Posted inଖେଳ

କବିରଙ୍କୁ ଟାଇଟଲ

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)-
ଅହମ୍ମଦାବାଦସ୍ଥିତ ର଼୍ୟାକେଟ ଏକାଡେମୀରେ ଅନୁଷ୍ଠିତ ଏଆରଏ-ଏଆଇଟିଏ ନ୍ୟାଶନାଲ ସିରିଜ ଟେନିସ ଟୁର୍ନାମେଣ୍ଟର ୧୮ ବର୍ଷରୁ କମ୍‌ ବାଳକ ବର୍ଗରେ ଓଡ଼ିଶାର କବିର ହଂସ ଟାଇଟଲ ବିଜୟୀ ହୋଇଛନ୍ତି। ଫାଇନାଲରେ କବିର ଅହମ୍ମଦାବାଦର ମୋହିତ ବୋନ୍ଦେରେଙ୍କୁ ୬-୨, ୫-୭, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ୧୬ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ୨୧ରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘କୋହଲିଙ୍କ ଭଳି କଠିନ ପରିଶ୍ରମ କର’

ଚେନ୍ନାଇ,୧୩।୧୨(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଆସିଷ୍ଟାଣ୍ଟ କୋଚ୍‌ ରୋଡି ଇଷ୍ଟ୍‌ଓ୍ବିକ୍‌ ନିଜ ଖେଳାଳିମାନଙ୍କୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଭଳି କଠିନ ପରଶ୍ରମ କରିବାକୁ ପରାମର୍ଶ ଦେଇଛନ୍ତି। ନିଜ...

ଆଉ ଜଣେ ଖେଳାଳି ପଜିଟିଭ୍‌: ଦକ୍ଷିଣ ଆଫ୍ରିକା-ଇଂଲଣ୍ଡ ପ୍ରଥମ ଦିନିକିଆ ସ୍ଥଗିତ

କେପ୍‌ଟାଉନ (ଦକ୍ଷିଣ ଆଫ୍ରିକା), ୫ା୧୨ (ଏପି)-କୋଭିଡ୍‌ ଟେଷ୍ଟରେ ଆଉ ଜଣେ ଖେଳାଳି ପଜିଟିଭ୍‌ ହେବାରୁ ଦକ୍ଷିଣ ଆଫ୍ରିକା ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁଥିବା ପ୍ରଥମ ଅନ୍ତର୍ଜାତୀୟ...

ଏସିଆ କପ୍‌ ନେଇ ନିଷ୍ପତ୍ତି ହେଲାନି, ବୈଠକରେ ଯୋଗଦେଲେ ଗାଙ୍ଗୁଲି, ଶାହା

ନୂଆଦିଲ୍ଲ, ୯।୬(ପି.ଟି.): ଚଳିତ ବର୍ଷ ଆୟୋଜନ ହେବାକୁ ଥିବା ଏସିଆ କପ୍‌ ଟି୨୦ ନେଇ କୌଣସି ନିଷ୍ପତ୍ତି ନିଆଯାଇ ପାରିନାହିଁ। ଏସିଆନ କ୍ରିକେଟ କାଉନସିଲ (ଏସିସି)...

ଅନୁଷ୍କା, ଦୀପିକାଙ୍କ ମଧ୍ୟରୁ କିଏ ବେଶୀ ହଟ୍‌ ପ୍ରଶ୍ନରେ କ’ଣ କହିଲେ ବୁମରା

ଭାରତୀୟ ପେସର ଯଶପ୍ରୀତ ବୁମରା ଏବେ ଚମତ୍କାର ଫର୍ମରେ ଅଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇଟି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରଜରେ ନିଜର ସମ୍ପୂର୍ଣ୍ଣ ଜଲଓ୍ବା ଦେଖାଇଛନ୍ତି।...

ଆରମ୍ଭ ହେଲା ଦାଦାଙ୍କ ରାଜୁତି: ବିସିସିିଆଇ ଅଧ୍ୟକ୍ଷ ପଦ ସମ୍ଭାଳିଲେ

ମୁମ୍ବାଇ,୨୩।୧୦: ଭାରତର ସବୁଠାରୁ ସଫଳ ଅଧିନାୟକ ସୌରଭ ଗାଙ୍ଗୁଲି ବୁଧବାର ବାର୍ଷିକ ସାଧାରଣ ବୈଠକରେ ବିସିସିଆଇର ୩୯ତମ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି। ଫଳରେ ସୁପ୍ରିମ...

ମ୍ୟାଚ୍‌ ଜିତିବା ପରେ ମାଲିକଙ୍କୁ ବଡ ପାଟିରେ ଏମିତି କହିଲେ ଦୀନେଶ କାର୍ତ୍ତିକ

ଆଇପିଏଲ ୨୦୨୦ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଏକ ନିଶ୍ଚିତ ପରାଜୟ ମ୍ୟାଚ୍‌କୁ ଜିତିଛି କୋଲକାତା ନାଇଟ ରାଇଡର୍ସ। ଏହି ବିଜୟ ପରେ ଦଳର ମନୋବଳ...

ପୁଣି ଚମକିଲେ ଲେଡି ତେନ୍ଦୁଲକର

ନୂଆଦିଲ୍ଲୀ,୧୧।୧୧: ଭାରତୀୟ ମହିଳା କ୍ରିକେଟରେ ଲେଡି ତେନ୍ଦୁଲକର। କ୍ରିକେଟ ଇତିହାସର କିମ୍ବଦନ୍ତୀ ଖେଳାଳି ସଚିନ ୧୬ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ।...

ଉମାଖାନୋଭ ଅନ୍ତର୍ଜାତୀୟ ବକ୍ସିଂ: ବିଶ୍ୱ ଚାମ୍ପିୟନଙ୍କୁ ହରାଇଲେ ନୀରଜ

ନୂଆଦିଲ୍ଲୀ,୩।୮(ପି.ଟି.)- ରୁଷିଆର କାସ୍‌ପିସ୍କଠାରେ ଚାଲିଥିବା ମାଗୋମେଡ ସଲାମ ଉମାଖାନୋଭ ସ୍ମାରକୀ ଅନ୍ତର୍ଜାତୀୟ ବକ୍ସିଂ ଟୁର୍ନାମେଣ୍ଟରେ ଭାରତ ନୀରଜ ଫାଇନାଲରେ ପ୍ରବେଶ କରିଛନ୍ତି। ଇଣ୍ଡିଆ ଓପନ ଗୋଲ୍ଡ...

Play 250+ Trending Games
Archives

Model This Week

Why Dharitri