କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ବଢ଼ିଯାଏ ୭୪ ସପ୍ତାହ…

କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ୭୪ ସପ୍ତାହ ବଢ଼ିଯାଇଥାଏ। ଏନେଇ ପୋଲାଣ୍ଡର ଜେଗିଲୋନିୟନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ମୋଟ ୪୩୧୦ ଲୋକଙ୍କ ଉପରେ ହୋଇଥିବା ଅଧ୍ୟୟନରୁ ଏହା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ୨୧୪୭ ମାତା ଏବଂ ୨୧୬୩ ପିତା ଥିଲେ। ତେବେ ଏହା ଉପରେ ଅଧିକ ଗବେଷଣା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ରାଷ୍ଟ୍ରୀୟ ଦିବସରେ ନିଜର ଶକ୍ତି ପ୍ରଦର୍ଶନ କରିବେ ଶି ଜିନପିଙ୍ଗ

ବେଜିଂ,୧ ।୧୦: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାକୁ ବାରମ୍ବାର ଆଖି ଦେଖାଉଥିବା ଓ ପଡୋଶୀଙ୍କୁ ଅଶନିଶ୍ୱାସି କରୁଥିବା ଦେଶ ଚାଇନାର ଆଜି ହେଉଛି ରାଷ୍ଟ୍ରୀୟ...

ସହଯୋଗ ଦ୍ୱାରା ବିକାଶ

ପୃଥିବୀରେ ବିଭିନ୍ନ ଦେଶ ଦେଶ ମଧ୍ୟରେ ସହଯୋଗ ଦ୍ୱାରା ବିକାଶ ସମ୍ଭବ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଦକ୍ଷିଣ-ଦକ୍ଷିଣ ସହଯୋଗ ପାଇଁ ମିଳିତ ଜାତିସଂଘ ଦିବସ...

‘ବିକ୍ରମ’ର ସନ୍ଧାନ ପାଇଲେ ଚେନ୍ନାଇ ଇଞ୍ଜିନିୟର

ଓ୍ବାଶିଂଟନ/ନୂଆଦିଲ୍ଲୀ,୪ା୧୨: ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଂ କରିବାର ୨୦ ଦିନ ପରେ ଅର୍ଥାତ୍‌ ସେପ୍ଟେମ୍ବର ୨୬ରେ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ଉକ୍ତ...

କରୋନା ଭୟ: ସାବୁନରେ ସଫାକଲେ ଧନିଆପତ୍ର

ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ ଜାରି ହୋଇଛି। ଏହି...

ଖରା ହେଲେ କମିବ କରୋନା ଭାଇରସ ପ୍ରକୋପ!

ଓ୍ବାଶିଂଟନ,୧୪।୩: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୪୫ ଦେଶରେ ବ୍ୟାପିଥିବା ବେଳେ ଏବେ ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଯାଇଛି। ସୋସିଆଲ ମିଡିଆରେ...

ରାଜ କପୁରଙ୍କ ମହଲର ମାଲିକାନା ଆବେଦନ ଖାରଜ…

ଇସଲାମାବାଦ,୨।୫ : ବଲିଉଡ କିମ୍ବଦନ୍ତୀ ରାଜ କପୁରଙ୍କ ମହଲର ମାଲିକାନା ଅଧିକାର ପାଇଁ ଦାଖଲ ହୋଇଥିବା ଆବେଦନକୁ ପେଶୱାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ପେଶୱାରରେ ଅବସ୍ଥିତ...

ମହଙ୍ଗା ପଡିଲା ଲକ୍‌ଡାଉନ ଅନୁଭୂତି ଶେୟାର କରିବା!

ବେଜିଂ,୨୮ ।୧୧: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହା ପ୍ରଥମେ ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କୁହାଯାଏ...

ସବୁଠୁ ବଡ଼ ହାତ ତିଆରି ବହି

ଖଟରେ ଶୋଇ ବହି ପଢ଼ିବା ଅଭ୍ୟାସ ଅନେକଙ୍କର ଥାଏ। ତେବେ ଆମେ ଏଠି ଯେଉଁ ବହି କଥା କହୁଛୁ ତା’ର ପୃଷ୍ଠା ଓଲଟାଇବା ପାଇଁ ଆବଶ୍ୟକ...

Advertisement
Archives

Model This Week