Posted inଜାତୀୟ

କଠୁଆ ଗଣ ବଳାତ୍କାର ମାମଲାରେ ୩ ଜଣଙ୍କୁ ଆଜୀବନ କାରାଦଣ୍ଡ

ପଠାନକୋଟ,୧୦।୬: ବହୁ ଚର୍ଚ୍ଚିତ କଠୁଆ ଗଣବଳାତ୍କାର ମାମଲାର ଶୁଣାଣି ସୋମବାର ହୋଇଛି। ଅଦାଲତ ବଳାତ୍କାର ଓ ହତ୍ୟା ଅଭିଯୋଗରେ ୩ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିବା ବେଳେ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ଅନ୍ୟ ୩ ଜଣଙ୍କୁ ୫ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ମୁଖ୍ୟ ଅଭିଯୁକ୍ତ ଗାଁ ମୁଖିଆ ସାଞ୍ଜି ରାମ, ପରଭେସ କୁମାର ଓ ପୋଲିସ ଅଧିକାରୀ ଦୀପକ ଖଜୁରିଆଙ୍କୁ ଆଜୀବନ କାରାଦଣ୍ଡ ମିଳିଥିବା ବେଳେ ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କା ଜରିମାନ କରାଯାଇଛି। ସେହିପରି ତିଲକ ରାଜ, ଆନନ୍ଦ ଦତ୍ତ ଓ ସୁରେନ୍ଦ୍ର ବର୍ମାଙ୍କୁ ୫ ବର୍ଷ ଲେଖାଁ ଜେଲ ଦଣ୍ଡରେ ଦଣ୍ଡିତ କରାଯିବା ସହ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ସୂଚନାଯୋଗ୍ୟ, କୋର୍ଟ ପୂର୍ବରୁ ଏହି ବଳାତ୍କାର ଓ ହତ୍ୟା ମାମଲାରେ ୭ ଜଣଙ୍କ ମଧ୍ୟରୁ ପଠାନକୋଟ କୋର୍ଟ ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri