Posted inପୁରୀ

କନ୍ଦାଖାଇ କଲେଜ ପକ୍ଷରୁ ସଫେଇ

କୃଷ୍ଣପ୍ରସାଦ,୬ା୮(ଡି.ଏନ.ଏ)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ କନ୍ଦାଖାଇ ବିଜ୍ଞାନ ଓ କଳା ମହାବିଦ୍ୟାଳୟର ଯୁକ୍ତ ୩ ଜାତୀୟ ସେବା ସଂସ୍ଥା ଏବଂ ଭାରତ ସ୍କାଉଟ୍‌ ଗାଇଡ୍‌ ମିଳିତ ଆନୁକୂଲ୍ୟରେ ସୋମବାର ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାଲୁଦ, ପଞ୍ଚୁଦୋଳ ପଡିଆସ୍ଥିତ ପଞ୍ଚମୁଖୀ ହନୁମାନଙ୍କ ମନ୍ଦିର ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ନୃସିଂହାନନ୍ଦ ପଣ୍ଡା ଉଦ୍‌ଘାଟନ କରିଥିଲେ ା ଜାତୀୟ ସେବା ସଂସ୍ଥାର ପ୍ରୋଗ୍ରାମ ଅଫିସର ପ୍ରାଧ୍ୟାପକ ଡ. ପ୍ରଭାତ କୁମାର ଆଚାର୍ଯ୍ୟ, ରୋଭର ଲିଡର ରମେଶ ଚନ୍ଦ୍ର ବିଶ୍ୱାଳଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ମନ୍ଦିର ପରିସରକୁୁ ଆବର୍ଜନାମୁକ୍ତ କରିଥିଲେ ା ଅଳିଆ, ଆବର୍ଜନା ପଡ଼ି ରହିଥିବା ଏହି ଅଞ୍ଚଳକୁ ପରିଷ୍କାର ରଖିବା ନିମନ୍ତେ ପ୍ରୋଗ୍ରାମ ଅଫିସର ଡ. ଆଚାର୍ଯ୍ୟଙ୍କ ଅନୁରୋଧକ୍ରମେ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହେବା ସହ ଛାତ୍ରୀଛାତ୍ରଙ୍କ ଦ୍ୱାରା ଏକ ସଚେତନତା ଶୋଭାଯାତ୍ରା ବିଭିନ୍ନ ସ୍ଥାନ ପରିକ୍ରମା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ

କାକଟପୁର,୨୫।୭(ଡି.ଏନ୍‌.ଏ): କାକଟୁପୁର ଥାନା ଅନ୍ତର୍ଗତ ଭଣ୍ଡିସାହିରେ ଚାଲିଥିବା ଏକ ଜୁଆଆଡ୍ଡାରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଥାନାକୁ ନେବାକୁ...

ଶିଷ୍ୟଙ୍କ ସହ ୩ ରଥରେ ବିଗ୍ରହମାନଙ୍କୁ ଦର୍ଶନକଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୩।୬: କଟକଣାଯୁକ୍ତ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ଚଳଚଞ୍ଚଳ ହୋଇଉଠିଛି ବଡ଼ଦାଣ୍ଡ। ସକାଳୁ ସକାଳୁ ଶେଷ ହୋଇଛି ଚତୁର୍ଦ୍ଦା ମୂର୍ତ୍ତିଙ୍କ ପହଣ୍ଡି...

ଛତିଶା ନିଯୋଗ ବୈଠକ ଆରମ୍ଭ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ବୁଧବାର ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଥିବା ଏହି...

ଭୀମ୍‌ସାରରେ ଏଚ୍‌ଆଇଭି ଆକ୍ରାନ୍ତଙ୍କ ଅସ୍ତ୍ରୋପଚାର ପ୍ରସଙ୍ଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ

ପୁରୀ ଅଫିସ, ୩୦ା୧୦:ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ଭୀମ୍‌ସାରରେ ଗତ ସୋମବାର ଜଣେ ଏଚ୍‌ଆଇଭି ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରାଯାଇଥିଲା। ଦନ୍ତ ବିଭାଗରେ ଏହି ଅସ୍ତ୍ରୋପଚାର ହୋଇଥିଲା।...

୪୧ ଶ୍ରମିକଙ୍କୁ ବସ୍‌ରେ ପଠାଇଲା ପ୍ରଶାସନ

ପିପିଲି,୨୧ା୫(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ପୋଲିସ ଉଦ୍ୟମରେ ଗୁରୁବାର ୪୧ଜଣ ଶ୍ରମିକ ଏକ ସ୍ବତନ୍ତ୍ର ବସ୍‌ରେ ନିଜ ଅଞ୍ଚଳକୁ ଫେରିଛନ୍ତି। ଲକ୍‌ଡାଉନ ଅବଧି ବଢ଼ିବା ପରେ ଶ୍ରମିକମାନେ ଚାଲିଚାଲି...

ଜମିବାଡ଼ି ବିବାଦ ନେଇ ଆକ୍ରମଣ, ୬ ଗିରଫ

ନିମାପଡ଼ା,୧୧ା୫(ଡି.ଏନ.ଏ): ନିମାପଡ଼ା ଥାନା ଅନ୍ତର୍ଗତ ଶଗଡ଼ା ଗ୍ରାମରେ ଜମିବାଡ଼ି ବିବାଦକୁ ନେଇ ସୋମବାର ଦୁଇ ପରିବାର ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ ଉଭୟ...

ଅନିଶ୍ଚିତତାରେ ବ୍ୟାଖ୍ୟାନ କେନ୍ଦ୍ର ପ୍ରକଳ୍ପ

ପୁରୀ ଅଫିସ,୧୧।୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଐତିହ୍ୟ ଓ ପରମ୍ପରାକୁ ଅଧିକ ସୁଦୂରପ୍ରସାରୀ ତଥା ଲୋକାଭିମୁଖୀ କରିବା ପାଇଁ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଇଣ୍ଟରପ୍ରିଟେଶନ ସେଣ୍ଟର...

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ...

Coronavirus Update


Archives

Model This Week

Why Dharitri