କମରପଦା ଛକରେ ଦୁର୍ଘଟଣା: ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

କଟକସଦର,୨୩।୨(ଡି.ଏନ୍‌.ଏ): କଟକ-ପାରାଦୀପ ୧୨ନଂ. ରାଜ୍ୟ ରାଜପଥ କମରପଦା ଛକରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତ୍‌ସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ ଅଲାଣ୍ଡୋ ଗ୍ରାମର ଶୁକଦେବ ଲୋଇ(୩୫)।
ସୂଚନାଯୋଗ୍ୟ, ସକାଳେ ଶୁକଦେବ ପାରାଦୀପ ପଟୁ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଭ୍ୟାନ ସହ ମୁହାଁମୁହିଁ ଧକ୍କା ହୋଇଥିଲେ। ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ କିଶନନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି କଟକ ବଡ଼ ମେଡିକାଲ ପଠାଇଛି। ଦୁର୍ଘଟଣା ଘଟାଇଥିବା ଭ୍ୟାନ୍‌ଟିକୁ ମଧ୍ୟ ଜବତ କରିଛି। ଏହା ସହ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଉକ୍ତ ରାସ୍ତା ଅବରୋଧ କରିଥିଲେ। ରେଡକ୍ରସ ପାଣ୍ଠିରୁ ଶୁକଦେବଙ୍କ ପରିବାରକୁ ୧୦ ହଜାର ଟଙ୍କା ଦିଆଯିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri