କବିତା ମାଧ୍ୟମରେ କରୋନା ଯୋଦ୍ଧାଙ୍କ ସଂଘର୍ଷର କଥା କହିଲେ ସୋନାକ୍ଷୀ

ମୁମ୍ବାଇ: କରୋନା ମହାମାରୀକୁ ଦୂରେଇ ଦେବା ପାଇଁ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ। ଏହି ସମୟରେ କରୋନାକୁ ଦୂରେଇ ଦେବାକୁ ଘରଠାରୁ ଦୂରରେ ରହି ଏକ ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା କରୋନା ଯୋଦ୍ଧାଙ୍କ ସଂଘର୍ଷର କାହାଣୀ ଅନେକଥର ନଜରକୁ ଆସିଛି। ଏଥର ବଲିଉଡ୍‌ର ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା ଏହି କରୋନା ଯୋଦ୍ଧାଙ୍କ ସଂଘର୍ଷର କାହାଣୀ କବିତା ମାଧ୍ୟମରେ କହିଥିବା ଦେଖାଯାଇଛି। ଏହାର ଏକ ଭିଡିଓ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି ସୋନାକ୍ଷୀ। ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ସୋନାକ୍ଷୀ ଡାକ୍ତର, ନର୍ସ, ପୋଲିସ ତଥା ଯେଉଁମାନେ କରୋନା ଯୋଦ୍ଧାର ଆଗଧାଡିର ଯୋଦ୍ଧା ସାଜିଛନ୍ତି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏମିତିକି ଯେଉଁମାନେ ଦେଶର ଏହି ସଙ୍କଟ ସମୟରେ ଭୋକିଲା ଲୋକଙ୍କୁ ଖାଦ୍ୟ ଦେଇଛନ୍ତି ଅବା ଅନ୍ୟକିଛି ଦାନ କରିଛନ୍ତି ସେମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ଦବଙ୍ଗ ଗର୍ଲ। ଉକ୍ତ ଭିଡିଓରେ ସୋନାକ୍ଷୀ କହିଛନ୍ତି ଯେବେବି କରୋନାକୁ ହରାଇବା କଥା ଆସିବ ତେବେ ଏହି କରୋନା ଯୋଦ୍ଧାଙ୍କ ନାମ ପ୍ରଥମେ ଆସିବ। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଦିନ ମଜୁଆରୀଙ୍କୁ ସାହାଯ୍ୟ କରିବା ଲାଗି ନିଜ ପେଣ୍ଟିଂର ନିଲାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଟ୍ରିନାଙ୍କ ଭଉଣୀଙ୍କ ପ୍ରେମରେ ପଡିଛନ୍ତି ସଲମାନ!

ମୁମ୍ବାଇ: ବଲିଉଡ୍‌ର ହଟ୍ ତଥା ସୁନ୍ଦରୀ ନାୟିକା ହେଉଛନ୍ତି କ୍ୟାଟ୍ରିନା କୈଫ । ଲକ୍ଷେ ଦିଲ କି ଧଡକନ କ୍ୟାଟ୍ରିନାଙ୍କ ଅଭିନୟ ମଧ୍ୟ ଦର୍ଶକଙ୍କୁ ବେଶ୍...

ସଙ୍ଗୀତ ମାଧ୍ୟମରେ କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବ କୈଳାସ ଖେରଙ୍କ ‘ଜଜ୍‌ବା ଏ ଭାରତ’

ବମ୍ବେ: କରୋନା ସହ ଲଢ଼େଇରେ କୋଭିଡ ଯୋଦ୍ଧାମାନେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସେମାନଙ୍କ ବାହାଦୂରୀ, ପ୍ରତିବଦ୍ଧତା ଏବଂ ଉତ୍ସାହକୁ ସମ୍ମାନ ଜଣାଇବେ ପଦ୍ମଶ୍ରୀ କୈଳାସ...

୪୪ ବର୍ଷରେ ଛୋଟ ପରଦାର କୁଇନ୍‌ ଏକତା

ଛୋଟ ପରଦାର କୁଇନ୍‌ ଏକତା କପୁରଙ୍କ ଆଜି ହେଉଛି ୪୪ତମ ଜନ୍ମଦିନ। ମେ’ ୭ରେ ଜନ୍ମଗ୍ରହଣ କରିଥିବା ଏକତା ବର୍ତ୍ତମାନ ସମୟରେ ଟେଲିଭିଜନ ଦୁନିଆର ଜଣେ...

ଥିଏଟରରେ ରିଲିଜ୍‌ ହେବ କିଆରାଙ୍କ ଅଭିନୀତ ଫିଲ୍ମ

ମୁମ୍ବାଇ: କରୋନା କାଳ ମଧ୍ୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଦର୍ଶକଙ୍କ ମନୋରଞ୍ଜନ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସିନେମା ହଲ୍‌ ଖୋଲିବାକୁ ଅନୁମତି ଦେଇଛନ୍ତି।...

ବିବାହକୁ ନେଇ ଦୁଃଖ ପ୍ରକାଶ କଲେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ଏବେ ୫୩ ବର୍ଷରେ ପଦାର୍ପଣ କଲେଣି। ହେଲେ ଏବେବି ସେ ବଲିଉଡ୍‌ର ମୋଷ୍ଟ ଓ୍ବାଣ୍ଟେଡ ବ୍ୟାଚେଲର। କିନ୍ତୁ ତାଙ୍କ ବିବାହକୁ ନେଇ...

ଆସିପାରେ ‘ରାଜି’ର ସିକ୍ୟୁଏଲ

ମୁମ୍ବାଇ: ବଲିଉଡ୍‌ ନାୟିକା ଆଲିଆ ଭଟ୍ଟ ଓ ବିକ୍କି କୌଶଲ ଷ୍ଟାର କାଷ୍ଟରେ ପରଦାକୁ ଆସିଥିବା ମୁଭି ‘ରାଜି’ର ସିକ୍ୟୁଏଲ ନିର୍ମାଣ କରାଯାଇ ପାରେ ବୋଲି...

ଅଲଗା ହେବେ ସିଦ୍ଧାନ୍ତ-ମେଘା

ବମ୍ବେ: ଅଭିନେତା ସିଦ୍ଧାନ୍ତ କର୍ନିକ ସ୍ତ୍ରୀ ମେଘା ଗୁପ୍ତାଙ୍କଠାରୁ ଅଲଗା ହେବେ। ଗତବର୍ଷ ଏପ୍ରିଲରୁ ଉଭୟ ଅଲଗା ରହିଆସୁଥିଲେ। ଏବେ ସେମାନେ ଛାଡ଼ପତ୍ର ପାଇଁ ଅପିଲ...

୭୫ ବର୍ଷରେ ପାଦ ଥାପିଲେ ବଲିଉଡର ଏହି ପ୍ରସିଦ୍ଧ ଅଭିନେତା

ମୁମ୍ବାଇ,୯।୧୨-ବଲିଉଡର ଭେଟରାନ ଅଭିନେତା ଶତ୍ରୁଘ୍ନ ସିହ୍ନା ବୁଧବାର ୭୫ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଶଂସକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କ ସମେତ ବହୁ ବଲିଉଡ...

Play 250+ Trending Games
Archives

Model This Week

Why Dharitri