କପିଳେଶ୍ୱରପୁରରେ ଗାଈ ମଡ଼କ: ୫ ମୃତ, ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନିରାକାରପୁର, ୨୮।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ପରେ ଦୂଷିତ ପାଣି, ଅସ୍ବାସ୍ଥ୍ୟକର ପରିବେଶ ଓ ଭୀଷଣ ଗରମ ଯୋଗୁ ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତସ୍ଥିତ ବାଲିଗାଁ(କପିଳେଶ୍ୱରପୁର)ଗ୍ରାମରେ ଗାଈ ମଡ଼କ ଦେଖାଦେଇଛି। ଏଥିରେ ୫ରୁ ଊର୍ଦ୍ଧ୍ୱ ଗାଈ ମରିବା ସହିତ ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଖବର ପାଇ ମଙ୍ଗଳବାର ସ୍ଥାନୀୟ ପ୍ରାଣୀ ଚିକିତ୍ସକଙ୍କ ସମେତ ଓଡ଼ିଶା ସରକାରଙ୍କ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ଗାଡ଼ି ଓ ଏକ ପଶୁ ଡାକ୍ତରୀ ଦଳ ଉକ୍ତ ଗ୍ରାମରେ ପହଞ୍ଚିଛନ୍ତି। ରକ୍ତ ନମୁନା ଯାଇପାରି ନ ଥିବା ବେଳେ ବୁଧବାର ନିଆଯିବ ବୋଲି ସ୍ଥାନୀୟ ପଶୁ ଡାକ୍ତର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ମରିଥିବା ଗାଈଗୁଡ଼ିକୁ ଗାତ ଖୋଳି ଲୁଣ, ବ୍ଲିଚିଙ୍ଗ୍‌ ପାଉଡ଼ର ପକାଇ ପୋତା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ନକଲି ଆର୍‌ଆଇ ଅଟକ

ବାରିପଦା ଅଫିସ,୨୦ା୨- ମୟୂରଭଞ୍ଜ ଜିଲା ବାରିପଦା ସର୍କଲ-୧ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ବୁଧବାର ରାତିରେ ଜଣେ ନକଲି ଆର୍‌ଆଇଙ୍କୁ ଟାଉନ ଥାନା ପୋଲିସ କାବୁ କରିଛି।...

ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ ଘଟଣା, ୨ ଗିରଫ

ହିଞ୍ଜିଳିକାଟୁ,୨୮ା୯(ଡି.ଏନ୍‌.ଏ.) -ହିଞ୍ଜିଳି ଥାନା ତହଁର ଗ୍ରାମର ପୂର୍ବତନ ସରପଞ୍ଚ ପଦ୍ମଚରଣ ପାଢୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ...

ରିପୋର୍ଟ ମାଗିଲେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ

କଟକ ଅଫିସ,୨୨।୮: କିଶନନଗର ତହସିଲ ରତିଲୋ ମୌଜାର ମହାନଦୀ ପଠାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ଅନ୍ୟ ନିର୍ମାଣ କାର୍ଯ୍ୟକୁ ବିରୋଧକରି ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ରେ...

ନିର୍ବାଚନରେ ବ୍ୟାନର ଛିଣ୍ଡା ପ୍ରସଙ୍ଗ : ହୋମଗାର୍ଡଙ୍କୁ ବିଜେଡି ନେତାଙ୍କ ଧମକ

ଯାଜପୁର ଅଫିସ,୧୧ା୧୦: ଯାଜପୁର ଜିଲା ବରୀ-ରାମଚନ୍ଦ୍ରପୁର ଥାନାରେ ଗତ ସାଧାରଣ ନିର୍ବାଚନରେ ବ୍ୟାନର ଛିଣ୍ଡାଇବା ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳର କେତେକ ବିଜେଡି ନେତା...

ଦୁଇ ଦିନରେ ୧୨ହଜାର ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୬ା୭-ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଯାଇଛି । ଗୁରୁବାର ରଥଯାତ୍ରା ଯୋଗୁ ସରକାରୀ କଲେଜଗୁଡ଼ିକ ଛୁଟି ଥିଲା। ଏଣୁ ନାମଲେଖା ବନ୍ଦ...

ଶାଶୁଙ୍କୁ ରକ୍ଷା କରିବାକୁ ଯାଇ ବୋହୂ ଖାଇଲେ ଖଣ୍ଡାଚୋଟ

ଆସିକା,୧୨ା୯(ଡି.ଏନ୍‌.ଏ.): ଆସିକା ଥାନା ଅନ୍ତର୍ଗତ କର୍ପୂରନୂଆଗାଁ ଗ୍ରାମରେ ଗୁରୁବାର ରାତି ପ୍ରାୟ ୮ଟାରେ ଖଣ୍ଡାଚୋଟରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଉକ୍ତ...

ମହିଳାଙ୍କୁ ମାଡ଼ ଘଟଣା, ଫେରାର୍‌ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୯ା୯(ଡି.ଏନ.ଏ.)-ମହିଳାଙ୍କୁ ମାଡ଼ ମାରିବା ଘଟଣାରେ ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମର ଭଗବାନ ଗୌଡ଼ଙ୍କୁ ବୁଧବାର ଦିଗପହଣ୍ଡି ପୋଲିସ କୋର୍ଟଚାଲାଣ କରିଛି।ସନ୍ଧ୍ୟାରେ ଜାମିନ ନାମଞ୍ଜୁର...

କମ୍‌ସଂଖ୍ୟକ ଉପସ୍ଥାନ ଯୋଗୁ ବନ୍ଦ ହେଲା ୨ ସ୍କୁଲ

ଗଣିଆ,୨୨।୧୦(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକରେ କମ୍‌ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ୨ଟି ସ୍କୁଲ ସୋମବାରଠାରୁ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି ା ବନ୍ଦ ହୋଇଥିବା ୨ଟି...

Coronavirus Update


Archives

Model This Week

Why Dharitri