କଡ଼ା ସୁରକ୍ଷାରେ ମାଟ୍ରିକ ପରୀକ୍ଷା: କାମାକ୍ଷାନଗରର ୧୧ଟି ବିଦ୍ୟାଳୟରେ ୧୪୪ ଧାରା ଜାରି

କାମାକ୍ଷାନଗର,୨୪।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ସୋମବାର ମାଟ୍ରିକ ପରୀକ୍ଷା ସୁରକ୍ଷା ଦୃଷ୍ଟିରୁ ୧୧ଟି ବିଦ୍ୟାଳୟରେ ୧୪୪ ଧାରା ଜାରି କରାଯାଇଛି। ସେଗୁଡିକ ହେଲା କାମାକ୍ଷାନଗର ବ୍ଲକର ରାୟନୃସିଂହପୁର ସିଦ୍ଧେଶ୍ବରୀ ବିଦ୍ୟାପୀଠ, ଅଁଳାବେରଣୀ କୁସୁମଯୋଡ଼ି ଉଚ୍ଚ ବିଦ୍ୟାଳୟ, ମହୁଲପାଳ ନିଗମାନନ୍ଦ ଉଚ୍ଚ ବିଦ୍ୟାଳୟ, ବାଲିଗୋରଡ଼ ମୂଷା ମଲ୍ଲିକ ଉଚ୍ଚ ବିଦ୍ୟାଳୟ, କଙ୍କଡ଼ାହାଡ଼
ଜନତା ଉଚ୍ଚ ବିଦ୍ୟାଳୟ, ବିରିବୋଲାଇ ଜନପ୍ରଭା ଉଚ୍ଚ ବିଦ୍ୟାଳୟ, ମହାବିରୋଡ୍‌, ଭୂବନ ମଠକରଗୋଳା ଉଚ୍ଚ ବିଦ୍ୟାଳୟ ମଠକରଗୋଳା
ନୂଆ ଭୂବନ ଉଚ୍ଚ ବିଦ୍ୟାଳୟ ପରଜଙ୍ଗ, କଙ୍କଡ଼ାସୋଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ, ରୋଡ୍‌ ଉଚ୍ଚ ବିଦ୍ୟାଳୟ, ରୋଡ୍‌ ରଘୁନାଥଜୀଉ ଉଚ୍ଚ ବିଦ୍ୟାଳୟ, ଲୋଧଣୀ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri