କମୁଛି ସଂକ୍ରମିତଙ୍କ ସଂଖ୍ୟା

ଥିରୁଭାନନ୍ତପୁରମ,୧୪।୪: କରୋନା ଭାଇରସ ପ୍ରଥମେ କେରଳରେ ବହୁ ସଂଖ୍ୟାରେ ଦେଖାଯାଇଥିବା ବେଳେ ଧିରେ ଧିରେ ମହାରାଷ୍ଟ୍ରରେ ବି ଏହି ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଲା। ଏବେ କିନ୍ତୁ କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା କହିଛନ୍ତି ବର୍ତ୍ତମାନ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି, ଯାହା ରାଜ୍ୟପାଇଁ ଶୁଭ ସଙ୍କେତ ବୋଲି ସେ କହିଛନ୍ତି। ତେବେ ଲକ୍‌ଡାଉନ ସମୟ ବୃଦ୍ଧି ହେବା କରୋନା ସଂକ୍ରମଣକୁ କମାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ସେ କହିଛନ୍ତି। ରାଜ୍ୟରେ ଏବେ ସଂକ୍ରମିତଙ୍କ ସଂଖ୍ୟା କମିଥିଲେ ମଧ୍ୟ ପୂର୍ବପରି ସତର୍କତା ଅବଲମ୍ବନ କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ସୋମବାର ସୁଦ୍ଧା କେରଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୯ ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri