କନିଅରଫଳ ଖାଇ ମହିଳାଙ୍କ ଆତ୍ମହତ୍ୟା

କେନ୍ଦୁଝର,୧୪।୧୨ ( ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପଣ୍ତାପଡ଼ା ଥାନା ପଟିଲ ଗ୍ରାମର ସରସ୍ବତୀ ପଲେଇ(୪୫) ନାମ୍ନୀ ଜଣେ ମହିଳା କନିଅର ଫଳ ଖାଇବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ କନିଅର ଫଳକୁ ଶିଳରେ ବାଟି ଖାଇଦେଇଥିଲେ। ତାଙ୍କର ପୁଅ ଅଟୋ ଚଳାଉଥିବାବେଳେ ଘରକୁ ଆସିଦେଖିଲା ବେଳକୁ ତାଙ୍କ ମା’ ଅଚେତ ହୋଇ ପଡ଼ିଥିଲେ। ପରେ ତାଙ୍କ ମା’ କନିଅର ଫଳ ଖାଇଥିବା ଜାଣିବାକୁ ପାଇ ତାଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟ ନେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପଣ୍ତାପଡ଼ା ପୋଲିସ ପହଞ୍ଚି ଏହାର ଏକ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା ବୋଲି ତାଙ୍କ ପୁଅ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋରଡ଼ା ଆସିବେ ଲୋକ ସେବା ଆୟୋଗର ଚୟନକୃତ ୫ ଶିକ୍ଷାନିବେଶ

ସୋରଡ଼ା,୧୨ା୧୧(ଡି.ଏନ୍‌.ଏ.): ଭାରତୀୟ ଲୋକ ସେବା ଆୟୋଗର ଚୟନ କୃତ ୫ ଶିକ୍ଷାନିବେଶ ସୋମବାର ସୋରଡ଼ାରେ ପହଞ୍ଚିବେ। ଏଥିପାଇଁ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ପ୍ରଶାସନ ପକ୍ଷରୁ...

ନରହନ୍ତା ଦନ୍ତାର ଉଗ୍ରରୂପ:୯ ଘର ଭାଙ୍ଗିଲା, ରାତିସାରା ବର୍ଷାରେ ଭିଜିଲେ କ୍ଷତିଗ୍ରସ୍ତ

ପରଜଙ୍ଗ, ୧୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ଡିହଡୋଳ ଫରେଷ୍ଟ ସେକ୍ସନରେ ନରହନ୍ତା ଦନ୍ତା ତାଣ୍ଡବ ଚରମ ସୀମାରେ ପହଞ୍ଚତ୍ଛି। ଦାନ୍ତ କଟାଯିବା ପରେ କିଛି...

ନେଟଓ୍ବର୍କ ନ ଆସିଲେ ଭୋଟ କଥା ଭୁଲିଯାଅ

ଦେବଗଡ଼,୧୮।୧(ଡି.ଏନ.ଏ.): ନେଟୱାର୍କ ସମସ୍ୟା ନେଇ ତିଲେଇବଣୀ ବ୍ଲକର ୬ଟି ପଞ୍ଚାୟତବାସୀ ଦୀର୍ଘଦିନ ଧରି ଅସନ୍ତୋଷ ଅଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଜିଲା ପ୍ରଶାସନଠାରୁ ଆରମ୍ଭ...

ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

ପାଟଣା,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବନବୀର ଗ୍ରାମର ଜଣେ ୨୨ବର୍ଷୀୟ ଯୁବକ ଗୁରୁବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ...

ଧୂଆଁରେ ଅଣନିଃଶ୍ୱାସୀ ଉତ୍ତର ଘୁମୁସର ବନଖଣ୍ଡବାସୀ

ଭଞ୍ଜନଗର,୬।୩(ଡି.ଏନ.ଏ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଚଳିତ ବର୍ଷର ସୋମବାର ୧୫୭ଟି ସ୍ଥାନରେ ଜଙ୍ଗଲ ନିଆଁ ଲାଗଛି। ସେଥିମଧ୍ୟରୁ ରବିବାର ୧୫ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଆଁ...

ଶୁଖିନି ଫନୀର କ୍ଷତ: ଅସଜଡ଼ା ଶିକ୍ଷାନୁଷ୍ଠାନ, ସଂଘର୍ଷ କରୁଛି ହୋଟେଲ ଶିଳ୍ପ; ପୁରୁଣା ରୂପକୁ ଫେରୁଛି ବାଲୁଖଣ୍ଡ

ପୁରୀ ଅଫିସ,୩।୫: ବାତ୍ୟା ଫନୀକୁ ବିତିଗଲା ବର୍ଷେ। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ୧୪ ଜିଲା ଫନୀଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା ଓ...

ସମସ୍ୟା ଥିଲେ ସମାଧାନ କର: ଜିଲାପାଳ

ଢେଙ୍କାନାଳ ଅଫିସ, ୨୨।୧୨ – ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ଶନିବାର ଜିଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର...

ମଧ୍ୟାହ୍ନଭୋଜନ ବାକିରେ ଚାଲିଛି

ରାଜନଗର,୨୯ା୩(ଡି.ଏନ.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ବିଦ୍ୟାଳୟରେ ପାଠ ପଢୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ସରକାର ମଧ୍ୟାହ୍ନଭୋଜନ ଯୋଗାଇ ଦେଉଛନ୍ତି। ସରକାର ବିଦ୍ୟାଳୟ ପଏଣ୍ଟରେ ଚାଉଳ ପହଞ୍ଚାଇ...

Advertisement
Archives

Model This Week