କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ସଂକ୍ରମଣ ନେଇ ବିଭିନ୍ନ ସମୟରେ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳୁଛି। ତେବେ ସଂକ୍ରମିତଙ୍କ ସହିତ ସିଧାସଳଖ ସମ୍ପର୍କରେ ଆସିଲେ ଏହାର ସଂକ୍ରମଣ ହୋଇଥାଏ। ତେବେ କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌ ଦ୍ୱାରା ବି ଏହାର ଭୂତାଣୁ ସଂକ୍ରମିତ ହୋଇଥାଏ। ତେଣୁ ପ୍ରତିଦିନ ଏସବୁକୁ ସାନିଟାଇଜ୍‌ କରାଯିବା ଦରକାର। ପିନ୍ଧା ଯାଉଥିବା ପୋଷାକକୁ ପ୍ରତିଦିନ ଧୋଇବାର ଆବଶ୍ୟକତା ରହିଛି। ସେହିପରି ପିନ୍ଧାଯାଉଥିବା ଜୋତା, ଚପଲ୍‌, ଘଣ୍ଟା ଆଦିକୁ ପ୍ରତିଦିନ ସାନିଟାଇଜ୍‌ କରାଯିବା ଆବଶ୍ୟକ। ଭୂତାଣୁ ବାୟୁରେ କିଛି ସମୟ ବାୟୁରେ ରହିବା ପରେ ଧୀରେଧୀରେ ଭୂଭାଗକୁ ଆସିଥାଏ। ଏହା ବାୟୁ ମଣ୍ଡଳରେ ୩ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରହିଥାଏ। ସେହିପରି ତମ୍ବାରେ ୪ ଘଣ୍ଟା, କାଡବୋର୍ଡରେ ୨୪ ଘଣ୍ଟା, ପ୍ଲାଷ୍ଟିକ୍‌, କାଚ ଏବଂ ଷ୍ଟିଲ୍‌ରେ ୭୨ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରୁହେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। କରୋନାକୁ ଭୟ ନ କରି ବିଧିବଦ୍ଧ ଭାବେ କିଛି ସଚେତନତା ଅବଲମ୍ବନ କଲେ ଏଥିରୁ ସହଜରେ ଦୂରେଇ ହୋଇ ରହିବା ସମ୍ଭବ ହୋଇଥାଏ ବୋଲି ଏହି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେବାକୁ ଯାଉଛି ଅନ୍ତ: ଫଟୋରେ ଦେଖନ୍ତୁ କେତେ ଭବ୍ୟ ହେବ ଅଯୋଧ୍ୟାର ରାମମନ୍ଦିର; କ’ଣ ରହିବ ଖାସ୍‌

ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମାଣ ହେବାକୁ ଯାଉଛି ରାମମନ୍ଦିର। ଦିନକ ପରେ ଏହାର ଶିଳାନ୍ୟାସ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏସବୁ...

ହାରିଗଲେ ରାହୁଲ ଗାନ୍ଧୀ: ସ୍କୃତିଙ୍କୁ ଜଣାଇଲେ ଶୁଭେଚ୍ଛା

ଆମେଠି, ୨୩।୫: ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପରାସ୍ତ ହୋଇଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ସ୍ମୃତି...

ସିଆରପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଶ୍ରୀନଗର,୪।୫: ଜମ୍ମୁ-କଶ୍ମୀରର ହନ୍ଦଓ୍ବାରାରେ ସୋମବାର ପୁଣି ଏକ ଆତଙ୍କବାଦୀମାନେ ଆକ୍ରମଣ କରନdନ୍ତି।ହୋଇଛି। କଶ୍ମୀର ଘାଟିର କୁପଓ୍ବାରା ଜିଲା ହନ୍ଦଓ୍ବାରାରେ ସିଆରପିଏଫ୍‌ର ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀମାନେ...

ପ୍ରବଳ ବର୍ଷାରେ ଭୁଶୁଡ଼ିଲା କାନ୍ଥ…

ମୁମ୍ବାଇ,୧୮।୭: ମହାରାଷ୍ଟ୍ରର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଚେମ୍ବୁର ଏବଂ ଓ୍ବିକ୍ରୋଲି ଅଞ୍ଚଳରେ ସଙ୍କଟ ସୃଷ୍ଟି ହୋଇଛି। ଝୁମ୍ପୁଡ଼ି ବସ୍ତିର କେତେକ ଘରର କାନ୍ଥ ଭୁଶୁଡ଼ି...

କରୋନା ଭାଇରସ୍‌: ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୧୬

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଭାରତରେ ଦିନକୁ ଦିନ ସଂକ୍ରମିତଙ୍କ ମାମଲା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ମହାରାଷ୍ଟ୍ରରେ ୫ଟି...

ଜାନୁୟାରୀ ୧୮ରୁ ରାଜଧାନୀରେ ଖୋଲିବ ସ୍କୁଲ: ଉପସ୍ଥାନ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୧୩।୧: ଜାନୁୟାରୀ ୧୮ଠାରୁ ରାଜଧାନୀ ଦିଲ୍ଲୀରେ ସ୍କୁଲ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର...

ମୁକୁଳିଲେ ଭାରତୀୟ ଦୂତାବାସର ୨ ଅଧିକାରୀ

ନୂଆଦିଲ୍ଲୀ,୧୬ା୬: ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ କାର୍ଯ୍ୟାଳୟରୁ ୨ ଅଧିକାରୀ ସୋମବାର ସକାଳୁ ନିଖୋଜ ହୋଇଯାଇଥିଲେ। ଦୀର୍ଘ ୭ ଘଣ୍ଟା ପରେ ପାକ୍‌ କର୍ତ୍ତୃପକ୍ଷ...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୫୮,୩୩୩ ଛୁଇଁଲା

ନୂଆଦିଲ୍ଲୀ,୨୮।୫: ଦେଶରେ ସାଙ୍ଘାତିକ ହେଲାଣି କରୋନା ସ୍ଥିତି। ଗତ ୨୪ ଘଣ୍ଟାରେ ୬,୫୬୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ କରୋନା...

Advertisement


Archives

Model This Week