କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା ହେଲା ପାତ୍ରପୁର,ସାମନ୍ତିଆପଲ୍ଲୀ

ପାତ୍ରପୁର,୧୮ା୬(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ୍‌ ହେଡ଼କ୍ୱାର୍ଟର ପାତ୍ରପୁର ଗ୍ରାମରେ ୩ଦେକାନୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ପାତ୍ରପୁର ବ୍ଲକ ପ୍ରଶାସନ ଜିଲାପାଳଙ୍କୁ ପାତ୍ରପୁର ଓ ସାମନ୍ତିଆପଲ୍ଲୀ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରିବାକୁ ଲେଖି ଜଣାଇଥିଲେ। ବୁଧବାର ରାତିରେ ଜିଲାପାଳ ପାତ୍ରପୁର ଓ ସାମନ୍ତିଆପଲ୍ଲୀକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରିଛନ୍ତି। ଏଥିସହ ଗ୍ରାମର ବଦଖତାଡ଼ି ଓ ଗୋପାଳସାଗର ବସ୍ତିକୁ ବଫର ଜୋନ୍‌ ଘୋଷଣା କରାଯାଇଛି। ଉଭୟ ଗ୍ରାମକୁ ଚାରିପଟୁ ବ୍ୟାରିକେଡ କରି ସିଲ୍‌ କରାଯିବାକୁ ନିଷ୍ପତି ହୋଇଛି। ଲୋକଙ୍କ ଯିବା ଆସିବା ଉପରେ ସମ୍ପୂର୍ଣ୍ଣ କଟକଣା ରହିବ। ଏହାପରେ ଗ୍ରାମରେ ଘରଘର ବୁଲି ସ୍ବାସ୍ଥ୍ୟ କର୍ମଚାରୀ ସ୍କ୍ରିନିଂ ସହ ସ୍ବାସ୍ଥ୍ୟ ଯାଞ୍ଚ କରିବେ। ଗ୍ରାମକୁ ସାନିଟାଇଜ୍‌ କରାଯିବା ସହ ୭ଦିନ ପରେ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଆସିଲେ କଟକଣା ହଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଏପିଏଫ୍‌ ଯବାନଙ୍କୁ ମାଡ଼ମାରିଲେ ପୋଲିସ ସର୍ଜେଣ୍ଟ, ସହଯୋଗୀ

ଭବାନୀପାଟଣା, ୨୧।୪ (ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ସୋମବାର ରାତିରେ ତୁମୁଳକାଣ୍ଡ ଘଟିଛି। ରିଜର୍ଭ ଅଫିସରେ ମୁତୟନ ଓଏପିଏଫ୍‌ ଯବାନ ଓ...

କୀଟନାଶକ ଗନ୍ଧର ପ୍ରଭାବ: ୨ ଭଉଣୀ ପରେ ଆଉଜଣଙ୍କ ମୃତ୍ୟୁ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମ ତଳସାହିରେ ରହୁଥିବା ମୋହନ ରେଡ୍ଡୀଙ୍କ ୨ ନାତୁଣୀ ଟିକିନା (୬) ଓ ସୋମା(୯)ଙ୍କର ଶୁକ୍ରବାର...

ଭାଜପା ନେତା ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’

ବେଗୁନିଆପଡ଼ା,୨୭ା୧୧(ଡି.ଏନ୍‌.ଏ.): ରବିବାର ପ୍ରଧାନମନ୍ତ୍ରୀଙ୍କ ୯୫ତମ ମନ କି ବାତ୍‌ କାର୍ଯ୍ୟକ୍ରମକୁ ଭାଜପା ନେତା ଶୁଣିଛନ୍ତି। ଗଞ୍ଜାମ ଜିଲ୍ଲା କୋଦଳା ନିକଟସ୍ଥ ଝାଡ଼େଶ୍ବରଠାରେ ଆୟୋଜିତ ହୋଇଥିଲା ଏହି...

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ...

ହୀରାକୁଦକୁ ପଶିଲା ୨.୧୪ ଲକ୍ଷ କ୍ୟୁସେକ ଜଳ: ବନ୍ୟାଜଳ ନିଷ୍କାସନ ନେଇ ହୋଇପାରେ ନିଷ୍ପତ୍ତି

ସମ୍ବଲପୁର,୧୬।୭(ବ୍ୟୁରୋ): ମୌସୁମୀ ଆସିବାର ମାସକ ପରେ ମଧ୍ୟ ନିଅଣ୍ଟିଆ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବୃଦ୍ଧି ପାଉ ନ ଥିଲା। ମାତ୍ର ଶୁକ୍ରବାର ଚଳିତ ବର୍ଷର...

ପୂରଣ ହୋଇପାରୁନି ଶିକ୍ଷକ ପଦବୀ

ରସୁଲପୁର,୧୧ା୭(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଞ୍ଚଳର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ହେଲେ ଉକ୍ତ ପଦବୀ ପୂରଣ ପାଇଁ ସରକାରଙ୍କ ପକ୍ଷରୁ ନୂତନ ଶିକ୍ଷକ...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର

ଧର୍ମଶାଳା,୫ା୧୨(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପାଟପୁର ପଞ୍ଚାୟତ ନସିଡିପୁର ଗ୍ରାମରେ ଜଣେ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରିବାପରେ ଆତ୍ମହତ୍ୟା ରୂପ ଦିଆଯାଇଥିବା ଥାନାରେ ଅଭିଯୋଗ ହୋଇଛି।...

ଛତ୍ରବଜାର ପୋଲ ଭୁଶୁଡ଼ିଲା, ଚାପି ହୋଇଗଲେ କିଛି ଲୋକ

କଟକ ଅଫିସ,୯ା୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଘଟିଛି ଅଘଟଣ। ପୋଲ ମରାମତି ବେଳେ ସାଇଡ୍‌ ଓ୍ବାଲ୍‌...

Advertisement
Archives

Model This Week