କଫି ଦୂରକରେ ଷ୍ଟ୍ରେଚ୍‌ମାର୍କ

ଗର୍ଭଧାରଣ ପରେ ଓ ମେଦବହୁଳତା ଦେଖାଯାଉଥିବା ବ୍ୟକ୍ତିଙ୍କ ପାଖରେ ଷ୍ଟ୍ରେଚ୍‌ମାର୍କ ଦେଖା ଦେଇଥାଏ। ବଜାରରେ ମିଳୁଥିବା ବିଭିନ୍ନ ପ୍ରକାରର କ୍ରିମ ବ୍ୟବହାର ପରେ ମଧ୍ୟ ଏହାର କିଛି ସୁଫଳ ମିଳି ନ ଥାଏ। ସଂକ୍ରାମକ ରୋଗର ବିଶେଷଜ୍ଞମାନେ ନିକଟରେ କରିଥିବା ଏକ ଗବେଷଣାରୁ କହିଛନ୍ତି ଘରେ କିପରି ଏହି ସମସ୍ୟାର ସମାଧାନ କରାଯିବ।
-ଏକ ଚାମଚ କଫି ପାଉଡର ସହ ଏକ ଚାମଚ କୋକୋ ବଟରକୁ ଭଲଭାବେ ମିଶାଇ ଷ୍ଟ୍ରେଚ୍‌ମାର୍କ ହୋଇଥିବା ସ୍ଥାନରେ ଲଗାଇ ୧୦ ମିନିଟ୍‌ ରଖନ୍ତୁ। ପରେ ଏହାକୁ ଉଷୁମ ପାଣିରେ ଧୋଇ ଦିଅନ୍ତୁ। ଏହିପରି ସପ୍ତାହକୁ ୪ଥର କଲେ ଷ୍ଟ୍ରେଚମାର୍କ କମିଯାଇଥାଏ।
-ଏକ ଚାମଚ କଫି ପାଉଡର, ଏକ ଚାମଚ ବାଦାମ ପାଉଡର ଓ ୩ ଚାମଚ ନଡିଆ ତେଲକୁ ଭଲଭାବେ ମିଶାଇ ଦିଅନ୍ତୁ। ଷ୍ଟ୍ରେଚମାର୍କ ହୋଇଥିବା ସ୍ଥାନରେ ହାଲକା ଭାବେ ମାଲିସ କରନ୍ତୁ। ସପ୍ତାହକୁ ଏପରି ୨ ଥର କଲେ ଷ୍ଟ୍ରେଚମାର୍କ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୧୦ ଗୁଣ ଥିଲେ କର୍ମକ୍ଷେତ୍ରରେ ହୋଇପାରିବେ ସଫଳ: ନିଜକୁ ପରଖି ନିଅନ୍ତୁ…

ଚାକିରି, କେତେଜଣ ଏହାକୁ ଖୁସିରେ କରିଥାନ୍ତି ତ ଆଉ କେତେକ ବାଧ୍ୟରେ। ହେଲେ ଯେଉଁ ବି କାମ ଆମେ କରୁଛେ ତାକୁ ମନଲଗାଇ କଲେ ସେଥିରେ...

ଅପସ୍ମାରର ଆୟୁର୍ବେଦୀୟ ଉପଚାର

ସାରା ବିଶ୍ୱରେ ମାନବ ସଭ୍ୟତା ସୃଷ୍ଟି ହେବା ଦିନଠାରୁ ବିଭିନ୍ନ ଋତୁଚକ୍ର ଓ ଜଳବାୟୁ ପରିବର୍ତ୍ତନ ହେତୁ ମନୁଷ୍ୟ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥାନ୍ତି, ଯାହା...

ନାଇଟ୍‌ କେୟାର ରୁଟିନ୍‌

କେତେକମହିଳା ଅଛନ୍ତି ଦିନବେଳେତ୍ୱଚାର ଯତ୍ନନିଅନ୍ତି କିନ୍ତୁ ରାତିରେ ତ୍ୱଚାପ୍ରତି ଧ୍ୟାନ ଦିଅନ୍ତି ନାହିଁ। କିନ୍ତୁପ୍ରତିଦିନ ଶୋଇବା ପୂର୍ବରୁ ତ୍ୱଚାପାଇଁ କିଛି ସମୟନିଶ୍ଚୟ ବାହାର କରନ୍ତୁ… ଦିନସାରାର...

ଫୁସ୍‌ଫୁସ୍‌ କ୍ୟାନ୍‌ସର ଚିହ୍ନଟ କରିବ ସଫ୍ଟଓ୍ବେର

ଆଜିକାଲି କ୍ୟାନ୍‌ସରକୁ କିପରି ସହଜରେ ଚିହ୍ନଟ କରାଯାଇପାରିବ ସେ ନେଇ କ୍ୟାନ୍‌ସର ବିଶେଷଜ୍ଞମାନେ ଚେଷ୍ଟା ଜାରି ରଖିଛନ୍ତି। ଏକ୍ଷେତ୍ରରେ ଆଉ ପାଦେ ଆଗକୁ ଆଗେଇଛନ୍ତି ଲଣ୍ଡନ...

ଘରେ ଏମିତି ଭାବେ ଜୋତା ରଖୁଥିଲେ ସାବଧାନ : ମାଡ଼ି ଆସିବ ବିପଦ

ବାସ୍ତୁ ଅନୁଯାୟୀ, ସମସ୍ତ ଜିନିଷକୁ ଏକ ନିର୍ଦ୍ଦିଷ୍ଟ ଦିଗରେ ଏବଂ ଘରେ ଉପଯୁକ୍ତ ସ୍ଥାନରେ ରଖିବା ଶୁଭ ବୋଲି ବିବେଚନା କରାଯାଏ। ଘରେ ଜୋତା ଏବଂ...

ଜନପ୍ରିୟ ବିଜ୍ଞାନ ପ୍ରସାରକ

ଭାରତର ବିଶିଷ୍ଟ ପଦାର୍ଥ ବିଜ୍ଞାନୀ ତଥା ଜନପ୍ରିୟ ପ୍ରଶାସକ ନରେନ୍ଦର କେ ସେହେଗାଲ ଚଳିତବର୍ଷ ସେପ୍ଟେମ୍ବର ୭ ତାରିଖରେ ଇହଲୀଳା ସମ୍ବରଣ କରିଛନ୍ତି। ଦେଶରେ ବିଜ୍ଞାନ...

ନବରାତ୍ରିରେ ମା’ ଦୁର୍ଗାଙ୍କ କୃପା ପାଇଁ ପିନ୍ଧନ୍ତୁ ଏସବୁ ରଙ୍ଗର ପୋଷାକ, ମିଳିବ ଶୁଭଫଳ

ଶାରଦୀୟ ନବରାତ୍ରି ୧୭ ଅକ୍ଟୋବରରୁ ଆରମ୍ଭ ହୋଇଯାଇଛି। ଏହି ନଅ ଦିନରେ ମା’ ଦୁର୍ଗାଙ୍କର ନଅ ପ୍ରକାର ପୂଜା କରାଯାଏ। ନବରାତ୍ରିରେ ରଙ୍ଗଗୁଡ଼ିକର ମଧ୍ୟ ବିଶେଷ...

ବାତରକ୍ତ ସମସ୍ୟା ଦୂର କରିବ ଅମୃତଭଣ୍ଡା ଚା’

ଶରୀରରେ ୟୁରିକ୍‌ ଏସିଡ୍‌ର ମାତ୍ରା ଅଧିକ ହେଲେ ବାତରକ୍ତ ସମସ୍ୟା ଉପୁଜିଥାଏ। ଏହି ରୋଗ ଯୋଗୁ ଜଏଣ୍ଟ୍‌ ପେନ୍‌ ଯନ୍ତ୍ରଣା ପୀଡ଼ିତକୁ ଦରମରା କରିପକାଏ। ଯନ୍ତ୍ରଣା...

Advertisement


Archives

Model This Week