କଟକ ରୋଡ,୫।୧(ଡି.ଏନ୍.ଏ.): ରାଜଧାନୀର ଅଧିକାଂଶ ଅଞ୍ଚଳରେ କନଜରଭାନସି ଲେନ ଅବରୋଧ ହୋଇଛି। ଫଳରେ ନିୟମିତ ଏଗୁଡିକ ସଫେଇ ହୋଇ ନ ପାରିବା ସହ ସ୍ବେରେଜ ଚାମ୍ବର ସଫା କରିବାରେ ସମସ୍ୟା ଦେଖାଯାଉଛି। ଏ ନେଇ ଓଡ଼ିଶା ଜଳ ଯୋଗାଣ ସ୍ବେରେଜ ବୋର୍ଡକୁ ଅଭିଯୋଗ ମିଳିବା ପରେ ଶନିବାର ବ୍ରିଟ କଲୋନୀ ଷ୍ଟେଜ-୧ କନଜରଭାନସି ଲେନ ଓ ରାସ୍ତା ଉପରେ ଥିବା ଜବରଦଖଲ ହଟାଯାଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟା ରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ଏକ ଟିମ କମିଶନରେଟ ପୋଲିସ ସହାୟତାରେ ଲେନ ମଧ୍ୟରେ ବେଆଇନ ଭାବେ ଗଢ଼ି ଉଠିଥିବା ଗୋଟିଏ ଆଜବେଷ୍ଟସ ଘର, ୨ଟି ଲୁହା ଗେଟ ଓ ୩ଟି ପ୍ରାଚୀର ଭଙ୍ଗାଯାଇଛି।
୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…
ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…
କେଶୁରାରେ ସିରିଜ୍ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍ରେ…
ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍ ଦୁର୍ଘଟଣା…
Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ
ଭୁବନେଶ୍ୱର,୧୧ା୧୦(ସୁନିତ୍ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…
ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍ଶାରେ ଉତ୍ତେଜନା
କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…
ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ
ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍ ଲାଇନ୍ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…
ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…
‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…
‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

