Posted inଜାତୀୟ

କଟା ହେଲା ୮ଶହ ଗଛ: ଫସର ଫାଟିଲା ବିକ୍ଷୋଭ; ଶହେରୁ ଅଧିକ ଗିରଫ

ମୁମ୍ବାଇ,୫।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କାଟିବା ବିରୋଧରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲେ ମଧ୍ୟ ତାହା ଫସର ଫାଟ ଯାଇଛି। ଶେଷରେ ୮ଶହ ଗଛକୁ କାଟି ଦିଆଯାଇଛି। ଇତିମଧ୍ୟରେ ଏଠାକାର ୩ କିଲୋମିଟର ବ୍ୟାସାର୍ଦ୍ଧ ପରିମିତ ଅଞ୍ଚଳକୁ ପୋଲିସ ସିଲ୍‌ କରିଦେଇଛି। ସେହିପରି ଶହେରୁ ଅଧିକ ବିକ୍ଷୋଭକାରୀଙ୍କୁ ଗିରଫ କରାଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ୧୪୪ଧାରା ଜାରି କରାଯାଇଛି। ଆରେ କଲୋନୀକୁ ଜଙ୍ଗଲ ଘୋଷିତ କରାଯିବା ଲାଗି କରାଯାଇଥିବା ସମସ୍ତ ଆବେଦନକୁ ବମ୍ବେ ହାଇକୋର୍ଟଙ୍କ ପକ୍ଷରୁ ଖାରଜ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ବିମାନରେ ଲାଗିଲା ନିଆଁ

ପାଟନା,୧୯।୬: ମଝି ଆକାଶରେ ବିମାନରେ ନିଆଁ ଲାଗିଯାଇଛି। ବିହାର ପାଟନା ବିମାନ ବନ୍ଦରରେ ଏଭଳି ଏକ ବିମାନ ଦୁର୍ଘଟଣା ଘଟିଛି। ଫଳରେ ବିମାନକୁ ଜରୁରୀକାଳୀନ ଅବତରଣ...

ପୋଲିସ-ସିଆରପିଏଫ୍‌ ଦଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ…

ଶ୍ରୀନଗର,୨।୧୦ : ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରର ପୁଲୱାମା ଜିଲାର ପୋଲିସ ଏବଂ ସିଆରପିଏଫ୍‌ ଦଳଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ପୋଲିସ ଯବାନ...

ୟେଦୁରପ୍ପା କ୍ଷମତାକୁ ଆସିବା ପରେ ଟିପୁ ଜୟନ୍ତୀ ବାତିଲ

ବେଙ୍ଗାଲୁରୁ, ୩୧ା୭(ପି.ଟି.): କର୍ନାଟକରେ କ୍ଷମତାକୁ ଆସିବାର ୩ ଦିନ ପରେ ୟେଦୁରପ୍ପା ସରକାର ଟିପୁ ଜୟନ୍ତୀ ମହୋତ୍ସବକୁ ମଙ୍ଗଳବାର ରଦ୍ଦ କରିଛନ୍ତି। ଅଷ୍ଟାଦଶ ଶତାବ୍ଦୀର ଏହି...

ନର୍ସଙ୍କଠୁ ଛଡ଼ାଇ ଲୋକଙ୍କୁ ଟିକା ଦେଲେ ଟିଏମ୍‌ସି କାଉନ୍‌ସିଲର

କୋଲକାତା,୩।୭: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ମହିଳା କାଉନ୍‌ସିଲର ତବସୁମ ଅରା ଟିକାଦାନ କେନ୍ଦ୍ରରେ ନର୍ସଙ୍କ ଠାରୁ ଟିକା ଛଡ଼ାଇ ଜଣେ ମହିଳାଙ୍କୁ ଟିକାକରଣ କରୁଥିବା ଭିଡିଓ...

ଆଲୋଚନା ମୋତେ ପସନ୍ଦ, କେବେ କେବେ ଆଲୋଚନା କରୁଥିବା ଲୋକଙ୍କୁ ମୁଁ ମିସ୍ କରିଥାଏ: ମୋଦି

ନୂଆଦିଲ୍ଲୀ,୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଏକ ମାଗାଜିନକୁ ଦେଇଥିବା ସାକ୍ଷାତ୍‌କାରରେ କହିଛନ୍ତି, ମୋତେ ଆଲୋଚନା ପସନ୍ଦ । ହେଲେ ଦୁର୍ଭାଗ୍ୟ ଯେ ଆଲୋଚନା...

ଅଯୋଧ୍ୟା ବିବାଦର ତ୍ୱରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟରେ ପିଟିଶନ: ମଧ୍ୟସ୍ଥ ନିଯୁକ୍ତି ସତ୍ତ୍ୱେ ଅଗ୍ରଗତି ନାହିଁ

ନୂଆଦିଲ୍ଲୀ,୧୦ା୭ (ପି.ଟି.): ଅଯୋଧ୍ୟା ଜମି ବିବାଦର ସମାଧାନ ଲାଗି ସୁପ୍ରିମକୋର୍ଟ ପକ୍ଷରୁ ମଧ୍ୟସ୍ଥ ନିଯୁକ୍ତ କରାଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଏହାର ଫଇସଲା ହୋଇପାରି ନାହିଁ। ଏନେଇ...

ହାଥରସ ମାମଲା: ଭାଜପା ବିଧାୟକ କହିଲେ ମା’, ଭାଇ କରିଛନ୍ତି ହତ୍ୟା!

ହାଥରସ,୨ ।୧୦: ଉତ୍ତର ପ୍ରଦେଶ ହାଥରସ ମାମଲା ବେଳକୁ ବେଳ ନୁଆରୂପ ନେବାରେ ଲାଗିଛି । ପୋଲିସ ଗୋଟିଏ ଦିନ ପୂର୍ବରୁ ଏହା ବଳାତ୍କାର ଘଟଣା...

କରୋନା ବିରୋଧରେ ଦୀର୍ଘ ଲଢ଼େଇ କରିବାକୁ ହେବ: ମୋଦି

ନୂଆଦିଲ୍ଲୀ,୨୪ା୩(ପି.ଟି.): କୋଭିଡ୍‌-୧୯ ଏକ ଜୀବନକାଳ ସମସ୍ୟା। ଏହାର ମୁକାବିଲା ଲାଗି ଦୀର୍ଘ ଲଢ଼େଇ କରିବାକୁ ହେବ। ନୂତନ ତଥା ଇନୋଭେଟିଭ୍‌ ସମାଧାନ ମାଧ୍ୟମରେ ଏହାର ମୁକାବିଲା...

Advertisement
Archives

Model This Week