କନ୍ଧମାଳ ଦଙ୍ଗା ମାମଲା :ଜଣେ ଅଭିଯୁକ୍ତଙ୍କୁ ୬ମାସ ଜେଲ

ଫୁଲବାଣୀ ଅଫିସ, ୧ା୧୦- କନ୍ଧମାଳ ଜିଲାରେ ୨୦୦୮ରେ ହୋଇଥିବା ଏକ ଦଙ୍ଗା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ ଅରବିନ୍ଦ ପଟ୍ଟନାୟକ ଅଭିଯୁକ୍ତ ପ୍ରକାଶ ପ୍ରଧାନଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୦୮ ଅଗଷ୍ଟ ୩୦ ତାରିଖ ଅପରାହ୍ନରେ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କଣ୍ଡାବାଡ଼ି ଗ୍ରାମରେ କେତେଜଣ ଦଙ୍ଗାକାରୀ ରାଜାବନ ପ୍ରଧାନ ଓ ଅନ୍ୟମାନଙ୍କୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଧରି ଆକ୍ରମଣ କରିଥିଲେ ା ଏଥିରେ ରାଜାବନ ଓ ତାଙ୍କ ଭାଇ ଯାକବ ପ୍ରଧାନଙ୍କର ଘର କ୍ଷତିଗ୍ରସ୍ତ ହୋଇଥିଲା ା ଏ ନେଇ ରାଜାବନ ଦାରିଙ୍ଗବାଡି ଥାନାରେ ଏତଲା ଦେଇଥିଲେ ା ଘଟଣା ପରଠାରୁ ଅଭିଯୁକ୍ତ ପ୍ରକାଶ ପ୍ରଧାନ ଫେରାର୍‌ ହୋଇ ଯାଇଥିଲେ ା ତାଙ୍କ ନାମରେ ଥାନାରେ ନଂ.୬୦/୦୮ରେ ମାମଲା ଥିଲା। ଦୀର୍ଘବର୍ଷ ପରେ ୱାରେଣ୍ଟ ବଳରେ ପ୍ରକାଶଙ୍କୁ ପୋଲିସ୍‌ ଗିରଫ କରି କୋର୍ଟ ଚାଲାଣ କରିଥିଲା ା ୧୧ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଥିବା ସ୍ବତନ୍ତ୍ର ପିପି ବିଜୟ କୃଷ୍ଣ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri