Posted inଜାତୀୟ

କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ: ପୋଷ୍ଟାଲ ବ୍ୟାଲେଟ୍‌ ସହିତ ଇଭିଏମ୍‌

ନୂଆଦିଲ୍ଲୀ, ୨୩।୫: କଡ଼ାସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୧୭ତମ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବ୍ୟାଲେଟ୍‌ ଗଣତି ଆରମ୍ଭ ହୋଇଛି। ଏହା ସହିତ ଏକାସଙ୍ଗେ ଇଭିଏମ୍‌ ଗଣତି ମଧ୍ୟ ଆରମ୍ଭ ହୋଇଛି। ଭୋଟ ଗଣତି ସହିତ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଉତ୍ସୁକତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍ସ ଆସିଲେ ଡେରା ମୁଖ୍ୟ ରାମ ରହିମ

ରୋହତକ,୧୩ ।୭: ରୋହତକର ସୁନରିୟା ଜେଲରେ ବନ୍ଦୀ ଜୀବନ କାଟୁଥିବା ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମଙ୍କ ସ୍ୱାସ୍ଥ୍ୟ ବିଗିଡି ଯାଇଛି ।...

କ୍ୟାଫେ କଫି ଡେ’ ମାଲିକ ଭି.ଜି ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଜାଣିପାରିଲେ ନାହିଁ, ଶେଷରେ ଆଖିବୁଜିଲେ ପିତା

ନୂଆଦିଲ୍ଲୀ,୨୬।୮:ଦେଶର ପ୍ରଖ୍ୟାତ କଫି ଚେନ କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥ ଆମତ୍ହତ୍ୟା କରିବାର ପାଖାପାଖି ମାସେ ପରେ ତାଙ୍କ ପିତାଙ୍କ ମୃତ୍ୟୁ ଘଟିଛି। ୯୬...

ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରେ ସୋୟାବିନ୍‌

ସୋୟାବିନରେ କାର୍ବୋହାଇଡ୍ରେଟ୍‌, କ୍ୟାଲସିୟମ, ଆଇରନ୍‌ ଏବଂ ଫରଫରସ ପ୍ରଚୁର ପରିମାଣରେ ଥାଏ। ଏଥିରେ ପ୍ରଚୁର ମାତ୍ରାରେ ଫାଇବର ଥିବାରୁ ପାଚନ ତନ୍ତ୍ରକୁ ମଜଭୁତ କରେ ଏବଂ...

୮ଘଣ୍ଟାରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୮:ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲା ସ୍ଥିତ ବିଜବେହାରା ଥାନା ଅଞ୍ଚଳରେ ଶୁକ୍ରବାର ଦ୍ୱିପ୍ରହରରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ବିଜବେହାରା ଅଞ୍ଚଳରେ ପୋଲିସ ଓ ସିଆରପିଏଫ୍‌ର...

କରୋନା ଆତଙ୍କ: ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କ ଯୋଗୁ ସଂକ୍ରମଣ ହେଉଛି ଅଧିକ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା...

ରେପିଷ୍ଟ ଏବେ ଥେରାପିଷ୍ଟ ହୋଇଗଲେଣି: ନଡ୍ଡା

ନୂଆଦିଲ୍ଲୀ,୨୭ ।୧୧: ଦିଲ୍ଲୀ ନଗର ନିଗମ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ଯୋରସୋରରେ ପ୍ରଚାର ଆରମ୍ଭ କରି ଦେଇଛନ୍ତି । ଇତି ମଧ୍ୟରେ ରବିବାର...

ବାପା ଦୋଷୀ ସାବ୍ୟସ୍ତ ହେବାପରେ ପ୍ରବଳ ରାଗିଗଲେ ତେଜସ୍ବୀ

ନୂଆଦିଲ୍ଲୀ,୨୨।୨: ଗୋ-ଖାଦ୍ୟ ଦୁର୍ନୀତିର ୫ମ ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲଦଣ୍ଡ ମିଳିଛି। ଏଥିସହ ଲାଲୁଙ୍କ ଉପରେ ୬୦...

ଭାଜପା,ତୃଣମୂଳ କଂଗ୍ରେସ ଏମ୍‌ପିଙ୍କୁ ଫୋନ କରିବି ନାହିଁ: ମାର୍ଗାରେଟ ଆଲ୍‌ଭା

ନୂଆଦିଲ୍ଲୀ,୨୬।୭: ଅଗଷ୍ଟ ୬ରେ ହେବାକୁ ଥିବା ଦେଶର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ପ୍ରାର୍ଥୀ ମାର୍ଗେଟ ଆଲ୍‌ଭା...

Advertisement
Archives

Model This Week