Posted inଜାତୀୟ

କମଲନାଥ ଆରମ୍ଭ କଲେ ସ୍କୁଲ୍‌ ଚଲୋ ଅଭିଯାନ

ଭୋପାଳ,୭।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ରବିବାର ସ୍କୁଲ ଚଲୋ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଛିନ୍ଦ୍‌ଓ୍ବାଡାରେ ଏହି ଅଭିଯାନର ଆରମ୍ଭ କରାଯାଇଛି। ଶିଶୁଙ୍କୁ ଶିକ୍ଷାଦାନ ଅଧିକାରରୁ ବଞ୍ଚିତ ନ କରାଇବା ପାଇଁ କମଲନାଥ ସରକାର ଏହି ପଦକ୍ଷେପ ଗ୍ରହଣ କରିଥିବା କୁହାଯାଉଛି। ଏହି ଅବସରରେ ସେ କହିଛନ୍ତି ଯେ, ମାତା ପିତା ସଚେତନ ହେଲେ ଶିଶୁଙ୍କ ଉପସ୍ଥାନ ସ୍କୁଲରେ ବୃଦ୍ଧି ପାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପବ୍‌ଜୀ ପରେ ଏବେ ଆସିବ ଫଉଜୀ: ଅକ୍ଷୟ

ମୁମ୍ବାଇ,୪।୯: ଭାରତ ସରକାର ଚାଇନିଜ୍‌ ଆପ୍‌ ବ୍ୟାନ କରି ପଡୋଶୀ ଦେଶ ଉପରେ ଡିଜିଟାଲ ଷ୍ଟ୍ରାଇକ୍‌ କରିଛନ୍ତି ବୋଲି କହୁଛନ୍ତି। ଭାରତ ସରକାର ୧୧୮ ଚାଇନିଜ...

୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ହେଲା ବିବାହ

ରାୟପୁର,୧୬।୨: ଛତିଶଗଡ଼ରେ ୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ଜଣେ ୬୭ ବର୍ଷ ବୟସ୍କା ମହିଳା ୭୩ ବର୍ଷ ବୟସ୍କ ପୁରୁଷଙ୍କ ବିବାହ କରିଛନ୍ତି। ସ୍ଥାନୀୟ...

କଶ୍ମୀରଠାରୁ କନ୍ୟା କୁମାରୀ ସବୁଠି ‘ଜନତା କର୍ଫ୍ୟୁ’: ଏପଟେ ସଂକ୍ରମିତଙ୍କ ସଂଖ୍ୟା ୩୪୧

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଭାରତରେ ବି ତା’ର ଉପସ୍ଥିତିକୁ ସୁଦୃଢ କରିବାରେ ଲାଗିଛି। ଏହାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର...

ପ୍ରତାପଙ୍କୁ ବି ପିଏମ୍‌ଓରୁ ଆସିଲା ଫୋନ୍‌ କଲ୍‌

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ନେଇ ଦେଶ ବିଦେଶ ସବୁଠି ଉତ୍ସାହ ଦେଖିବାକୁ ମିଳିଛି। ଏବେ ସବୁଠାରୁ ବଡ ଆଲୋଚନାର ବିଷୟ...

ଆଜି ୟୁପି ଯିବେ ମୋଦି, ୧୪୦୬ ପ୍ରକଳ୍ପର କରିବେ ଶିଳାନ୍ୟାସ

ଲକ୍ଷ୍ନୌ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶ ଗସ୍ତ କରିବେ । ଆଜି ପୂର୍ବାହ୍ନ ୧୧ଟାରେ ଉତ୍ତରପ୍ରଦେଶରେ ପହଞ୍ଚିବା ପରେ ଲକ୍ଷ୍ନୌର ଇନ୍ଦିରା ଗାନ୍ଧୀ ପ୍ରତିଷ୍ଠାନରେ...

ହ୍ବିଲଚେୟାରରେ ଭୋଟ ଦେବାକୁ ଆସିଲେ ୯୦ବର୍ଷୀୟ ବୃଦ୍ଧା

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଚତୃର୍ଥ ପର୍ଯ୍ୟାୟ ପାଇଁ ମତଦାନ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ...

ଦିଲ୍ଲୀ ଗଲେ ୯ ଏନ୍‌ସିପି ବିଧାୟକ

ମୁମ୍ବାଇ,୨୪ା୧୧: ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ସମର୍ଥନ ଦେଉଥିବା ଦଳୀୟ ବିଧାୟକମାନଙ୍କ ମଧ୍ୟରୁ ୯ ଜଣ ଏକ ଘରୋଇ ଚାର୍ଟାର୍ଡ ବିମାନରେ ଦିଲ୍ଲୀ ଯାଇଛନ୍ତି। ସେମାନେ...

ବସ-ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା: ୭ ଜୀବନ ଚାଲିଗଲା

ଭୋପାଳ,୧।୧୦:ମଧ୍ୟପ୍ରଦେଶର ଭିଣ୍ଡ ଜିଲାରେ ଏକ ବସ ଏବଂ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୧୩ ଜଣ...

Advertisement
Archives

Model This Week