କନିକାଙ୍କ ସଂସ୍ପର୍ଶରେ ଆସିଛନ୍ତି ବାପି!

ମୁମ୍ବାଇ: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡିତ ହେବା ପରେ ତାଙ୍କୁ ନେଇ ଆସୁଛି କିଛି ନା କିଛି ଖବର। ନିକଟରେ ସେ ଲଣ୍ଡନରୁ ଫେରି ଲକ୍ଷ୍ନୌରେ କିଛି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଓ ପରେ ତାଙ୍କ ନିକଟରେ କରୋନା ପଜିଟିଭ ମିଳିବା ପରେ ତାଙ୍କୁ ଅନେକ ଆକ୍ରୋଶର ଶିବାର ହେବାକୁ ପଡିଛି। ହେଲେ ତାଙ୍କ ସମ୍ପର୍କରେ ବଲିଉଡ୍‌ ଗାୟକ ବାପି ଲାହିରୀ କହିଛନ୍ତି କନିକା ଯେତେବେଳେ ଲଣ୍ଡନରୁ ଫେରିଲେ ସେତେବେଳେ ସେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି। ଆଉ ସେ କରୋନା ପଜିଟିଭ ଜଣାପଡିବା ପରେ ଆଉ ସେ କନିକାଙ୍କ ସହ କଥା ହୋଇ ନାହାନ୍ତି ବୋଲି କହିଛନ୍ତି। କନିକା ଲଣ୍ଡନରୁ ଫେରିବା ପରେ ବାପିଙ୍କ ପ୍ରୋଜେକ୍ଟରେ ଶେଷଥର ପାଇଁ ଗୀତ ଗାଇଥିବା ସେ କହିଛନ୍ତି। ଆଉ ସେ ଜଣେ ଭଦ୍ର ଓ ଶିକ୍ଷିତ ଝିଅ ବୋଲି ମଧ୍ୟ ବାପି କହିଛନ୍ତି। ଗଣେଶଙ୍କ ନିକଟରେ ପ୍ରାର୍ଥନା କରି ବାପି କନିକାଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?