କମିଶନରେଟ ପୋଲିସର ନିର୍ଦ୍ଦେଶାବଳୀ: ଜାଣନ୍ତୁ ଆଇଡି କାର୍ଡ ଦେଖାଇ କେଉଁମାନେ ଶଟ୍‌ଡାଉନ୍‌ରେ ଯାଇପାରିବେ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍‌ଡାଉନ୍‌କୁ ନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଜରୁରୀ କାର୍ଯ୍ୟ ବ୍ୟତୀତ ଏହି ଦୁଇ ଦିନ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ତେବେ ଏହି ସମୟରେ କେଉଁମାନେ ଆଇଡି କାର୍ଡ ଦେଖାଇ ଯାଇପାରିବେ ସେନେଇ ନିର୍ଦ୍ଦେଶାବଳୀ ରହିଛି।

ସେଗୁଡ଼ିକ ହେଲା:

-ମେଡିକାଲ, ନର୍ସିଂହୋମ୍‌ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାଇପାରିବେ।

-ମେଡିସିନ ଷ୍ଟୋର କର୍ମଚାରୀ ପୋଲିସ ଦେଇଥିବା ପୁରୁଣା ପାସ୍‌ ଦେଖାଇ ପାରିବେ।

-କେନ୍ଦ୍ର ଓ ରାଜ୍ୟ ସରକାରୀ କର୍ମଚାରୀମାନେ ଆଇଡି କାର୍ଡ ଦେଖାଇ ଯାଇପାରିବେ।

-ଟେଲିକମ୍‌, ମିଡିଆ, ପେଟ୍ରୋଲ ପମ୍ପ କର୍ମଚାରୀ ଆଇଡି କାର୍ଡ ଦେଖାଇବେ।

-ହୋମ ଡେଲିଭରି, ପାନୀୟ ଜଳ, ପରିମଳ, ବିଦ୍ୟୁତ କମର୍ୟଚାରୀ। କଳକାରଖାନା, ହୋଟେଲ କର୍ମଚାରୀ ମଧ୍ୟ।

-ଷ୍ଟେଶନ, ବସ୍‌ ଷ୍ଟାଣ୍ଡ, ଏୟାରପୋର୍ଟ ପାଇଁ ଗାଡ଼ିକୁ ପୋଲିସ ପାସ୍‌ ଦରକାର।

– ପୋଲିସ ପାସ୍‌ ଦେଖାଇ ଟ୍ୟାକ୍ସିଂ ଅଟୋ, ଓଲା, ଉବେର ଆଦି ଯାଇପାରିବେ।

-ସଟ୍‌ଡାଉନ୍‌ରେ ଦିନ ବାହାଘର ଥିଲେ ପୋଲିସଠାରୁ ପାସ୍‌ ନେବା ଜରୁରୀ।

– ଟ୍ବିନ୍‌ ସିଟିରୁ ବାହାରକୁ ଯିବାକୁ ଚାହୁଁଥିବା ଘରୋଇ ଗାଡ଼ିକୁ ୧୦୦ରୁ ଅନୁମତି ମିଳିଛି।

-ମାଲ୍‌ ପରିବହନ କରୁଥିବା ଖାଲି ଓ ମାଲ୍‌ ଭର୍ତ୍ତି ଗାଡ଼ି ପାଇଁ ପାସ୍‌ ଅନାବଶ୍ୟକ।

– ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଏସ୍‌ଏମ୍‌ଏସ୍‌ କିମ୍ବା ୧୦୦କୁ ଡାଏଲ କରି ପାସ୍‌ ନେବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଆଜିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ବସିବ । ଗୃହରେ ୧୦ ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ହେବ। ୧୪ରୁ ୨୯...

ଯାଇଥିଲେ ଭୋଜି କରିବାକୁ, ମିଳିଲା ମୃତଦେହ

ସୋନପୁର,୧୦।୧(ନି.ପ୍ର.): ସୋନପୁର ସହର ଯାତ୍ରୀ ନିବାସ ସମ୍ମୁଖ ମହାନଦୀ ପାଚେରୀ ଘାଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ବଡବଜାର ଘାସିପଡାର...

ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୧୮।୧: ବର୍ଷ ଆରମ୍ଭରୁ ପୁଣି ଚିତ୍ରକୋଣ୍ଡା ପୋଲିସକୁ ଆଉ ଏକ ସଫଳତା ମିଳିଛି। ରବିବାର ବିଳମ୍ବିତ ରାତିରେ ଚିତ୍ରକୋଣ୍ଡା ପୋଲିସ ରାଜ୍ୟ ବାହାରକୁ ଚୋରା ଚାଲାଣ...

ଶ୍ରୀଲଙ୍କା ଉପକୂଳ ମୁହାଁଇଛି ବାତ୍ୟା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତ(ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଅବପାତ ଶ୍ରୀଲଙ୍କାର...

ରାସ୍ତାକଡ଼ରେ ନିମ୍ବ ଚାରା ରୋପଣ

ଭାପୁର,୧୦ା୭(ଡି.ଏନ୍‌.ଏ)-ଭାପୁର ବ୍ଲକ କଇଁଫୁଲିଆ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଶା ଓ ଭରସା ଟ୍ରଷ୍ଟ ଓ ଛାତ୍ରୀଛାତ୍ରଙ୍କ ପକ୍ଷରୁ ମଙ୍ଗଳବାର ରାସ୍ତାକଡ଼ରେ ୩ ଶହରୁ ଊର୍ଦ୍ଧ୍ୱ ନିମ୍ବ ଚାରା...

ଭିଜିଲାନ୍ସ ଜାଲରେ ପୁରୀ ଡିଇଓ: ୧ ଲକ୍ଷ ୧୧ ହଜାର ଟଙ୍କା, ବୋଲେରୋ ଜବତ

ପୁରୀ ଅଫିସ,୧୩ା୭: ପୁରୀ ଜିଲା ଶିକ୍ଷାଧିକାରୀ (ଡିଇଓ) ହୃଷୀକେଶ କାଣ୍ଡି ପୁରୀ ଭିଜିଲାନ୍ସ ଦ୍ୱାରା ଶନିବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ତାଙ୍କ ନିକଟରୁ ୧ ଲକ୍ଷ...

ବିନା ଭକ୍ତରେ ଜନ୍ମାଷ୍ଟମୀ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ପ୍ରତିବର୍ଷ ମନ୍ଦିରଗୁଡ଼ିକରେ ଧୁମଧାମରେ ପାଳିତ ହେଉଥିବା ଜନ୍ମାଷ୍ଟମୀ ଏଥର ନିରାଡ଼ମ୍ବରରେ ପାଳନ କରାଯାଇଛି। ମଙ୍ଗଳବାର ମନ୍ଦିରରେ ନା ଥିଲା ଭକ୍ତଙ୍କ ଗହଳି ନା ଶୁଭୁଥିଲା...

ଅର୍ଚ୍ଚନା ଏବଂ ଅଧିକାରୀ

ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ରାଜ୍ୟର ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ଘଟଣାକୁ ନେଇ ବର୍ତ୍ତମାନ ଗୋଟିଏ ପରେ ଗୋଟିଏ କଥା ସାମ୍ନାକୁ ଆସିବାରେ ଲାଗିଛି। ବଡ଼ବଡ଼ିଆଙ୍କୁ ପ୍ରେମ ଜାଲରେ...

Advertisement
Archives

Model This Week