Posted inଜାତୀୟ

କପିଲ ମିଶ୍ରାଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୫ା୧: ଦିଲ୍ଲୀର ଭାଜପା ନେତା କପିଲ ମିଶ୍ରାଙ୍କ ସାମ୍ପ୍ରଦ।ୟିକ ଟୁଇଟ୍‌କୁ ନେଇ କଠୋର ହୋଇଛନ୍ତି ନିର୍ବାଚନ କମିଶନ(ଇସି)। ତାଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ଇସି ଶୁକ୍ରବାର ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।
ନୂଆଦିଲ୍ଲୀର ଶାହିନବାଗରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ମାସାଧିକ କାଳ ହେବ ବିକ୍ଷୋଭ ଚାଲିଛି। ଫେବୃୟାରୀ ୮ରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ରାଜନୈତିକ ପାଣିପାଗ ସରଗରମ ରହିଛି। ଏଭଳି ସମୟରେ ଏହାକୁ ତାଚ୍ଛଲ୍ୟ କରି ଭାଜପା ପ୍ରାର୍ଥୀ କପିଲ ମିଶ୍ରା ଗୁରୁବାର ଟୁଇଟ୍‌ କରିଥିଲେ, ଆଇନକୁ ପାଳନ କରାଯାଉ ନ ଥିବା ସ୍ଥାନଗୁଡ଼ିକ ହେଉଛି ମିନି ପାକିସ୍ତାନ।


Enter your email to get our daily news in your inbox.

All Right Reserved By Dharitri.Com

ପୃଥିବୀକୁ ଖସିପାରେ ସୋଭିଏଟ୍‌ ମହାକାଶ ଯାନ

ନୂଆଦିଲ୍ଲୀ,୩୧।୫ :ଶୁକ୍ର ଗ୍ରହ ସମ୍ପର୍କରେ ଗବେଷଣା ଲାଗି ତତ୍କାଳୀନ ସୋଭିଏଟ୍‌ ରୁଷ୍‌ ୧୯୭୨ରେ ପଠାଇଥିବା ଏକ ମହାକାଶ ଯାନ ପୃଥିବୀ ପୃଷ୍ଠକୁ ଖସିବାର ସମ୍ଭାବନା ସୃଷ୍ଟି...

ଏହି ଅପରାଧ ଯୋଗୁ ବିବାହ ବେଦୀରୁ ବରଙ୍କୁ ଉଠାଇ ନେଲେ ପୋଲିସ…

ଜଳନ୍ଧର,୨୬।୪: ପପଞ୍ଜାବରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହା ସହିତ ବିବାହ ଉତ୍ସବରେ...

କର୍‌ତାରପୁର କରିଡର:ପାକିସ୍ତାନର ନୂଆ ଘୋଷଣାରୁ ଦ୍ୱନ୍ଦ୍ୱ

ଇସ୍‌ଲାମାବାଦ,୮-୧୧(ଆଇଏଏନ୍‌ଏସ୍‌):କର୍‌ତାରପୁର କରିଡରକୁ ନେଇ ପାକିସ୍ତାନ ସରକାରଙ୍କ ନୂଆ ଘୋଷଣା ଲୋକଙ୍କୁ ଦ୍ୱନ୍ଦ୍ୱରେ ପକାଇଛି। କର୍‌ତାରପୁର ଗୁରୁଦ୍ୱାର ଆସିବା ଲାଗି ଭାରତୀୟ ତୀର୍ଥଯାତ୍ରୀଙ୍କର ପାସ୍‌ପୋର୍ଟ ଆଣିବା ଆବଶ୍ୟକ...

୪୫ ବର୍ଷ ପରେ ଭାରତ-ଚାଇନା ସୀମାରେ ଗୁଳି ବିନିମୟ: ଜଣେ କର୍ନଲ-୨ ଯବାନ ଶହୀଦ

ଲଦାଖ, ୧୬।୬: ଭାରତ ଚାଇନା ସୀମାରେ ଦୀର୍ଘ ୪୫ ବର୍ଷ ପରେ ପୁଣି ଥରେ ଗୁଳି ବିନିମୟ ହୋଇଛି। ଏହି ଘଟଣାରେ ଜଣେ କର୍ନଲ ଏବଂ...

୪,୩୫୫ ପ୍ରବାସୀ ଭାରତୀୟଙ୍କ ଜୀବନ ନେଇଛି କରୋନା

ନୂଆଦିଲ୍ଲୀ,୧୧।୮: ମହାମାରୀ କରୋନାରେ ୮୮ଟି ଦେଶରେ ୪, ୩୫୫ ପ୍ରବାସୀ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସାଉଦି ଆରବରେ ସର୍ବାଧିକ ୧୨୩୭ ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା...

୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୯।୫: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୦୦ କରୋନା ପଜିଟିଭ ଚିହ୍ନଟ ହେବା ସରକାରଙ୍କୁ ଅଡୁଆରେ...

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପାଳିତ କୁକୁରକୁ ନେଇ ଚର୍ଚ୍ଚା

ସୋସିଆଲ ମିଡିଆରେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କୁକୁର ‘ଗୁଲ୍ଲୁ’ର ଫଟୋ ଭାଇରାଲ ହେବାରେ ଲାଗିଛି। ନିକଟରେ ଗୋରଖନାଥ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଥିଲେ...

କରୋନାକୁ ଡର ନାହିଁ: ପ୍ଲେଗ ସମୟରେ ଡାକ୍ତର ନ ଥିଲେ ଏବେ ଡାକ୍ତର ଅଛନ୍ତି

ଲକ୍ଷ୍ନୌ,୧୬।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଯାଇଥିବା ବେଳେ ଏବେ ଜଣେ ୧୨୦ ବର୍ଷର ବୃଦ୍ଧା ସମସ୍ତଙ୍କୁ ସାହାସ ଯୋଗାଇଛନ୍ତି। ଉତ୍ତରପ୍ରଦେଶ ବାନ୍ଦାର...

Advertisement
Archives

Model This Week