Posted inଜାତୀୟ

କମିଲା ସୁନା ଦର

ନୂଆଦିଲ୍ଲୀ,୧।୧୦: ସୁନା ଓ ରୂପା ଦର ଗତ କିଛି ମାସ ତଳେ ବୃଦ୍ଧି ପାଇବାରେ ଲାଗିଥିଲା। ସୁନା ୧୦ ଗ୍ରାମକୁ ୪୦ହଜାର ଟଙ୍କା ପାର କରିଥିଲା। ଏବେ କିନ୍ତୁ ଗତ କିଛି ସପ୍ତାହ ହେବ ଉଭୟ ସୁନା ଓ ରୂପା ଦର ହ୍ରାସ ପାଇବାରେ ଲାଗିଛି। ମଙ୍ଗଳବାର ଦିଲ୍ଲୀରେ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫୦ ଟଙ୍କା ହ୍ରାସ ପାଇଁ ୩୮.୪୭୦ଟଙ୍କାରେ ପହଞ୍ଚିଛି। ସେହପର ରୂପା ଦର କିଲୋ ପିଛା ୬୦୦ଟଙ୍କା ହ୍ରାସ ପାଇ ୪୫,୨୦୦ଟଙ୍କାରେ ପହଞ୍ଚିଛି। ଅନ୍ତର୍ଜାତୀୟ ବଜାରରେ ସୁନା ଏବଂ ରୂପା ଦର କମିଥିବାର ଭାରତୀୟ ବଜାରରେ ତାର ପ୍ରଭାବ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ନାଚିଲେ ଲଦାଖ ଏମ୍‌ପି

ଲଦାଖ,୧୫।୮: ସ୍ବାଧୀନତା ଦିବସ ଅବସରରେ ଲଦାଖ ଏମ୍‌ପି ଜାମ୍‌ୟାଙ୍ଗ ତେସରିଂ ନାମଗୟାଲ ନିଜ ସମର୍ଥକଙ୍କ ସହିତ ଖୁସି ମନରେ ନାଚିଛନ୍ତି। ଜମ୍ମୁ-କଶ୍ମୀରରୁ ଲଦାଖ ଅଲଗା ହେବା...

ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଭାଜପାକୁ ସଂଘର ଚେତାବନୀ: ସବୁବେଳେ ମୋଦି-ଶାହା ଜିତାଇପାରିବେ ନାହିଁ

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ସବୁପ୍ରକାର ଚେଷ୍ଟା କରିବା ସତ୍ତ୍ୱେ ଭାଜପାକୁ ମାତ୍ର ୮ଟି ଆସନ ମିଳିଛି। ନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଦଳ ମନ୍ଥନ...

କେନ୍ଦ୍ରାପଡ଼ାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ଲାଗି ଅନୁଭବଙ୍କ ଦାବି

ନୂଆଦିଲ୍ଲୀ,୩୦ା୧୧: କେନ୍ଦ୍ରାପଡାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ବିଜେଡି ଏମ୍‌ପି ଅନୁଭବ ମହାନ୍ତି ଶୁକ୍ରବାର ଦାବି କରିଛନ୍ତି। ଏହାଦ୍ୱାରା ଉକ୍ତ ଅଞ୍ଚଳକୁ ପର୍ଯ୍ୟଟକଙ୍କ ଆଗମନ ବଢ଼ିବା...

ଶଶି ଥରୁର କଂଗ୍ରେସର ଅତିଥି କଳାକାର: କଂଗ୍ରେସ ନେତା

ଥିରୁଭାନନ୍ତପୁରମ,୨୮।୮: କର୍ନାଟକ ପ୍ରଦେଶ କଂଗ୍ରେସ କମିଟି(କେପିସିସି)ର କାର୍ଯ୍ୟକାରୀ ଅଧ୍ୟକ୍ଷ ନିଜ ଦଳର ନେତା ଶଶି ଥରୁରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶଶି କଂଗେଅସ ଦଳରେ...

ଏନ୍‌ଏଚ୍‌ଆର୍‌ସି ଟିମ୍‌ର ତନାଘନା: ଏସ୍‌ଆଇଟି ତଦନ୍ତ ଲାଗି ପିଆଇଏଲ୍‌

ହାଇଦ୍ରାବାଦ, ୮ା୧୨(ପି.ଟି.): ହାଇଦ୍ରାବାଦର ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା କରିବା ଅଭିଯୋଗରେ ଗିରଫ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରି ହତ୍ୟା...

ମାଳଦ୍ୱୀପ ପୂର୍ବତନ ଉପରାଷ୍ଟ୍ରପତିଙ୍କ ରାଜନୈତିକ ଶରଣ ଆବେଦନକୁ ଅଗ୍ରାହ୍ୟ କଲେ ଭାରତ ସରକାର

ଚେନ୍ନାଇ,୩।୮: ମାଳଦ୍ୱୀପର ପୂର୍ବତନ ଉପରାଷ୍ଟ୍ରପତି ଅହମ୍ମଦ ଆଦେବ୍‌ ଅବଦୁଲ୍‌ ଗଫୁରଙ୍କ ରାଜନୈତିକ ଶରଣ ଆବେଦନକୁ ଭାରତ ସରକାର ଅଗ୍ରାହ୍ୟ କରିଛନ୍ତି। ଫଳରେ ସେ ତାମିଲ୍‌ନାଡୁର ଥୁଥୁକୁଡ଼ିଠାରୁ...

୧୦ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୫ ପ୍ରତିଶତ

ନୂଆଦିଲ୍ଲୀ, ୭।୬: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯ ହଜାର ୯୪୬ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୦ ରହିଛି।...

୧୧ ଜଣଙ୍କୁ ହତ୍ୟା କଲେ ଯୁବତୀ: ନିଦ ଔଷଧ ପରେ ବିଷ ଇଞ୍ଜେକଶନ ଦେଇଥିଲେ

ଯୋଧପୁର, ୧୦।୮: ରାଜସ୍ଥାନର ଯୋଧପୁରର ଦେଚୁ ଅଞ୍ଚଳର ଲୋଡ଼ତା ଗାଁ ଘଟିଥିବା ୧୧ ଜଣ ପାକିସ୍ତାନୀ ଶରଣାର୍ଥୀଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଘରର ୨୫...


Coronavirus Update

Archives

Model This Week

Why Dharitri