କଣ୍ଠଶିଳ୍ପୀ ଅସୀମା ବାଣ୍ଟିଲେ ମାସ୍କ

ଢେଙ୍କାନାଳ ଅଫିସ, ୬।୫ – ଢେଙ୍କାନାଳର ଯୁବ ଅନୁଷ୍ଠାନ ବଜରଙ୍ଗ କ୍ଲବ ପକ୍ଷରୁ ହିନ୍ଦୋଳ ବ୍ଲକର ଦୁର୍ଗମ ଦଣ୍ଡିରି ପଞ୍ଚାୟତରେ ସହାୟତା ପହଞ୍ଚତ୍ଛି। କ୍ଲବର ନୂତନ ସଦସ୍ୟ ତଥା କଣ୍ଠଶିଳ୍ପୀ ଅସୀମା ପଣ୍ଡା ଗ୍ରାମବାସୀଙ୍କୁ ମାସ୍କ, ସାବୁନ ଓ ସାନିଟାଇଜର ବଣ୍ଟନ କରିଥିଲେ। କନକା ଗ୍ରାମବାସୀଙ୍କୁ ରନ୍ଧାଖାଦ୍ୟ ସମେତ ଚୁଡ଼ା, ଚିନି, ବିସ୍କୁଟ୍‌, ଡାଲି, ତେଲ, ଅଟା ସହ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଦାନ କରାଯାଇଥିଲା। ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବରିଷ୍ଠଙ୍କୁ ପୋଷାକ ଦିଆଯାଇଥିଲା। ଏଥିସହ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ଲାଗି ରହିଥିବା ବିଭିନ୍ନ ଉପାୟ ସମ୍ପର୍କରେ ଗ୍ରାମବାସୀଙ୍କୁ ସଚେତନ କରାଯାଇଥିଲା।
ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତ, ସରପଞ୍ଚ ସନ୍ତୋଷ ସାହୁ, ସମିତିସଭ୍ୟା ଟୁନି ସାହୁ, ବଜରଙ୍ଗ କ୍ଲବ ସମ୍ପାଦକ ଶୁଭେନ୍ଦୁ ଷଡଙ୍ଗୀ, ସଦସ୍ୟ ଆକର୍ଷଣ ସିହ୍ନା, ସନ୍ଦୀପ ହିଣ୍ଡୋଚା, ବିନୋଦ ଅଗ୍ରଓ୍ବାଲ, ସୁବ୍ରତ ଦାସ, ମଳୟ ବିନ୍ଧାଣି, ସ୍ବର୍ଣ୍ଣଲକ୍ଷ୍ମୀ ପଣ୍ଡା, ଆକାଶ ପଣ୍ଡା, ବିଶ୍ୱଜିତ ବେହେରା, ସମ୍ବିତ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମିଲ ଯୋଜନାର ଶୁଭାରମ୍ଭ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ କରାଯାଇଥିବା ‘ମିଲ’ ଯୋଜନାର ଶୁଭାରମ୍ଭ ହୋଇଛି। ବିଡ଼ିଓ ହଳଧର ଶବର ନିମଖଣ୍ଡି ପେଣ୍ଠ ପଞ୍ଚାୟତ...

ରାୟଗଡ଼ାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ

ରାୟଗଡ଼ା ଅଫିସ,୫।୬: ରାୟଗଡ଼ା ଜିଲାରେ ଶୁକ୍ରବାର ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ୨୨ ବର୍ଷୀୟା ଜଣେ ଯୁବତୀ ଏବଂ କର୍ଣ୍ଣାଟକ ଫେରନ୍ତା ବୋଲି...

ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁା ଠାରେ ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ ହୋଇଯାଇଛି। କଟକ ଡାଇଓସେସ୍ର ବିଶପ ଜୋହନ ବାରୱାଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ମଣ୍ଡଳୀରୁ ଆସିଥିବା...

ଜଗତ୍‌ସିଂହପୁର: ମହାନଦୀର ଘେରି ବନ୍ଧ, ପାଇକା ନଦୀବନ୍ଧରେ ଘାଇ

କୁଜଙ୍ଗ,୧୮ା୮(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାରେ ବୁଧବାର କୁଜଙ୍ଗ ବ୍ଲକ ଅଞ୍ଚଳରେ ୨ଟି ଘାଇ ହୋଇଛି। ଗୋଟିଏ ସକାଳେ ମହାନଦୀର ଘେରିବନ୍ଧର ତେରମାଣପୁରଠାରେ ହୋଇଥିବା ବେଳେ ଅପରାହ୍ନରେ ପାଇକା...

ସାଢେ ତିନିବର୍ଷ ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶ

କେନ୍ଦୁଝର,୧୯।୧୨(ସ୍ବ.ପ୍ର): ସାଢ଼େ ତିନିବର୍ଷର ଶିଶୁକନ୍ୟାକୁ ବଳାତ୍କାର ଓ ହତ୍ୟା ମାମଲାରେ ଗୁରୁବାର ସ୍ଥାନୀୟ ଜିଲା ଦୌରାଜଜ୍‌ କୋର୍ଟ ଜଣେ ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି।...

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ

ତିର୍ତ୍ତୋଲ, ୬ା୧୦(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ତିର୍ତ୍ତୋଲ ଥାନା ବଣିତୋ ଗଁ।ରେ ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ୩ ଜଣଙ୍କ...

ଜିଲା ପ୍ରଶାସନ ତରଫରୁ ଦିଆଗଲା ଶୁଖିଲା ରାଶନ

ବାଲେଶ୍ୱର ଅଫିସ, ୧୦।୫-ଲକଡାଉନ ସମୟରେ ନିଜ ଗୁଜରାଣ ମେଣ୍ଟାଇବା ଲାଗି ବିଭିନ୍ନ ସମସ୍ୟାର ସାମ୍ନା କରୁଥିବା ୫୩ଟି ଅସହାୟ ପରିବାରଙ୍କୁ ଜିଲା ପ୍ରଶାସନ ତରଫରୁ ଶୁଖିଲା...

ଧାଡ଼ିରେ କଟୁଛି ଓଳିଏ

କାମାକ୍ଷାନଗର, ୧୪।୩(ଡି.ଏନ.ଏ.) ‘ବୟସ ୬୦ ଛୁଇଁଲାଣି। ହାଇ ବ୍ଲଡ୍‌ପ୍ରେସର। ମାସକୁ ଦୁଇଧରି ଆସି ପରୀକ୍ଷା କରିବାକୁ ଡାକ୍ତର କହିଛନ୍ତି। ଡାକ୍ତରଖାନାରୁ ଘର ୧୫କିମି ଦୂର। ଶୁକ୍ରବାର...

Advertisement
Archives

Model This Week