କଣ୍ଟାବାଞ୍ଜିରେ ସ୍ଥିତି ଅନୁଧ୍ୟାନ କଲେ ବଲାଙ୍ଗୀର ଏସ୍‌ପି

କଣ୍ଟାବାଞ୍ଜି, ୨୦।୪(ଡି.ଏନ.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଦେଶକୁ ଲକ୍‌ ଡାଉନ ରଖା ଯାଇଛି। ହେଲେ ଏହା ଠିକ୍‌ ଠାକ୍‌ ଭାବେ ପାଳନ ହେଉଛି କି ନାହିଁ ତାହା ପରଖିବା ପାଇଁ ବଲାଙ୍ଗୀର ଏସପି ସନ୍ଦୀପ ମାଡକର କଣ୍ଟାବାଞ୍ଜି ବିଭିନ୍ନ ଥାନା ଅଞ୍ଚଳ ବୁଲିଛନ୍ତି। ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ରଖିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ସହରରେ ମାସ୍କ ପିନ୍ଧି ନ ଥିବା କେତେ ଜଣ ବ୍ୟକ୍ତିଙ୍କୁ ପୋଲିସ ଜରିମାନା କରିଥିଲା। ମାସ୍କ ପିନ୍ଧି ନ ଥିବା ଲୋକଙ୍କୁ ଔଷଧ ନ ଦେବାକୁ ଦୋକାନୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ଡିପିଓ ସରୋଜ କୁମାର ମହାପାତ୍ର, ଆଇଆଇସି ବିଜୟାନନ୍ଦ କରକରା, ସବ୍‌ ଇନ୍ସପେକ୍ଟର ତନ୍ମୟ ମୁର୍ମୁ, ଏଏସଆଇ ସୁନ୍ଦରମଣି ବେହେରା ଓ ଝସ ପୋଢ ପ୍ରମୁଖ ଏସପିଙ୍କ ସହ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri