Posted inଜାତୀୟ

କମଲନାଥଙ୍କୁ ଡ୍ରୋନ ପ୍ଲେନ ମାଗିଲେ କମ୍ପ୍ୟୁଟର ବାବା

ଭୋପାଳ,୨୬।୬: ଚଳିତ ବର୍ଷ ଭୋପାଳରେ କମଲନାଥ ସରକାରଙ୍କ ଦ୍ୱାରା ରିଭର ଟ୍ରଷ୍ଟର ଚେୟାରମ୍ୟାନ ଭାବେ ନିଯୁକ୍ତ ହୋଇଥିବା କମ୍ପ୍ୟୁଟର ବାବା ରାଜ୍ୟ ସଚିବାଳୟରେ ଏକ କାର୍ଯ୍ୟାଳୟ ପାଇଁ ଦାବି କରିଛନ୍ତି। ଏଥିସହ ସେ ଏକ ଡ୍ରୋନ ପ୍ଲେନ ପାଇଁ ମଧ୍ୟ ସରକାରଙ୍କୁ ଡିମାଣ୍ଡ କରିଛନ୍ତି। ଏଥିଯୋଗୁ ସେ ନର୍ମଦା ନଦୀ କୂଳରେ ହେଉଥିବା ଅବୈଧ ଖଣି ଖନନ ଉପରେ ନଜର ରଖିପାରିବେ। ତେବେ କମଲନାଥ ମଧ୍ୟ ତାଙ୍କର ଏହି ଦାବିକୁ ଗମ୍ଭୀରତାର ନେବା ସହ ଖୁବ୍‌ ଶୀଘ୍ର ଏନେଇ ନିଷ୍ପତ୍ତି ନେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲା: ସଜ୍ଜନ କୁମାରଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୪।୯: ପୂର୍ବତନ କଂଗ୍ରେସ ନେତା ସଜ୍ଜନ କୁମାରଙ୍କୁ ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟ ଜାମିନ ଦେବାକୁ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ...

ଗର୍ଭବତୀ ସ୍ତ୍ରୀଙ୍କୁ ସ୍କୁଟିରେ ବସାଇ ୧୨୦୦ କିମି ପରୀକ୍ଷା କେନ୍ଦ୍ରକୁ ନେଲେ ସ୍ବାମୀ

ରାଞ୍ଚି,୫ା୯: କରୋନା ମହାମାରୀ ଯୋଗୁ ସମଗ୍ର ଦେଶରେ ଗାଡ଼ିମୋଟର ଚଳାଚଳ ବର୍ତ୍ତମାନ ସୁଦ୍ଧା ସ୍ବାଭାବିକ ହୋଇନାହିଁ। ଯେତିକି ଗାଡ଼ି ଚାଲୁଛି ସେଥିରେ ଲୋକେ ମଧ୍ୟ ଯିବାକୁ...

ଖାଇକୁ ଖସିଲା ବସ୍‌: ୩୫ ଯାତ୍ରୀ ମୃତ

ଶ୍ରୀନଗର,୧।୭: ଜମ୍ମୁ-କଶ୍ମୀର କିରତଓ୍ବାଡ୍‌ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍ଥାନୀୟ କେଶବନ୍‌ ଅଞ୍ଚଳରେ ଏକ ଯାତ୍ରୀବାହୀ ମିନି ବସ୍‌ ଗଭୀର ଖାଇକୁ ଖସି ପଡ଼ିଛି।...

‘ତାଳି ନ ବଜାଇ ଆର୍ଥିକ ପ୍ୟାକେଜ୍‌ର ଘୋଷଣା କରନ୍ତୁ ସରକାର’: ରାହୁଲ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଭାରତରେ ମଧ୍ୟ କରୋନାର ପ୍ରଭାବ କିଛି କମ୍‌ ନାହିଁ। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା...

ଦଳୀୟ ନେତାଙ୍କୁ ସାକ୍ଷାତ୍‌ କଲେ ମାୟାବତୀ

ଲକ୍ଷ୍ନୌ,୫।୯: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୁଶ୍ରୀ ମାୟାବତୀ ଗୁରୁବାର ଦଳୀୟ ନେତାଙ୍କ ସହ ସାକ୍ଷାତ୍‌ କରିଛନ୍ତି। ଆଗାମୀ...

ବାଲ୍‌ ପୁରସ୍କାର ବିଜେତାଙ୍କୁ ଭେଟିଲେ ମୋଦି: କହିଲେ, ତୁମମାନଙ୍କଠାରୁ ମୋତେ ପ୍ରେରଣା ମିଳୁଛି

ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୪୯ଜଣଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’...

ଅର୍ଦ୍ଧସାମରିକ ବାହିନୀ ମୁତୟନ:ଅଧିକ ପୈଠ କରିବେ ରାଜ୍ୟ

ନୂଆଦିଲ୍ଲୀ,୧୧-୧୦:(ଆଇଏଏନ୍‌ଏସ୍‌):ଅର୍ଦ୍ଧସାମରିକ ବାହିନୀ ମୁତୟନ ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକ ୧୦ ପ୍ରତିଶତ ଅଧିକ ଦେୟ ପୈଠ କରିବେ। କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ...

ସାବଧାନ ଥରେ ହ୍ୟାଲୋ କହିଲେ ଆପଣଙ୍କ ବ୍ୟାଙ୍କ ଖାତା ହୋଇଯିବ ଶୂନ !

ରାଞ୍ଚି,୨୫।୧: ବେଳେବେଳେ କେତେକ ଅଚିହ୍ନା ଲୋକ ମୋବାଇଲ ଯୋଗେ ଆପଣଙ୍କ ବ୍ୟାଙ୍କ ଖାତା ସମ୍ପର୍କରେ କିଛି ସୂଚନା ଦେଇଥାନ୍ତି। ତେବେ ଏଭଳି ଫୋନ୍‌ କଲ୍‌ ଠାରୁ...

Coronavirus Update


Archives

Model This Week

Why Dharitri