Posted inଜାତୀୟ

କଟେକଲ୍ୟାଣରେ ଡିଆର୍‌ଜି ଯବାନ-ମାଓବାଦୀ ମୁହାଁମୁହିଁ

ରାୟପୁର,୮।୧୦: ଛତିଶଗଡ଼ କଟେକଲ୍ୟାଣରେ ଡିଆର୍‌ଜି ଯବାନ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ଖବର ପାଇ ଡିଆର୍‌ଜି ଯବାନଙ୍କ ପକ୍ଷରୁ ସର୍ଚ୍ଚଅପରେଶନ୍‌ ଆରମ୍ଭ ହୋଇଥିଲା। ଦୁଇପକ୍ଷ ମୁହାଁମୁହିଁ ହେବାପରେ ଗୁଳିଚାଳନା ଆରମ୍ଭ ହୋଇଥିଲା। ଘଟଣାସ୍ଥଳରୁ ବିସ୍ଫୋରକ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri