କଣ୍ଟାମାଳରେ ଭାଜପା, ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୦ ରାଉଣ୍ଡ ଗଣତି ସୁଦ୍ଧା କଣ୍ଟାମାଳ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଚରଣ ଡାଙ୍ଗ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ମହୀଧର ରଣାଙ୍କଠାରୁ ୫୩୨୦ ଭୋଟରେ ଆଗୁଆ ରହିଛନ୍ତି। ସେହିପରି ୧୧ ରାଉଣ୍ଡ ଗଣତି ସୁଦ୍ଧା ବୌଦ୍ଧ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ପ୍ରଦୀପ କୁମାର ଅମାତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ସୁଶାନ୍ତ ପ୍ରଧାନଙ୍କଠାରୁ ୧୭୦୧ ଭୋଟରେ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ତେଜିଲା ଆଦିବାସୀ ମାନ୍ୟତା ଦାବି : ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲା ଦୋରା ସମ୍ପ୍ରଦାୟ

  ପଟ୍ଟାଙ୍ଗି,୧୨ା୧(ଡି.ଏନ୍‌.ଏ.) କୋରାପୁଟ ଜିଲାର ଅନେକ ସମ୍ପ୍ରଦାୟ ଦୀର୍ଘଦିନରୁ ଆଦିବାସୀ ମାନ୍ୟତା ଦାବି କରିଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍ୟତମ ଦୋରା ସମ୍ପ୍ରଦାୟ। ରାଜ୍ୟ ସରକାର ସେମାନଙ୍କୁ...

ଗାନ୍ଧୀ ମାର୍ଗରେ ରିହରସାଲ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ ଡ୍ରେସ୍‌ ରିହରସାଲ ସୋମବାର କରାଯାଇଛି। କୋଭିଡ୍‌ କଟକଣାରେ ଗାନ୍ଧୀ ମାର୍ଗରେ ଏହା ଅନୁଷ୍ଠିତ ହୋଇଥିବା ବେଳେ ପୋଲିସ...

ମନୀଷ ମୃତ୍ୟୁ ମାମଲା: କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ହତ୍ୟା ମାମଲାରେ ଜଣେ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି। କନଷ୍ଟେବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବିତ କରିଛନ୍ତି...

ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ...

ରାଜ୍ୟପାଳ ପୁରସ୍କାର ପାଇବ ଜାମୁଣ୍ଡା ଏସ୍‌ଏଚ୍‌ଜି

ଜୟପୁର,୧୪।୧(ଡି.ଏନ୍‌.ଏ.) କୋରାପୁଟ ଜିଲା ଜୟପୁର ବ୍ଲକ ଅଧୀନ ଜାମୁଣ୍ଡା ପଞ୍ଚାୟତର ସଦର ମହକୁମାସ୍ଥିତ ମା’ ମୁତ୍ୟାଲୁମା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଉଲ୍ଲେଖନୀୟ ଅବଦାନ...

ପାଠ ଛାଡ଼ି ଦାଦନ ଯାଉଛନ୍ତି ଛାତ୍ରୀଛାତ୍ର

ବାରିପଦା ଅଫିସ, ୯ା୧୧-ବାରିପଦା ମ୍ୟୁନସିପାଲିଟି ଅଧୀନ ୯ନଂ. ୱାର୍ଡରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ଛାତ୍ରୀଛାତ୍ରମାନେ ସରକାରୀ ସୁବିଧାରୁ ବଞ୍ଚିିତ ହେଉଛନ୍ତି। ବାସସ୍ଥାନ ପ୍ରମାଣପତ୍ର ନ...

ସୁନାବେଶରେ ଦର୍ଶନ ଦେଲେ ମହାବାହୁ

ପୁରୀ ଅଫିସ,୧୩।୭: ଶନିବାର ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ି ମଧ୍ୟାହ୍ନ ଧୂପ, ମଇଲମ ପରେ ମେକାପ ସର୍ବାଙ୍ଗ ନୀତି...

ଘର ବାରିରୁ ୧୮ଟି ନାଗ ସାପ ଉଦ୍ଧାର

ପାପଡ଼ାହାଣ୍ଡି,୧୩।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାର ଶୈଳବାଳା ପଟ୍ଟନାୟକଙ୍କ ବାରିରୁ ବୁଧବାର ସନ୍ଧ୍ୟାରେ ମା’ ସହ ୧୮ଟି ନାଗ ସାପ ଉଦ୍ଧାର କରାଯାଇଛି।...

Advertisement
Archives

Model This Week