କନିକା କପୁରଙ୍କ ସଂସ୍ପର୍ଶରେ ଆସିଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ନେଗେଟିଭ

ଲକ୍ଷ୍ନୌ,୨୧।୩: କରୋନା ଭାଇରସକୁ ନେଇ ବଲିଉଡ୍‌ ଗାୟିକା କନିକା କପୁରଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସବୁଆଡେ ହଇଚଇ ସୃଷ୍ଟି ହୋଇଥିଲା। କାରଣ ଏହି ବଲିଉଡ୍‌ ସେଲିବ୍ରିଟି ଅନେକ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଏମାନେ ବି କରୋନା ସଂକ୍ରମଣରେ ପୀଡ଼ିତ ହୋଇଥାଇ ପାରନ୍ତି ବୋଲି ଆଶଙ୍କା କରାଯାଉଥିଲା। ଉତ୍ତର ପ୍ରଦେଶର ସ୍ବାସ୍ଥ୍ୟମନ୍ତ୍ରୀ ଜୟ ପ୍ରତାପ ସିଂ କନିକାଙ୍କ ପାର୍ଟିରେ ଯୋଗ ଦେଇଥିବା ବେଳେ ଶୁକ୍ରବାର ସେ ନିଜକୁ ସେଲ୍ଫ ଆଇସୋଲେଶନରେ ରଖିଥିଲେ। ଶନିବାର ତାଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ଏବେ ସେ ଆଶ୍ୱସ୍ତ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତନାଗରେ ଆଇଏସ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ) ଆତଙ୍କବାଦୀଙ୍କ...

୩୧ ଯାଏ ଲକ୍‌ଡାଉନ ବଢ଼ାଇବ ମହାରାଷ୍ଟ୍ର

ମୁମ୍ବାଇ,୧୫।୫: ମହାରାଷ୍ଟ୍ରରେ ଲକ୍‌ଡାଉନ ଅବଧି ମେ’ ୩୧ ପର୍ଯ୍ୟନ୍ତ ବଢ଼ାଇବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।...

ଜନ ଗଣ ମନ… ବଦଳାଇବା ପାଇଁ ଦାବି

ନୂଆଦିଲ୍ଲୀ,୨।୧୨: ରାଷ୍ଟ୍ର ଗାନ ଜନ ଗଣ ମନ…କୁ ପରିବର୍ତ୍ତନ କରିବା ପାଇଁ ଦାବି ହୋଇଛି। ଭାଜପା ସଦସ୍ୟ ସୁବ୍ରମଣ୍ୟମ୍‌ ସ୍ବାମୀ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ବୁଧବାର ରାଜ୍ୟରେ କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି।...

ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ କରୋନା: ରିମାଣ୍ଡ ସ୍ଥଗିତ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ୧୨୦ ଘଣ୍ଟା ଘରେ ତେଲେଙ୍ଗାନାରୁ ଗିରଫ ହୋଇଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେଖ ହାଇଦରଙ୍କୁ କରୋନା। ଆରଟି-ପିସିଆର ଟେଷ୍ଟ ପରେ ଶନିବାର ତାଙ୍କର ରିପୋର୍ଟ ପଜିଟିଭ...

ବମିଖାଲରୁ ଲୁଚି ପଳାଇ ଆସିଛନ୍ତି ଦମ୍ପତି, ଭୟରେ ଅଞ୍ଚଳବାସୀ

ରସୁଲପୁର,୧୧।୪(ଡିଏନଏ)- ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ରେ ପହଞ୍ଚତ୍ଛି। ଏଥିରେ ସର୍ବାଧିକ ଆକ୍ରାନ୍ତ ଭୁବନେଶ୍ୱର ଅଞ୍ଚଳର ବୋଲି ଜଣାପଡିଛି। ଏହି ସହରର ସତ୍ୟନଗର, ବମିଖାଲ, ସୁନ୍ଦରପଦା,...

ଲକ୍‌ଡାଉନ୍‌ କଟକଣା ଆହୁରି କୋହଳ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): କରୋନା ଯୋଗୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଆଗକୁ ଲକ୍‌ଡାଉନ ବଢ଼ିବ ନା ନାହିଁ ତାହା ସବୁଠାରୁ ବଡ଼ ପ୍ରଶ୍ନ ହୋଇ ଉଭା...

ନନ୍ଦିଗ୍ରାମରେ ଚଣ୍ଡୀପାଠ

କୋଲକାତା,୧୦ା୩: ମୁଁ ମଧ୍ୟ ଜଣେ ହିନ୍ଦୁ। ମୁଁ ପ୍ରତିଦିନ ଚଣ୍ଡୀପାଠ କରେ ବୋଲି ମଙ୍ଗଳବାର ଭାଜପାକୁ ବିଭାଜନବାଦୀ ରାଜନୀତି ନ କରିବାକୁ ଚେତାବନୀ ଦେଇଛନ୍ତି ତୃଣମୂଳ...

Advertisement
Archives

Model This Week