Posted inଜାତୀୟ

କମଲ ନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ତେବେ ଜନ୍ମଦିନକୁ ପାଳନ କରିବାକୁ କୌଣସି ପୋଷ୍ଟର, ବ୍ୟାନର ଅବା ହୋର୍ଡିଂ ନ ଲଗାଇବାକୁ କମଲ ନାଥ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ମଧ୍ୟ ଟୁଇଟ୍‌ କରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଜନ୍ମଦିନ ଅବସରରେ କମଲ ନାଥଙ୍କ ନିକଟକୁ କେବଳ ରାଜନେତା ନୁହେଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବିପ୍ରୋର ନୂଆ ଅଧ୍ୟକ୍ଷ ହେବେ ରିଶଦ୍‌ ପ୍ରେମ୍‌ଜୀ: ଅଜୀମ୍‌ ପ୍ରେମ୍‌ଜୀ ନେବେ ଅବସର

ନୂଆଦିଲ୍ଲୀ,୩୦।୭: ଆଇଟି କମ୍ପାନୀ ଓ୍ବିପ୍ରୋର ନୂତନ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଅଜୀମ୍‌ ପ୍ରେମ୍‌ଜୀଙ୍କ ପୁଅ ରିଶଦ୍‌ ପ୍ରେମ୍‌ଜୀ ଦାୟିତ୍ୱ ଗ୍ରହଣ କରିବେ। ମଙ୍ଗଳବାର...

୨ ଦିନ ପରେ କବରରୁ ଉଠିଲେ ମୃତ ବ୍ୟକ୍ତି !

କାନପୁର, ୯।୮: ଉତ୍ତରପ୍ରଦେଶରେ ପୋଲିସ ବିଭାଗର ମନମୁଖୀ ତଦନ୍ତ ଯୋଗୁ ସାଧାରଣ ଲୋକେ ହଇରାଣ ହେବାରେ ଲାଗିଛିନ୍ତି। ପୋଲିସ ବାବୁମାନେ ଜୀବିତ ଲୋକଙ୍କୁ କାଗଜପତ୍ରରେ ମୃତ...

ଡାଟା ସୁରକ୍ଷା ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୫ା୧୨: ବହୁ ପ୍ରତୀକ୍ଷିତ ଡାଟା ସୁରକ୍ଷା ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ଶୀତ ଅଧିବେଶନରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ...

ରାଜ୍ୟ ସରକାର-ରାଜ୍ୟପାଳଙ୍କ ମଧ୍ୟରେ ବଢ଼ିଲା ବିବାଦ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାର ଏବଂ ରାଜ୍ୟପାଳ ଭଗତ ସିଂ କୋଶୟାରିଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟ ସରକାର ଏବଂ...

କରୋନା ବଞ୍ଚାଇବ କମଳନାଥ ସରକାରଙ୍କୁ!

ଭୋପାଳ,୧୫।୩: ମଧ୍ୟପ୍ରଦେଶରେ କମଳନାଥ ସରକାର ଏବେ ସଙ୍କଟରେ। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳ ଛାଡିବା ପରେ ମଧ୍ୟପ୍ରଦେଶ ରାଜନୀତିରେ ଦେଖାଦେଇଛି ସଙ୍କଟ। ଏବେ କମଳନାଥ...

ଦୀପାବଳି : ପୁରାଣରୁ ବର୍ତ୍ତମାନ…

ଦୀପାବଳି ବିଭିନ୍ନ ପୌରାଣିକ ମତବାଦ ଓ ଧର୍ମୀୟ ବିଶ୍ୱାସ ସହିତ ଜଡ଼ିତ। ପ୍ରକୃତରେ ଏହା ଏକ କୃଷିଭିତ୍ତିକ ପର୍ବ। ଫସଲ ଅମଳ ସମୟରେ ପୋକ ନିୟନ୍ତ୍ରଣ...

ଥରିଲା ଉତ୍ତର ଭାରତ: ଲୋକେ ଆତଙ୍କିତ

ନୂଆଦିଲ୍ଲୀ,୨୪।୯: ଦିଲ୍ଲୀ ଏନସିଆର୍‌ରେ ମଙ୍ଗଳବାର ଅପରାହ୍ନ ୪.୪୦ରେ ଭୂକମ୍ପ ଝଟକା ଲାଗିଛି। କେବଳ ଦିଲ୍ଲୀରେ ନୁହେଁ, ଉତ୍ତର ଭାରତର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି।...

ଏଥର ଜେଲ୍‌ରେ ଜନ୍ମଦିନ ପାଳିବେ ଚିଦାମ୍ବରମ

ନୂଆଦିଲ୍ଲୀ,୧୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ପୁଣି ଥରେ ଲାଗିଛି ଝଟ୍‌କା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ଆତ୍ମସମର୍ପଣ କରିବାକୁ ଚିଦାମ୍ବରମ ଯେଉଁ ଆବେଦନ କରିଥିଲେ ତାକୁ ଶୁକ୍ରବାର...

Play 250+ Trending Games
Archives

Model This Week

Why Dharitri