କମଲ ହାସନଙ୍କ ଫିଲ୍ମ ‘ଇଣ୍ଡିଆନ୍‌-୨’ ଶୁଟିଂ ସେଟ୍‌ରେ ଦୁର୍ଘଟଣା: ସହନିର୍ଦ୍ଦେଶକଙ୍କ ସମେତ ୩ ମୃତ

ଚେନ୍ନାଇ,୨୦।୨: ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଫିଲ୍ମ ଇଣ୍ଡିଆନ୍‌-୨ ଶୁଟିଂ ସେଟ୍‌ରେ ବଡ ଦୁର୍ଘଟଣା ଘଟିଛି। ଚେନ୍ନାଇର ଇଭିପି ଷ୍ଟୁଡିଓ ସେଟ୍‌ରେ ଲାଗିଥିବା କ୍ରେନ୍‌ କ୍ରାଶ୍‌ ହେବା ଫଳରେ ଫିଲ୍ମ ସହନିର୍ଦ୍ଦେଶକଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦ଜଣ ଆହତ ହୋଇଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ବୁଧବାର ବିଳମ୍ବିତ ରାତିରେ ଅଭିନେତା କମଲ ହାସଲ ହସ୍ପିଟାଲରେ ପହଞ୍ଚି ଆହତଙ୍କ ଅବସ୍ଥା ପଚାରି ବୁଝିଥିଲେ। ଦୁର୍ଘଟଣାବେଳେ କମଲ ମଧ୍ୟ ଶୁଟିଂ ସେଟରେ ଉପସ୍ଥିତ ଥିଲେ। ଦୁର୍ଘଟଣାରେ ସହ ନିର୍ଦ୍ଦେଶକ ଶଙ୍କରଙ୍କ ସହଯୋଗୀ ମଧୁ(୨୯), ସହନିର୍ଦ୍ଦେଶକ କୃଷ୍ଣା(୩୪) ଏବଂ ଜଣେ ଷ୍ଟାଫ୍‌ ଚନ୍ଦ୍ରନ(୬୦)ଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଶଙ୍କରଙ୍କ ନିର୍ଦ୍ଦେଶିତ ଫିଲ୍ମ ଇଣ୍ଡିଆନ୍‌-୨କୁ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ପୂର୍ବରୁ ଏହି ଫିଲ୍ମର ପୋଷ୍ଟର ରିଲିଜ୍‌ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚତା ମାତ୍ର ୨ ଫୁଟ, ୨ ବର୍ଷରେ ୬୦ଟି କାର୍‌ ଚୋରିର ମାଷ୍ଟରମାଇଣ୍ଡ୍‌

ଗାଜିଆବାଦ୍‌,୨୪।୧୦: ଉତ୍ତର ପ୍ରଦେଶର ଗାଜିଆବାଦରେ ପୋଲିସ ଏକ କାର୍‌ ଚୋରି ଗ୍ୟାଙ୍ଗ୍‌କୁ ଧରିଛି। ସେମାନଙ୍କଠାରୁ ୯ଟି କାର୍‌ ଜବତ କରିଛି ପୋଲିସ। ସବୁଠୁ ରୋଚକ କଥା...

ମହାରାଷ୍ଟ୍ର ଡ୍ରାମା: ଭାଜପାର ନା ପରେ, ଶିବସେନାକୁ ସରକାର ଗଢିବା ପାଇଁ ପଚାରିଲେ ରାଜ୍ୟପାଳ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ଏବେ ହାଇଭୋଲଟେଜ୍‌ ରାଜନୈତିକ ଡ୍ରାମା ଚାଲିଛି। ରବିବାର ଭାଜପା ସରକାର ଗଢିବା ପାଇଁ ମନା କରିଦେବା ପରେ ରାଜ୍ୟପାଳ ଭଗତ ସିଂହ କୋଶିୟାର...

ପରଲୋକରେ ଟେଲି ଅଭିନେତା

ମୁମ୍ବାଇ,୨୪।୧୧: ଚଳିତ ବର୍ଷ ଫିଲ୍ମ ଇଣ୍ଡଷ୍ଟ୍ରି ହେଉ ବା ସିରିୟଲ୍‌ ଜଗତ ପାଇଁ ଏକ କଳାବର୍ଷ ପାଲଟିଛି। ୨୦୨୦ କେତେକ ବିଶିଷ୍ଟ ଅଭିନେତା ଓ ଅଭିନେତ୍ରୀଙ୍କୁ...

ରବିଦାସଙ୍କ ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରିୟଙ୍କା

ବାରାଣସୀ,୯।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ବାରାଣସୀ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ସେ ସିର ଗୋବର୍ଦ୍ଧନପୁରରେ ଥିବା ସନ୍ଥ ରବିଦାସଙ୍କ ମନ୍ଦିରରେ...

ସୋସିଆଲ ମିଡିଆ ନୁହେଁ କରୋନା ଭାଇରସଠାରୁ ଦୂରେଇ ରହିବା କଥା ଚିନ୍ତା କରନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୩।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ କରୋନା ଭାଇରସକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏବେ ମୋଦି ସୋସିଆଲ...

ଭାରତରେ ଇରାନ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୧୫ା୧(ପି.ଟି.): ଇରାନର ବହିର୍ବ୍ୟାପାର ମନ୍ତ୍ରୀ ଜଭାଦ୍‌ ଜରିଫ୍‌ ୩ ଦିନିଆ ଭାରତ ଗସ୍ତରେ ଆସି ମଙ୍ଗଳବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଇରାନ-ଆମେରିକା ମଧ୍ୟରେ ତିକ୍ତତା ବଢ଼ୁଥିବାବେଳେ ଜରିଫ୍‌ଙ୍କ...

ଅହଂକାର ଅଜ୍ଞାନତାଠାରୁ ଅଧିକ ଭୟଙ୍କର: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବାର...

ବଡ ପରଦାରେ ରୋମାନ୍ସ କରିପାରନ୍ତି ଅନୁଷ୍କା-ହ୍ରିତିକ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଅନୁଷ୍କା ଶର୍ମା ବେଶ୍‌ କିଛିଦିନ ହେବ ବଡ ପରଦାଠାରୁ ଦୂରରେ ଥିବା ବେଳେ ଏବେ ପୁଣିଥରେ ସେ ଫେରିବେ ବୋଲି ଶୁଣିବାକୁ...

Play 250+ Trending Games
Archives

Model This Week

Why Dharitri