କଡ଼ା ସୁରକ୍ଷା ବଳୟରେ ମା’ ହରଚଣ୍ଡୀଙ୍କ ଜଗଧାତ୍ରୀ ବେଶ ସମ୍ପନ୍ନ

ନିଶ୍ଚିନ୍ତକୋଇଲି,୧୫ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କେରିଲ ପଞ୍ଚାୟତରେ ମା’ ହରଚଣ୍ଡୀଙ୍କ ପୂଜାର୍ଚ୍ଚନା ଯଥାରୀତି ଅନୁଯାୟୀ ସମ୍ପନ୍ନ ହୋଇଛି। ପ୍ରଶାସନ ପକ୍ଷରୁ ୧୪୪ଧାରା ଲାଗୁ କରାଯାଇଥିଲା। ତେବେ କଡ଼ା ସୁରକ୍ଷା ବଳୟରେ ସୋମବାର ମା’ଙ୍କର ପୂଜା କରାଯାଇଛି। ୫ଜଣ ସେବାୟତ ଏଥିରେ ନିୟୋଜିତ ହୋଇଥିଲେ। ତହସିଲଦାର ଜିତେନ୍ଦ୍ର ପାତ୍ର ପୀଠ ଉପରେ ନଜର କଡ଼ା ରଖିଛନ୍ତି। ୨ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୫ ଜଣ ଅଫିସର ମଧ୍ୟ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri