ ଡାଉନ୍ ଯୋଗୁଁ କଟକ ସହର ସଂପୂର୍ଣ୍ଣ ବନ୍ଦ ରହିଛି। ଘରୁ ନ ବାହାରିବା ପାଇଁ ପୋଲିସ ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପଟେ ଆବଶ୍ୟକ ସହାୟତା ପାଇଁ ପ୍ରତିଶ୍ରୁତି ଦେଇଛି କଟକ ମହାନଗର ନିଗମ(ସିଏମ୍ସି)। କୌଣସି ପ୍ରକାର ଅସୁବିଧା ହେଲେ ଜଣାଇବା ପାଇଁ ଏକ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ସହରବାସୀ ୭୦୭୭୭୭୫୫୫୫ କୁ ଯୋଗାଯୋଗ କରିବା ପାଇଁ ସିଏମ୍ସି ତରଫରୁ ନିବେଦନ କରାଯାଇଛି। ଏହା କେବଳ କଟକ ସହର ପାଇଁ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନର ଓଲଟି ୨୨ ଗୋରୁ ମୃତ

ଜଳେଶ୍ୱର, ୧୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନାଞ୍ଚଳ ମଧ୍ୟ ଦେଇ ଯାଇଥିବା ୬୦ ନଂ. ଜାତୀୟ ରାଜପଥରେ ଗୋରୁ ମାଫିଆମାନେ ପ୍ରତ୍ୟହ ଶହଶହ କଣ୍ଟେନର, ଟ୍ରକ ଏବଂ...

ବିପର୍ଯ୍ୟୟ ବେଳେ ଭରସା ‘ଆଞ୍ଚଳିକ ପ୍ରଶମନ କେନ୍ଦ୍ର’

ବାଲେଶ୍ୱର ଅଫିସ,୧୭-୯:ପ୍ରାକୃତିକ ବିପର୍ଯ୍ୟୟର ତତ୍କାଳ ମୁକାବିଲା ଲାଗି ବାଲେଶ୍ୱରଠାରୁ ୧୨କି.ମି. ଦୂର ଚାନ୍ଦିପୁର ନିକଟବର୍ତ୍ତୀ ହିଡିଙ୍ଗା ଅଞ୍ଚଳରେ ସୋମବାର ରିଜିଓନାଲ ରେସପନ୍ସ ସେଣ୍ଟର (ଆର୍‌ଆର୍‌ସି) ବା...

୭ ଟ୍ରେଲର ଡ୍ରାଇଭରଙ୍କ ଲାଇସେନ୍ସ ବାତିଲ୍‌

ବାରିପଦା ଅଫିସ,୨୫ା୧- ଅତ୍ୟଧିକ ମାଲ୍‌ ପରିବହନ କରୁଥିବା ୭ ଭାରିଯାନ (ଟ୍ରେଲର) ଡ୍ରାଇଭରଙ୍କ ଲାଇସେନ୍ସ ୩ ମାସ ପର୍ଯ୍ୟନ୍ତ ବାତିଲ କରାଯାଇଛି। ଏହି ଟ୍ରେଲରଗୁଡିକରୁ ୫...

କେଳୁଣୀ ମୁହାଣରୁ ବେଆଇନ ଟ୍ରଲର ଜବତ

କୋଣାର୍କ,୧୬।୧୨(ଡି.ଏନ୍‌.ଏ.):ଅସ୍ତରଙ୍ଗ ଅନ୍ତର୍ଗତ କେଳୁଣୀ ମୁହାଣ ନିକଟ ନିଷିଦ୍ଧାଞ୍ଚଳରୁ ଗୁରୁବାର ଅପରାହ୍ନରେ ଅସ୍ତରଙ୍ଗ ବନ ବିଭାଗ ପକ୍ଷରୁ ଏକ ବେଆଇନ ଟ୍ରଲର ଜବତ କରାଯାଇଛି। ଉକ୍ତ ଟ୍ରଲର...

ଏମ୍‌ପିଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

କୋକସରା,୧୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ନେଗୀଗୁଡାରୁ ବେହେରା ପର୍ଯ୍ୟନ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏନେଇ ଗ୍ରାମବାସୀ...

ପିପୁଲ୍ସ କଲେଜରେ ପହଞ୍ଚିଲେ ବିଶ୍ବବିଦ୍ୟାଳୟର ଦୁଇ ଜଣିଆ ଅନୁଧ୍ୟାନକାରୀ ଦଳ

ବୁଗୁଡ଼ା,୧୮।୧୧(ଡି.ଏନ୍‌.ଏ): ସ୍ଥାନୀୟ ପିପୁଲ୍ସ କଲେଜର ବର୍ଦ୍ଧିତ ସିଟ୍‌ ପାଇଁ ସ୍ଥାୟୀ ସ୍ବୀକୃତି ପ୍ରଦାନ ପରିପ୍ରେକ୍ଷୀରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ଦୁଇ ଜଣିଆ ଏକ ଅନୁଧ୍ୟାନକାରୀ ଦଳ...

ନକଲି ଘିଅ କାରଖାନାରେ ଚଢ଼ାଉ : ୫୦ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକସଦର,୨୬।୧୧(ଡି.ଏନ୍‌.ଏ.)- କଟକସଦର ଥାନା ହରିଅନ୍ତା ପଞ୍ଚାୟତ ଉଲ୍ଲାର ଗ୍ରାମରେ ଥିବା ଏକ ନକଲି ଘିଅ କାରଖାନାରେ ପୋଲିସ ଗୁରୁବାର ଚଢ଼ାଉ କରି ବିଭିନ୍ନ ନାମୀଦାମୀ ଘିଅ...

ଆରପାରିରେ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ

ସମ୍ବଲପୁର,୨୪।୧(ବ୍ୟୁରୋ): ବର୍ଷୀୟାନ୍‌ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ ମିଶ୍ରଙ୍କ ରବିବାର ସମ୍ବଲପୁରର ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୦...

Advertisement
Archives

Model This Week