କନିକାଙ୍କୁ କରୋନା: ଦାୟିତ୍ୱହୀନତାକୁ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମେମ୍‌

ବମ୍ବେ: ବଲିଉଡ୍‌ ଗାୟିକା କନିକା କପୁର କରୋନା ସଂକ୍ରମିତ। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଦଶଦିନ ତଳେ ଲଣ୍ଡନରୁ ଫେରିଥିଲେ ସେ। ହେଲେ ବିମାନ ବନ୍ଦରରେ ଯାଞ୍ଚ ସମୟରେ ତାଙ୍କ ପାଖରେ କରୋନାର କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ଏପରିକି ସେ ଫେରିବା ପରେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏବେ କନିକାଙ୍କୁ କରୋନା ହୋଇଛି। ଏଣୁ ତାଙ୍କ ଆଖପାଖ ସହ ପାର୍ଟିରେ ଯୋଗ ଦେଇଥିବା ଲୋକଙ୍କଠାରେ କରୋନା ସଂକ୍ରମଣ ହେବାର ଭୟ ଉପୁଜିଛି।
ଅନେକେ କନିକା ଦାୟିତ୍ୱହୀନ ଭଳି କାର୍ଯ୍ୟ କରିଥିବା କହୁଛନ୍ତି। ବିଦେଶରୁ ଫେରିବା ପରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ନ ରହି ପାର୍ଟି କରିବାକୁ ନେଇ ତାଙ୍କ ବିରୋଧରେ ମାମଲା ମଧ୍ୟ ରୁଜୁ ହୋଇଛି। ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ କରାଯାଉଥିବା ବେଳେ ଏକାଧିକ ମେମ୍‌ ଭାଇରାଲ ହେଉଛି। ଲୋକମାନେ ତାଙ୍କର ମଜା ନେଉଥିବା ଦେଖିବାକୁ ମିଳିଛି।

ଦେଖନ୍ତୁ ସେପରି କିଛି ମେମ୍‌:


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୬ରୁ ବଲାଙ୍ଗୀର, ୨୩ରୁ କୋରାପୁଟ, ୩୧ରୁ ବାରିପଦାରେ କୋଭିଡ ପରୀକ୍ଷା: ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୪।୫- ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାକୁ ନେଇ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଦେଶ ତଥା ରାଜ୍ୟରେ...

ମା’ ହେବେ କମେଡି କୁଇନ୍‌ !

ମୁମ୍ବାଇ: ପ୍ରସିଦ୍ଧ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଏବଂ ହର୍ଷ ଲାମ୍ବାଚିଆ ଖୁବ୍‌ଶୀଘ୍ର ପ୍ରଶଂସକଙ୍କୁ ଏକ ଖୁସି ଖବର ଦେବାକୁ ଯାଉଛନ୍ତି। ପ୍ରାୟତଃ ତାଙ୍କ ପ୍ରଶଂସକମାନେ...

ଓଡିଆ କରୋନା ଯୋଦ୍ଧାଙ୍କ ନାଁ ଜର୍ସିରେ ଲେଖିଲେ ଏହି କ୍ରିକେଟର୍‌

ଆଇପିଏଲର ୨୦୨୦ ତୃତୀୟ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ ଏକ କାସ୍‌ ମ୍ୟାଚ୍‌ ଥିଲା। କାରଣ...

ବାଜି ମାରିଲା ‘ରାଜି’

ମୁମ୍ବାଇ,୧୯।୯: ବଲିଉଡ୍‌ର ସବୁଠାରୁ ବଡ ଆଓ୍ବାର୍ଡ ମଧ୍ୟରେ ଗଣା ଯାଉଥିବା ଏକ ଆଓ୍ବାର୍ଡ ହେଉଛି ଇଣ୍ଟରନ୍ୟାଶନାଲ ଇଣ୍ଡିଆନ୍‌ ଫିଲ୍ମ ଏକାଡେମୀ ଆଓ୍ବାର୍ଡ ବା (ଆଇଆଇଏଫ୍‌ଏ) ଆଇଫା।...

ପୁଣି ରୋମାଣ୍ଟିକ୍‌ ହେଲେ ରାକ୍ଷୀ, ରିତେଶଙ୍କ ପରେ କିଏ ପଚାରିଲେ…

ଡ୍ରାମା କୁଇନ୍‌ ରାକ୍ଷୀ ସାୱନ୍ତ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ବୃତ୍ତିଗତ ହେଉ କି ବ୍ୟକ୍ତିଗତ ଜୀବନ ସର୍ବଦା ଆଲୋଚନାରେ ରହିବା ପାଇଁ ସେ କିଛିନା କିଛି...

ବୟଫ୍ରେଣ୍ଡ୍‌ଙ୍କ ଅଚାନକ ମୃତ୍ୟୁରେ ଭାଙ୍ଗିପଡିଲେ ଏହି ଅଭିନେତାଙ୍କ ଝିଅ

ଇଟାଲିୟନ୍‌ ବୟଫ୍ରେଣ୍ଡ୍‌ଙ୍କ ଅଚାନକ ମୃତ୍ୟୁରେ ଭାଙ୍ଗିପଡିଛନ୍ତି ଅଭିନେତା ସଞ୍ଜୟ ଦତ୍ତଙ୍କ ଝିଅ ତ୍ରିଶାଳା। ଇନଷ୍ଟାଗ୍ରାମରେ ନିଜ ବୟଫ୍ରେଣ୍ଡ୍‌ଙ୍କ ଫଟୋ ପୋଷ୍ଟ କରି ତାଙ୍କୁ ଏକ ଭାବବିହ୍ବଳ...

ସ୍ବର ହରାଇବା ଖବରକୁ ଖଣ୍ଡନ କଲେ ଏହି ଲୋକପ୍ରିୟ ଗାୟକ, ମିଥ୍ୟା ତଥ୍ୟ ଦେବାକୁ ନେଇ…

ବମ୍ବେ: ଚର୍ଚ୍ଚାରେ ଲୋକପ୍ରିୟ ଗାୟକ ବାପି ଲେହିରି। ଗତ କିଛି ଦିନ ଧରି ଅସୁସ୍ଥ ଥିବା ସହ ସେ ନିଜର ସ୍ବର ହରାଇଥିବା କୁହାଯାଉଥିଲା। ୬୮...

ସନ୍ନି ଦେଓଲଙ୍କୁ ୱାଇ କାଟାଗୋରୀ ସୁରକ୍ଷା

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ଜାରି ରହିଥିବା କୃଷକ ଆନ୍ଦୋଳନକୁ ଦେଖି ଭାରତୀୟ ଜନତା ପାର୍ଟି(ଭଜାପା) ଏମ୍‌ପି ତଥା ବଲିଉଡ୍ ଅଭିନେତା ସନ୍ନି ଦେଓଲଙ୍କ ସୁରକ୍ଷାକୁ ବଢାଇ...

Advertisement
Archives

Model This Week