କନ୍ଧମାଳ-ଗଞ୍ଜାମ ସୀମା ସିଲ୍‌, ଗାଡ଼ି ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ପ୍ରତିହତ ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌କୁ କଡ଼ାକଡ଼ି କରାଯାଇଛି। ଏନେଇ କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଡବେରୀଠାରେ ପୋଲିସ ପକ୍ଷରୁୂ ସିଲ୍‌ କରାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଟ୍ରାଭେଲର୍ସ ଗାଡ଼ିରେ ୩୬ ଜଣ ଭର୍ତ୍ତି ହୋଇ ଆସୁଥିବା ବେଳେ ପୋଲିସ ଉକ୍ତ ଗାଡ଼ିର ଚାଳକ ଗଞ୍ଜାମ ଜିଲା ତାରସିଂ ଗ୍ରାମର ମହେନ୍ଦ୍ର କରାଯାଇଥିବା ଆଇଆଇସି କୌଶିକ ମାଝି କହିଛନ୍ତି। ସେମାନଙ୍କ ନାମରେ ୪୪/୨୦ରେ ମାମଲା ରୁଜୁ କରାଯାଇଛି। ଉକ୍ତ ଯାତ୍ରୀମାନଙ୍କୁ ନିକଟସ୍ଥ ଏକ ବିଦ୍ୟାଳୟରେ ରାତିରେ ଖାଇବା ଦେଇ ରଖାଯିବା ସହ ସେମାନଙ୍କ ସ୍ବାସ୍ଥ୍ୟପରୀକ୍ଷା କରାଯାଇଥିଲା। ଏମାନେ ସମସ୍ତେ ଭୁବନେଶ୍ୱରର ସାଲିଆସାହିକୁ ଫେରୁଥିଲେ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri