କମିଲା ରୋଷେଇ ଗ୍ୟାସ ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୫: ସାଧାରଣ ଜନତାଙ୍କ ପାଇଁ ଖୁସି ଖବର। ନନ୍‌- ସବ୍‌ସିଡି ରୋଷେଇ ଗ୍ୟାସ୍‌ର ଦାମ ଏବେ କମ୍‌ ହୋଇଛି। ଦେଶର ଅଏଲ ମାର୍କେଟିଂ କମ୍ପାନୀ ଏଚ୍‌ପିସିଏଲ୍‌, ବିପିସିଏଲ୍‌, ଓ ଆଇଓସି ଦ୍ୱାରା ଶୁକ୍ରବାର ଏହି ଘୋଷଣା କରାଯାଇଛି। ରାଜଧାନୀ ଦିଲ୍ଲୀରେ ନନ୍‌- ସବ୍‌ସିଡି ରୋଷେଇ ଗ୍ୟାସ୍‌ ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ୧୬୨ ଟଙ୍କା ୫୦ ପଇସା କମ୍‌ କରାଯାଇଛି। ଏହାପରେ ଏବେ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ସିଲିଣ୍ଡରର ଦାମ୍‌ ୫୮୧ଟଙ୍କା ୫୦ ପଇସା ହୋଇଯାଇଛି। ସେହିପରି କୋଲକାତାରେ ଏହି ସିଲିଣ୍ଡରର ଦାମ୍‌ ୧୯୦ଟଙ୍କା, ମୁମ୍ବାଇରେ ୧୩୫ ଟଙ୍କା ୫୦ ପଇସା ଓ ଚେନ୍ନାଇରେ ୧୯୨ ଟଙ୍କା କମ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ।...

ବିରାଟ କୋହଲିଙ୍କୁ ଚେତାବନୀ ଦେଲା ବିସିସିଆଇ

ନୂଆଦିଲ୍ଲୀ,୧୮।୧: ଭାରତୀୟ ଦଳକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜରେ ୩-୦ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହିପରି ଭାରତୀୟ ଦଳ ପ୍ରାୟ ୧୨ ବର୍ଷ...

ଶୂନ୍ୟ ନିର୍ଗମନକୁ ଆଦିତ୍ୟ ଆଲୁମିନିୟମର ଗୁରୁତ୍ୱ

ଭୁବନେଶ୍ୱର,୧୮ା୧(ଅନୁରାଧା ମହାରଣା): ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ର ସହଯୋଗୀ କମ୍ପାନୀ ଆଦିତ୍ୟ ଆଲୁମିନିୟମ ତାହାର ଲପଙ୍ଗାସ୍ଥିତ କାରଖାନାରୁ ନିର୍ଗତ ଫ୍ଲାଏ ଆଶ୍‌ ନିକଟସ୍ଥ ସିମେଣ୍ଟ ପ୍ଲାଣ୍ଟକୁ ଯୋଗାଣ...

୨୦୨୪ରେ ରିଲାଏନ୍ସ ରିଟେଲର ୭୭୯ ନୂଆ ଷ୍ଟୋର

ମୁମ୍ବାଇ,୧୮।୧(ଅଭୟ ଦାଶ): ୨୦୨୪ କ୍ୟାଲେଣ୍ଡର ଇୟରରେ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍‌ (ଆର୍‌ଆର୍‌ଭିଏଲ୍‌) ମୋଟ ୭୭୯ ନୂଆ ଷ୍ଟୋର ଖୋଲିଛି। ଏହାର ଅର୍ଥ ହେଉଛି କମ୍ପାନୀ...

ଲକ୍ଷେ ଟପିଲା ରୁପା ଦର

ଭୁବନେଶ୍ୱର,୧୮।୧: ବର୍ତ୍ତମାନ ସାରା ଦେଶରେ ବିବାହ ଋତୁ ଆରମ୍ଭ ହୋଇଯାଇଛି। ଏପରିକି ବିବାହ ସାଙ୍ଗକୁ ଅନ୍ୟାନ୍ୟ ଶୁଭକାର୍ଯ୍ୟରେ ସବୁବର୍ଗର ଲୋକ ଅଳ୍ପ ବହୁତ ସୁନା ଓ...

ମହାକୁମ୍ଭରେ ରୁଷିଆର ‘ମସ୍କୁଲାର ବାବା’

ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ସାରା ବିଶ୍ୱରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଗଙ୍ଗା, ଯମୁନା ଏବଂ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ମିଳନ...

କୋଟାରେ ଓଡ଼ିଆ ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଟା,୧୮ା୧: ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଓଡ଼ିଆ ଛାତ୍ର ଆମତ୍ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲାର...

ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ

ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ଏବଂ ଅନ୍ୟ ଶିଖ୍‌ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ଙ୍କ ‘ଏମର୍ଜେନ୍ସି’ ଫିଲ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri