Posted inଜାତୀୟ

କବରସ୍ତାନରୁ ଉଦ୍ଧାର ହେଲା ଚୋରି ହୋଇଥିବା ୨୨ ଜୈନ ମୂର୍ତ୍ତି

ଭୋପାଳ,୨୪।୬: ମଧ୍ୟପ୍ରଦେଶ ଭିଣ୍ଡ ଜିଲାର ଶାନ୍ତିନାଥ ଦିଗମ୍ବର ଜୈନ ମନ୍ଦିରରୁ ଚୋରି ରବିବାର ହୋଇଥିବା ମୂର୍ତ୍ତି ସୋମବାର ସକାଳେ ସ୍ଥାନୀୟ କବରସ୍ତାନରୁ ଉଦ୍ଧାର ହୋଇଛି। ମନ୍ଦିରରେ ଥିବା ୩୩ଟି ଜୈନ ମୂର୍ତ୍ତି ମଧ୍ୟରୁ ୨୨ ମୂର୍ତ୍ତି ଚୋରି ହୋଇଥିଲା। ଅନ୍ୟ ୧୧ଟି ମୂର୍ତ୍ତିରେ ସୁନା ଭଳି ଚମକ ନ ଥିବାରୁ ଚୋର ଏହାକୁ ନେଇ ନ ଥିବା କୁହାଯାଉଛି। ତେବେ ସମସ୍ତ ମୂର୍ତ୍ତି ଅଷ୍ଟଧାତୁରେ ନିର୍ମିତ ହୋଇଥିତ୍ବା ମନ୍ଦିର କର୍ତ୍ତୃପକ୍ଷ କହିଛନ୍ତି। ଶହେ ବର୍ଷରୁ ଅଧିକ ପୁରାତନ ମୂର୍ତ୍ତିଗୁଡ଼ିକ ଅଷ୍ଟଧାତୁର ହୋଇଥିବା ଚୋର ଜାଣିପାରି ଏହାକୁ କବରସ୍ତାନରେ ପକାଇ ଚାଲିଯାଇଥିବା ପୋଲିସ ଅନୁମାନ କରୁଛି। ଚୋର କିମ୍ବା ମୂର୍ତ୍ତିଗୁଡିକ ସମ୍ପର୍କରେ ସୂଚନା ଦେଲେ ୧୦ ହଜାର ଟଙ୍କାର ପୁରସ୍କାର ଦିଆଯିବ ବୋଲି ସ୍ଥାନୀୟ ଏସ୍‌ପି ରୋଡାଲ୍ଫ୍‌ ଅଲ୍ବାରେସ୍‌ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର,କଣ୍ଟାବାଞ୍ଜି,୧୩।୩ ( ସୁନିଲ କୁମାର ମହାନ୍ତି, ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଜଣେ ଛାତ୍ରଙ୍କ ଶୁକ୍ରବାର ବଲାଙ୍ଗୀର ଭୀମ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ:  ସଭାପତି, ସମ୍ପାଦକ ପ୍ରାର୍ଥୀ କଲେ ନାମାଙ୍କନ ପ୍ରତ୍ୟାହାର 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ  ଅନୁଷ୍ଠିତ ହେବ।…

ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ…

ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ

ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri