କପାଳୀ କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ

ବନ୍ତ,୨ା୭(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକର କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ। ମଙ୍ଗଳବାର ସକାଳେ ଦିଅଁମାନେ ରନତ୍ବେଦିକୁ ବିଜେ କରିଥିଲେ। ଠାକୁରଙ୍କୁ ବିଭିନ୍ନ ଅଳଙ୍କାରରେ ସୁସଜ୍ଜିତ କରାଯାଇଥିଲା। ପୂଜକ ପଦ୍ମନାଭ ପଣ୍ଡା, ଅନାମ ପଣ୍ଡା, ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ସମେତ ମନ୍ଦିର କମିଟିର ସଦସ୍ୟମାନେ ଉତ୍ସବ ପରିଚାଳନା କରିଥିଲେ। ସେହିପରି ଆଗରପଡା ମାଧବଜୀଉ ମନ୍ଦିର, ବନ୍ତସ୍ଥିତ ଜଗନ୍ନାଥ ମନ୍ଦିରରେ ନେତ୍ରୋସତ୍ବ ଅନୁଷ୍ଠିତ ହୋଇଥିଲା। ଏସବୁ ମନ୍ଦିରରେ ବହୁ ଭକ୍ତଙ୍କ ଭିଡ ଜମିଥିଲା। ସ୍ନାନ ପୂର୍ଣ୍ଣିମାରେ ସ୍ନାନ କରି ଦିଅଁମାନେ ଜ୍ୱରରେ ପୀଡିତ ହେବାରୁ ଅଣସରରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିତା ଲାଗି ଅମାବାସ୍ୟା: ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସିଲା ସୁବର୍ଣ୍ଣ ଚିତା

ପୁରୀ ଅଫିସ, ୧ା୮: ଚିତାଲାଗି ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ଦଇତା ଓ ପତିମହାପାତ୍ର ସେବକମାନେ ଚିତା...

ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ମହିଳା ଥାନାର ଦ୍ୱାରସ୍ଥ ହେଲେ ପତ୍ନୀ

କଟକ ଅଫିସ,୧୮।୧: ପୁଣି ବିବାଦରେ ଫସିଛନ୍ତି ଓଲିଉଡ ଗାୟକ ହ୍ୟୁମାନ ସାଗର। ହ୍ୟୁମାନ ଶାରିରୀକ ଏବଂ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ଆଣିଛନ୍ତି ପତ୍ନୀ।...

ପରଲୋକରେ ଝାରସୁଗୁଡ଼ା ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେ

ଭୁବନେଶ୍ୱର(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ,୧୯।୩: ପରଲୋକରେ ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ। ରବିବାର ଭୋର ପ୍ରାୟ ୪ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।...

ଋଷିକୂଲ୍ୟା ନଦୀରେ ଭାସିଗଲେ ୨ ଭାଇ

ପୁରୁଷୋତ୍ତମପୁର,୨୫।୧୦(ଡି.ଏନ.ଏ): ଗାଧୋଉଥିବା ବେଳେ ଭାସିଗଲେ ୨ ଭାଇ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶୋଳଘର ନିକଟରେ ଥିବା ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଏଭଳି ଅଘଟଣ...

ଗାନ୍ଧୀବାଦର ମୂଲ୍ୟ ସମସ୍ୟାର ସମାଧାନ: ରାଧା ଭଟ୍ଟ

ବାଲେଶ୍ୱର ଅଫିସ, ୨।୧୧-ସାମ୍ପ୍ରତିକ ସାମାଜିକ ଏବଂ ଅର୍ଥନୈତିକ ସମସ୍ୟାର ସମାଧାନ ଗାନ୍ଧୀବାଦ ମଧ୍ୟରେ ନିହିତ ରହିଛି। ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆୟୋଜିତ ଏକ ସମାରୋହରେ...

ବରଗଡ଼ରେ ପୁଣି ଚାଷୀ ଆତ୍ମହତ୍ୟା

ଅତାବିରା\ସରଣ୍ଡା,୨୨।୯(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ହିର୍ଲିପାଲି ପଞ୍ଚାୟତ ଅନ୍ତର୍ଗତ ଟାଙ୍ଗରଟିକ୍ରା ଗ୍ରାମରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ପୁଣି ଆଲୋଡ଼ନ ସୃଷ୍ଟି କରିଛି। ଗତ ରବିଋତୁର...

ଷ୍ଟାଟସ୍‌ ପାଇଁ ଠକେଇ କରୁଥିଲେ ଆକାଶ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଭିଜିଲାନ୍ସର ମାରାଥନ ଜେରାବେଳେ ସତ ମାନିଛନ୍ତି ନିଲମ୍ବିତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ। ଷ୍ଟାଟସ୍‌ ଦେଖାଇବାକୁ ସେ ଟାଟା ମୋର୍ଟସର ପାସେଞ୍ଜର ଡିଭିଜନର...

ରାଜ୍ୟ ବାହାରର ୮ ଶ୍ରମିକଙ୍କୁ କରୋନା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଟକଣା କୋହଳ ହେବା ପଠାରୁ ରାଜଧାନୀ ଭୁବନେଶ୍ୱରକୁ ବାହାର ରାଜ୍ୟରୁ ଦଳଦଳ ହୋଇ ଶ୍ରମିକ ଆସୁଛନ୍ତି। ସବୁ ନିୟମକୁ ଜଳାଞ୍ଜଳି ଦେଇ ଅମାନିଆ...

Advertisement
Archives

Model This Week