Posted inଫୁରସତ

କଣ୍ଟାର ଶେଯରେ ୯ ଭୀଷ୍ମ

ମହାଭାରତରେ ପିତାମହ ଭୀଷ୍ମ ଶରଶଯ୍ୟାରେ ଥିଲେ। ଏହା ଉପରେ ଥାଇ ବି ସେ ଅନେକ ଦିନ ଜୀବିତ ଥିଲେ। କାରଣ ତାଙ୍କୁ ଇଚ୍ଛାମୃତ୍ୟୁର ବରଦାନ ମିଳିଥିଲା। ଏ ସମ୍ପର୍କରେ ପ୍ରାୟ ସମସ୍ତେ ଜାଣନ୍ତି। ତେବେ ଏଇ ଯୁଗରେ ବି ସେମିତି ୯ ଜଣ କଣ୍ଟାର ଶଯ୍ୟାରେ ଶୋଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେପୁଣି ଜଣକ ଉପରେ ଜଣେ ଥାକ ଥାକ ହୋଇ କଣ୍ଟାର ଶେଯରେ ଶୋଇଥିଲେ। ପ୍ରଥମେ ତଳେଥିବା ବ୍ୟକ୍ତି କଣ୍ଟାର ଶେଯରେ ଶୋଇଥିଲେ। ଏହାପରେ ତାଙ୍କ ଛାତି ଉପରେ ରଖାଯାଇଥିଲା ଆଉ ଏକ କଣ୍ଟାର ଶଯ୍ୟା, ଯାହା ଉପରେ ଆଉ ଜଣେ ବ୍ୟକ୍ତି ଶୋଇଲେ। ଏମିତିଭାବେ ପ୍ରତ୍ୟେକଙ୍କ ଛାତି ଉପରେ ଥିବା କଣ୍ଟାର ଶେଯ ଜଣ ଜଣ କରି ୯ ଜଣ ଥାକ ଥାକ ହୋଇ ଶୋଇଥିଲେ। ୨୦୧୯, ଅକ୍ଟୋବର ୨୩ରେ ସୁରଟର ଭିସ୍ପି ଖରଡି ଓ ତାଙ୍କର ୮ ଜଣ ସାଥୀ ଉକ୍ତ ଦୁଃସାହସିକ ଷ୍ଟଣ୍ଟ କରି ଗିନିଜ ଓ୍ବାର୍ଲଡ ରେକର୍ଡସ୍‌ରେ ସ୍ଥାନ ପାଇଥିଲେ। ଏଥିରେ ବ୍ୟବହୃତ କଣ୍ଟା ଏକ ଇଞ୍ଚର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

ଆଁ କରିଥିଲା ୧୪ ଫୁଟ ଲମ୍ବର କୁମ୍ଭୀର, କିସ୍‌ କଲେ ଯୁବତୀ, ଭିଡିଓ ଦେଖିଲେ…

କଲେଜ ଶେଷ ହେବା ପରେ ସମସ୍ତେ ସ୍ମୃତିକୁ ସାଇତି ରଖିବା ପାଇଁ ଫଟୋଶୁଟ୍‌ କରିଥାନ୍ତି। କେତେକ ବନ୍ଧୁମାନଙ୍କ ସହିତ ସେଲ୍‌ଫି ନିଅନ୍ତି ତ ଆଉ କେତେକ ପରିବାର…

ଅଜବ ପ୍ରେମ କାହାଣୀ: ବନ୍ଧୁତା ବଜାୟ ରଖିବାକୁ ନେଲେ ୩ ସାଙ୍ଗ ନେଲେ ଏମିତି ନିଷ୍ପତ୍ତି,ଜାଣିଲେ…

ସୋସିଆଲ ମିଡିଆରେ ବର୍ତ୍ତମାନ ଏକ ବିବାହକୁ ନେଇ ଖୁବ୍‌ ଚର୍ଚ୍ଚା ଚାଲିଛି। ଯାହାକୁ ଦେଖି ୟୁଜର୍ସମାନେ କହିଛନ୍ତି ୟାକୁ ହିଁ କୁହନ୍ତି ବନ୍ଧୁତା। ଆପଣ ବନ୍ଧୁମାନଙ୍କୁ ବ୍ୟବସାୟରେ…

ଜୀବନରେ ସବୁବେଳେ ଏହି ୪ ପ୍ରକାର ଲୋକଙ୍କଠାରୁ ଦୂରେଇ ରହିବା ଉଚିତ୍‌, ନଚେତ୍‌…

ଚାଣକ୍ୟ ନୀତି ହେଉଛି ଆଚାର୍ଯ୍ୟ କୌଟିଲ୍ୟଙ୍କ କୃତୀ। ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି ଏହା ଜୀବନର ନୈତିକ ଶିକ୍ଷା, ପ୍ରତ୍ୟେକଙ୍କ ପାଇଁ ଏବଂ…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

ପ୍ରବଳ ଝଡ଼ରେ ଟିଣ ସହ ଆକାଶକୁ ଉଡ଼ିଗଲେ ଯୁବକ, ସୁପରମ୍ୟାନଙ୍କ ଭିଡିଓ ଭାଇରାଲ ପରେ…

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ବରେଲିରେ ଏକ ଭୟଙ୍କର ଝଡ଼ ଲୋକଙ୍କ ନିଃଶ୍ୱାସ ହରାଇ ଦେଇଛି। ପ୍ରବଳ ଝଡ଼ବର୍ଷା ମଧ୍ୟରେ ଜଣେ ଯୁବକ ଟିଣ ସେଡ ସହିତ ଆକାଶରେ ଉଡ଼ି…

ହଠାତ୍‌ ଆକାଶରେ ଦେଖାଗଲା ଏକ ରହସ୍ୟମୟ ଆଲୋକ, ଏଲିଅନକୁ ନେଇ ଜୋର୍‌ଦାର ଚର୍ଚ୍ଚା, ସତ୍ୟତା ପ୍ରକାଶ କଲେ ବୈଜ୍ଞାନିକ…

ଆକାଶରେ ଏକ ରହସ୍ୟମୟ ଆଲୋକ ଦେଖାଦେଲା, ଯାହା ଏଲିଅନ ବିଷୟରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ହଠାତ୍‌ ଅନ୍ଧାର ରାତିରେ ଆକାଶରେ ଏକ ଚମକଦାର ଆଲୋକ ଦେଖାଗଲା, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri