Posted inଜାତୀୟ

କନ୍ଦାଇଲାଣି ନୂଆ ମୋଟରଯାନ ନିୟମ: ଅଟୋ ଚାଳକଙ୍କ ନାଁରେ ୩୨ ହଜାର ୫ଶହ ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୪।୯: ନୂଆ ମୋଟରଯାନ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ କାନ୍ଦିବାକୁ ପଡିଲାଣି। କାରଣ ଏବେ ଏହି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବୁଧବାର ଗୁରୁଗ୍ରାମର ଜଣେ ଅଟୋ ଚାଳକଙ୍କ ନାଁରେ ୩୨ ହଜାର ୫ଶହ ଟଙ୍କା ଚାଲାଣ କଟାଯାଇଥିବା ଜଣାପଡିଛି। ତେବେ ଏହା କୌଣସି ନୂଆ ମାମଲା ନୁହେଁ। ଏହା ପୂର୍ବରୁ ଜଣେ ବାଇକ୍‌ ଚାଳକଙ୍କ ନାଁରେ ୨୩ ହଜାର ଟଙ୍କା ଚାଲାଣ କଟା ସରିଛି। ଯେଉଁଠି ତାଙ୍କ ଗାଡିର ଦାମ୍‌ ପ୍ରାୟ ୧୫ ହଜାର ଟଙ୍କା ରହିଥିଲା ସେଠାରେ ତାଙ୍କ ନାଁରେ ୨୩ ହଜାର ଟଙ୍କା ଚାଲାଣ କାଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜାଦ ମଇଦାନରେ କୃଷକ ରାଲିକୁ ସମ୍ବୋଧନ କରିବେ ଶରଦ ପାୱାର, ଆଦିତ୍ୟ ଠାକରେ

ମୁମ୍ବାଇ,୨୫ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ନେଇ ରାଜଧାନୀ ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଏହାକୁ ନେଇ ଏବେ...

ସୀମାରେ ଶାନ୍ତି ଚାହୁଁନି ଚାଇନା

ନୂଆଦିଲ୍ଲୀ, ୧୧ା୧୦: ଗତ ବର୍ଷ ମେ’ରୁ ଭାରତ-ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦର କୌଣସି ସମାଧାନ ବାହାରିପାରିନାହିଁ। ରବିବାର ଉଭୟ ଦେଶ ମଧ୍ୟରେ ତ୍ରୟୋଦଶ...

ପ୍ରବଳ ରାଗିଗଲେ ଦିଦି

କୋଲକତା,୯।୪: ଭୋଟରଙ୍କୁ ବିଭାଜନ କରିବାର କୌଣସି ପ୍ରୟାସ ବିରୋଧରେ ସ୍‌ସ୍ବର ଉତ୍ତୋଳନ କରିବେ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଏଥିପାଇଁ ଯଦି ନିର୍ବାଚନ...

‘ମୋ ସପକ୍ଷରେ ଅଧିକାଂଶ ବିଧାୟକ’, କଂଗ୍ରେସ ମୁଖିଆଙ୍କ ଚିନ୍ତା ବଢାଇଲା ସିଦ୍ଦାରାମାୟାଙ୍କ ବୟାନ

ବେଙ୍ଗାଲୁରୁ,୧୫।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ କିଏ ହେବ ତା’ର ଘୋଷଣା ଖୁବଶୀଘ୍ର କରାଯିବ। କିଛି ଦିନ ହେବ...

ରାହୁଲ ସମ୍ଭାଳନ୍ତୁ ଦଳର ମଙ୍ଗ: ରକ୍ତରେ ଚିଠି ଲେଖିଲେ ଏହି କଂଗ୍ରେସ ନେତା

ନୂଆଦିଲ୍ଲୀ,୨୪।୯: କଂଗ୍ରେସରେ ନୂଆ ଅଧ୍ୟକ୍ଷ ଚୟନ ନେଇ ଟଣାଓଟରା ଚାଲିଛି। ସୋମବାର ଆଯୋଜିତ ସିଡବ୍ଲ୍ୟୁସି ବୈଠକରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ନିଜ ପଦରୁ...

ଆଲୋଚନା ବିଫଳ ହେଲେ ଆନ୍ଦୋଳନ ଜୋରଦାର

ନୂଆଦିଲ୍ଲୀ,୧।୧: ରାଜଧାନୀର ସିଙ୍ଗୁ ସୀମା ବିକ୍ଷୋଭ ସ୍ଥଳରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ୪ ତାରିଖରେ କେନ୍ଦ୍ର...

୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଲାଗିବ ବଡ଼ି ସ୍କାନର

ନୂଆଦିଲ୍ଲୀ,୨।୬: ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଖୁବ୍‌ ଶୀଘ୍ର ବଡ଼ିସ୍କାନର ଲଗାଯିବାର ଯୋଜନା କରାଯାଇଛି। ୨୦୨୦ ସୁଦ୍ଧା ଦେଶର ୮୪ ବିମାନ...

ଶେଷରେ କ୍ଷମା ମାଗିଲେ କଂଗ୍ରେସ ନେତା ଅଧୀର

ନୂଆଦିଲ୍ଲୀ,୨୯।୭: ଭାରତର ନୂତନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ ‘ରାଷ୍ଟ୍ରପତ୍ନୀ’ କହି ସମ୍ବୋଧିତ କରିଥିଲେ। ଏହି ଆପତ୍ତିଜନକ ମନ୍ତବ୍ୟକୁ ନେଇ...

Advertisement
Archives

Model This Week