କଟକ @୭୭୭: ଆଜି ଚିହ୍ନଟ ହେଲେ ଆଉ ୪୧ ଆକ୍ରାନ୍ତ

କଟକ ଅଫିସ, ୨୮।୭: କଟକରେ ମଙ୍ଗଳବାର ଆଉ ୪୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୭ରେ ପହଞ୍ଚିଛି। ସେଥିରୁ ୩୧୪ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୪୫୩ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୦ଜଣଙ୍କ ମୃତ୍ୟୁ ଘଟିଥିବା ଅପରାହ୍ନରେ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୧୨ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୨୭, ଲୋକାଲ କଣ୍ଟାକ୍ଟ କେସ୍‌ ୨ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକ ନ ଥାଇ ଦିଆଗଲା ୨୦ ଭାଏଲ ଆଣ୍ଟିଭେନମ୍‌

ଭୁବନେଶ୍ୱର, ୬।୫(ବ୍ୟୁରୋ): ଓଡ଼ିଶାରେ ସାପକାମୁଡ଼ା ମୃତ୍ୟୁ ବଢ଼ି ଚାଲିଥିବାରୁ ସରକାର ଚିନ୍ତାପ୍ରକଟ କରିବା ସହ ଉନ୍ନତ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଉଛନ୍ତି। ନିକଟରେ ଲୋକସେବା...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ତୁମୁଡିବନ୍ଧ,୩୦ା୧୧(ଡି.ଏନ୍‌.ଏ.): ଜଣେ ନାବାଳିକା(୧୪)ଙ୍କୁ ବଳାତ୍କାର କରାଯାଇଥିବା ନେଇ ତୁମୁଡ଼ିବନ୍ଧ ଥାନାରେ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସ ନଂ.୮୫/୧୯ରେ ମାମଲା ରୁଜୁକରି ନାବାଳିକାଙ୍କ ପଡୋଶୀ ଶମ୍ଭୁ...

ଭୋଜି ଖାଇ ଫେରୁଥିବା ବେଳେ ଅଘଟଣ: ବାଲି ବୋଝେଇ ହାଇଓ୍ବାକୁ ପଛରୁ ଧକ୍କା ଦେଲା ଅଟୋ, ୭ ଗୁରୁତର

ପାଟଣା,୧୭।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦୁଝର ରାସ୍ତାର ଶରଧାପୁର ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା...

ମାଲ୍‌ବାହୀ ଟ୍ରେନ୍‌ରୁ ସାର ଚୋରି

ବଲାଙ୍ଗୀର ଅଫିସ, ୨୯ା୫-ବଲାଙ୍ଗୀର ରେଳ ଷ୍ଟେଶନ୍‌ରେ ଲାଗିଥିବା ମାଲ୍‌ବାହୀ ଟ୍ରେନ୍‌୍‌ରୁ ସାର ଚୋରି ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଉଭୟ ସାର...

ଦନ୍ତା ଉତ୍ପାତରେ ବ୍ୟାପକ କ୍ଷତି

ବଡ଼ସାହି,୨୨ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦେଉଳିଆ ପଞ୍ଚାୟତ ଅଗାଶୋଳ ଗ୍ରାମର ୪ ଜଣ ଚାଷୀଙ୍କ ଧାନ କଳେଇକୁ ଦନ୍ତାହାତୀ ଖାଇବା ସହ ନଷ୍ଟ...

ରସଗୋଲା ଓଡ଼ିଶାର: ଗାଙ୍ଗୁଲି

ଭୁବନେଶ୍ୱର,୬ା୮(ବ୍ୟୁରୋ): ପଶ୍ଚିମବଙ୍ଗରେ ରସଗୋଲା ବେଶ୍‌ ଲୋକପ୍ରିୟ। ହେଲେ ଏହି ମିଠା ଓଡ଼ିଶାର। ଏହା ଜଗନ୍ନାଥ ସଂସ୍କତି ସହ ଜଡ଼ିତ। ଏଭଳି କହିଛନ୍ତି, ଭାରତୀୟ କ୍ରିକେଟ ଦଳର...

ଦୁର୍ଘଟଣାରେ ଦୁଇ ଛାତ୍ର୍ରଙ୍କ ପ୍ରାଣ ଗଲା

ରେମୁଣା,୧୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ନିକଟ ମେଗା ଫୁଏଲ ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଅପରାହ୍ନ ପ୍ରାୟ ୨ଟା ୪୫ମିନିଟ୍‌ରେ ଏକ ମର୍ମନ୍ତୁଦ ସଡ଼କ...

ବେଆଇନ ଭାବେ ଟ୍ରେନ୍‌ ଟିକେଟ ବିକ୍ରି, ୭ ଗିରଫ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ବ୍ୟକ୍ତିଗତ ଆଇଆର୍‌ସିଟିସି ଆକାଉଣ୍ଟରେ ଟିକଟ କାଟି ବିକୁଥିବା ୭ ଜଣ ଏଜେଣ୍ଟଙ୍କୁ ଆର୍‌ପିଏଫ୍‌ ଗିରଫ କରିଛି। ଗତ ମାସ ୨୮ ତାରିଖରୁ ବୁଧବାର...

Advertisement
Archives

Model This Week