କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍‌ ଭିକ୍ଟ୍ରି

ବଲାଙ୍ଗୀର ଅଫିସ, ୨୬।୫: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି। ସେ ୬୪,୨୪୬ ଖଣ୍ଡ ଭୋଟେ ପାଇଥିତ୍ବାବେଳେ ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗ ୬୪,୧୧୮ ଖଣ୍ଡ ଭୋଟ ପାଇଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ଚାଲିଥିଲା। ତେବେ ଶେଷରେ ୧୨୮ ଖଣ୍ଡର ଥ୍ରୀଲିଙ୍ଗ ଭିକ୍ଟ୍ରିରେ ସନ୍ତୋଷ ସିଂ ସାଲୁଜା ବାଜି ମାରି ନେଇଥିଲେ। ଏହି ଭୋଟ ବ୍ୟବଧାନକୁ ଓଡିଶାର ସର୍ବନିମ୍ନ ଭୋଟ ବ୍ୟବଧାନ ଭାବେ ଗଣାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ଫିସେରୀ ବନ୍ଧରୁ ମିଳିଲା ଯୁବକଙ୍କ ମୃତଦେହ: ଖେଳିଗଲା ଶୋକର ଲହରୀ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): କ୍ଷେତରାଜପୁର ଥାନା ଅନ୍ତର୍ଗତ ଫାର୍ମଗୁଡିକ ସମଲେଇ ପ୍ରକଳ୍ପ-୨ର ଫିସେରୀ ବନ୍ଧ(ପୋଖରୀ)ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସ୍ଥାନୀୟ ଅଞ୍ଚଳର…

ପୁଣି ଖୋଲିଲା ହୀରାକୁଦ ଗେଟ୍: ୬୧୧ ଫୁଟ୍ ଟପିଲା…. 

ସମ୍ବଲପୁର, ୨୦।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri