କଣ୍ଟାବାଞ୍ଜି, ୨୦।୪(ଡି.ଏନ.ଏ.): କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ଦେଶକୁ ଲକ୍ ଡାଉନ ରଖା ଯାଇଛି। ହେଲେ ଏହା ଠିକ୍ ଠାକ୍ ଭାବେ ପାଳନ ହେଉଛି କି ନାହିଁ ତାହା ପରଖିବା ପାଇଁ ବଲାଙ୍ଗୀର ଏସପି ସନ୍ଦୀପ ମାଡକର କଣ୍ଟାବାଞ୍ଜି ବିଭିନ୍ନ ଥାନା ଅଞ୍ଚଳ ବୁଲିଛନ୍ତି। ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ରଖିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ସହରରେ ମାସ୍କ ପିନ୍ଧି ନ ଥିବା କେତେ ଜଣ ବ୍ୟକ୍ତିଙ୍କୁ ପୋଲିସ ଜରିମାନା କରିଥିଲା। ମାସ୍କ ପିନ୍ଧି ନ ଥିବା ଲୋକଙ୍କୁ ଔଷଧ ନ ଦେବାକୁ ଦୋକାନୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏସ୍ଡିପିଓ ସରୋଜ କୁମାର ମହାପାତ୍ର, ଆଇଆଇସି ବିଜୟାନନ୍ଦ କରକରା, ସବ୍ ଇନ୍ସପେକ୍ଟର ତନ୍ମୟ ମୁର୍ମୁ, ଏଏସଆଇ ସୁନ୍ଦରମଣି ବେହେରା ଓ ଝସ ପୋଢ ପ୍ରମୁଖ ଏସପିଙ୍କ ସହ ସାମିଲ ହୋଇଥିଲେ।
Posted inHome, ଆମ ଜିଲା ଖବର, ବଲାଙ୍ଗୀର View All
ଶାହରୁଖଙ୍କୁ ଝଟକା ଦେବାକୁ ପ୍ରସ୍ତୁତ ଗୁଜୁରାଟ! ଏହି ୩ ଖେଳାଳିଙ୍କୁ ଦଳରୁ ବାଦ ଦେଇପାରେ GT, ପ୍ରଶଂସକ ଆଶ୍ଚର୍ଯ୍ୟ
ନୂଆଦିଲୀ,୨୭।୧୦: IPL 2027 ନିଲାମ ପୂର୍ବରୁ ଗୁଜୁରାଟ ଟାଇଟାନ୍ସ ନିଜ ଦଳରେ ପରିବର୍ତ୍ତନ କରିପାରେ। ଆଗାମୀ ସିଜିନ ପାଇଁ ଦଳ ନିକଟରେ ଶକ୍ତିଶାଳୀ ଖେଳାଳି ଚୟନ କରିବାର…
ଗବେଷଣାରୁ ଖୁଲାସା; ମୃତ୍ୟୁ ପରେ ଶବ୍ଦକରେ ମନୁଷ୍ୟ ଶରୀର, ୧୬ ମାସ ପର୍ଯ୍ୟନ୍ତ….
ଅଷ୍ଟ୍ରେଲିଆ,୨୭।୧୦: ମୃତ୍ୟୁ ପରେ ମଧ୍ୟ ମନୁଷ୍ୟ ଶରୀର ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୁଏ ନାହିଁ । ବରଂ ଏହା ଭିତରେ ଏକ ଭିନ୍ନ ପ୍ରକ୍ରିୟା ଚାଲୁ ରହେ, ଯାହା…
WPL Auction: ମୁମ୍ବାଇ ଇଣ୍ଡିଆନ୍ସ କାଙ୍ଗାଳ, ନିଲାମ ପୂର୍ବରୁ ଜାଣନ୍ତୁ, କେଉଁ ଦଳ ପାଖରେ କେତେ ଟଙ୍କା ରହିଛି
ନୂଆଦିଲ୍ଲୀ,୨୭।୧୦: WPL 2027 ନିଲାମ ଅକ୍ଟୋବର ୨୮ରେ କୋଚିରେ ଅନୁଷ୍ଠିତ ହେବ। ପଞ୍ଚମ ସିଜିନ ପୂର୍ବରୁ ୧୪୬ ଜଣ ଖେଳାଳି ନିଲାମ ପ୍ରକ୍ରିୟାରେ ସାମିଲ ହେବେ ଏବଂ…
କମ ବ୍ୟାକ କରିବେ ପନ୍ତ-ବୁମରାହ; ଜାଣନ୍ତୁ କେବେ
ନୂଆଦିଲ୍ଲୀ,୨୭।୧୦: ଭାରତୀୟ କ୍ରିକେଟର ଦୁଇଜଣ ପ୍ରମୁଖ ତାରକାଙ୍କୁ ପୁଣିଥରେ ପଡ଼ିଆରେ ଦେଖିବା ପାଇଁ ଚାଲିଥିବା ଅପେକ୍ଷା ଶୀଘ୍ର ଶେଷ ହୋଇପାରେ। ଦ୍ରୁତ ବୋଲର ଜସପ୍ରୀତ ବୁମରାହ ଏବଂ…
ମୋଦିଙ୍କ ପରିବାରକୁ ନେଇ ଖାର୍ଗେଙ୍କ ମନ୍ତବ୍ୟରେ ବିବାଦ, କଂଗ୍ରେସକୁ ଘେରିଲେ ମନମୋହନ ସାମଲ
ଭୁବନେଶ୍ୱର,୨୭।୧୦(ସୁନିତ୍ ମିଶ୍ର): ରାଜନୀତିରେ ଆଦର୍ଶ, ବିଚାରଧାରା ଓ ମର୍ଯ୍ୟାଦାର ଏକ ସ୍ବତନ୍ତ୍ର ସ୍ଥାନ ରହିଛି । ରାଜନୀତି ଆଦର୍ଶବାଦ ତଥା ବିଚାରଧାରା ଉପରେ ପର୍ଯ୍ୟବସିତ। ଗଣତନ୍ତ୍ରରେ ମତଭେଦ…
ଋଷିଆ ଓ ୟୁକ୍ରେନ ମଧ୍ୟରେ ହୋଇଛି ଯୁଦ୍ଧବିରତି; ମେଲାନିଆ ଟ୍ରମ୍ପ କରିଥିଲେ ମଧ୍ୟସ୍ଥତା
ଓ୍ବାଶିଂଟନ,୨୭।୧୦: ମଙ୍ଗଳବାର (ଅକ୍ଟୋବର ୨୭) ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ସ୍ଥାନୀୟ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି। ଉଲ୍ଲେଖନୀୟ ଯେ, ଆମେରିକାର ପ୍ରଥମ ମହିଳା (ଫାଷ୍ଟ ଲେଡି)…
ଲକ୍ଷ୍ମୀପୂଜା ଦେଖି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୨ଜୀବନ
ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଲକ୍ଷ୍ମୀପୂଜା ଦେଖି ଘରକୁ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି…
ଦିଗପହଣ୍ଡିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଲୁଟ୍ ମାମଲା: ୨ ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମର ସନ୍ତୋଷ ସେଠୀ ଓରଫ କେଳା(୩୪) ଏବଂ ଜିତେନ୍ଦ୍ର ଗୌଡ଼ ଓରଫ ଜିତୁ (୩୭)ଙ୍କୁ…

