କମିଲା ରୋଷେଇ ଗ୍ୟାସ ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୫: ସାଧାରଣ ଜନତାଙ୍କ ପାଇଁ ଖୁସି ଖବର। ନନ୍‌- ସବ୍‌ସିଡି ରୋଷେଇ ଗ୍ୟାସ୍‌ର ଦାମ ଏବେ କମ୍‌ ହୋଇଛି। ଦେଶର ଅଏଲ ମାର୍କେଟିଂ କମ୍ପାନୀ ଏଚ୍‌ପିସିଏଲ୍‌, ବିପିସିଏଲ୍‌, ଓ ଆଇଓସି ଦ୍ୱାରା ଶୁକ୍ରବାର ଏହି ଘୋଷଣା କରାଯାଇଛି। ରାଜଧାନୀ ଦିଲ୍ଲୀରେ ନନ୍‌- ସବ୍‌ସିଡି ରୋଷେଇ ଗ୍ୟାସ୍‌ ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ୧୬୨ ଟଙ୍କା ୫୦ ପଇସା କମ୍‌ କରାଯାଇଛି। ଏହାପରେ ଏବେ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ସିଲିଣ୍ଡରର ଦାମ୍‌ ୫୮୧ଟଙ୍କା ୫୦ ପଇସା ହୋଇଯାଇଛି। ସେହିପରି କୋଲକାତାରେ ଏହି ସିଲିଣ୍ଡରର ଦାମ୍‌ ୧୯୦ଟଙ୍କା, ମୁମ୍ବାଇରେ ୧୩୫ ଟଙ୍କା ୫୦ ପଇସା ଓ ଚେନ୍ନାଇରେ ୧୯୨ ଟଙ୍କା କମ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେହବୁବା ପୁଣି ନଜର ବନ୍ଦୀ, ଘର ସମ୍ମୁଖରେ ସିଆର୍‌ପିଏଫ୍‌ ଗାଡ଼ି…

ଶ୍ରୀନଗର, ୨୧।୮ : ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କୁ ପୁଣି ଥରେ ନଜର ବନ୍ଦୀ ରଖାଯାଇଛି। ସେ ଟୁଇଟ...

ଦେଶ ଛାଡୁଛନ୍ତି ଧନୀ ଭାରତୀୟ: ୧୦ ଗୁଣା ଦାମରେ କିଣୁଛନ୍ତି ଟିକଟ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି।...

ନୂଆ ସେନାଧ୍ୟକ୍ଷଙ୍କ ସମ୍ମୁଖରେ ୪ ଆହ୍ବାନ…

ନୂଆଦିଲ୍ଲୀ, ୧୯।୪ : ଲ୍ୟୁଟନାଟ୍‌ ଜେନେରାଲ ମନୋଜ ପାଣ୍ଡେ ୩୦ ଏପ୍ରିଲରେ ନୂତନ ସେନା ମୁଖ୍ୟ ଭାବରେ ଦାୟିତ୍ୱ ଗ୍ରହଣ କରିବେ। ସେ ଭାରତୀୟ ସେନାର...

କରୋନା ସଂକ୍ରମଣ ରୋକିବ ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍‌ ଅଲବୁମ୍‌-୩୦’: ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏଡଭାଇଜରି ଜାରି

ଜୟପୁର,୩।୨: ସାରା ପୃଥିବୀରେ କରୋନା ଭୁତାଣୁ ସଂକ୍ରମଣ ନେଇ ଆତଙ୍କ ଖେଳି ଯାଇଛି। ଇତିମଧ୍ୟରେ ଭାରତର କେରଳରେ ୨ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି।...

ଏୟାର ଇଣ୍ଡିଆର ଦାୟିତ୍ୱ ସମ୍ଭାଳିବେ ଏନ୍‌ ଚନ୍ଦ୍ରଶେଖରନ୍‌

ନୂଆଦିଲ୍ଲୀ,୧୪।୩: ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌ ଚନ୍ଦ୍ରଶେଖରନ୍‌ଙ୍କୁ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୋମବାର ବେସାମରିକ ବିମାନ ଚଳାଚଳର ନିର୍ଦ୍ଦେଶକ ଏହି ସୂଚନା...

ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ...

ୟୁକ୍ରେନ୍ ଫେରନ୍ତା ମେଡିକାଲ ଛାତ୍ରଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯ ।୭: ରୁଷିଆ-ୟୁକ୍ରେନ୍ ଯୁଦ୍ଧରୁ ଜୀବନ ବଞ୍ଚାଇ ସ୍ୱଦେଶ ଫେରି ଆସିଥିବା ପ୍ରାୟ ୨୦ ହଜାର ମେଡିକାଲ୍ର ଷ୍ଟୁଡେଣ୍ଟଙ୍କ ଭବିଷ୍ୟତକୁ ନେଇ ସରକାର ବଡ ଘୋଷଣା...

ମୋଦିଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଟକ୍କର ଦେବେ ତେଜ ବାହାଦୁର

ଚଣ୍ଡିଗଡ଼,୩୦।୯: ଖାଇବାର ଅଭିଯୋଗକୁ ନେଇ ଚର୍ଚ୍ଚାକୁ ଆସିଥିବା ନିଲମ୍ବିତ ବିଏସ୍‌ଏଫ୍‌ ଯବାନ ତେଜ ବାହଦୁର ଯାଦବ ଏବେ ହରିୟାଣା ରାଜନୀତିରେ ପାଦ ରଖିଛନ୍ତି। ଦୁଷ୍‌ୟନ୍ତ ଚୌଟାଲାଙ୍କ...

Advertisement
Archives

Model This Week