କମ୍ପ୍ୟୁଟର ଲାବ୍‌ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୮।୧୨(ଡି.ଏନ.ଏ.):ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତର ପଦ୍ମଲୋଚନ ମୁଣ୍ଡହାଣ ଉଚ୍ଚ ବିଦ୍ୟାଳୟ ଜଡ଼ିବାଲି ପରିସରରେ ମଙ୍ଗଳବାର ବାର୍ଷିିକ କ୍ରୀଡ଼ା ଉତ୍ସବ ଏବଂ କମ୍ପ୍ୟୁଟର ଲାବର ଉଦ୍‌ଘାଟନ ସଭା ଅନୁଷ୍ଠିତ ହୋଇଯାଇଛି।
ବିଶିଷ୍ଟ ଶିକ୍ଷାବିତ୍‌ ଭାଗବତ ବେହେରା ସଭାପତିତ୍ୱ କରିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁର୍ଣ୍ଣଚନ୍ଦ୍ର ନାୟକ ବାର୍ଷିକ ବିବରଣୀ ପାଠ କରିଥିଲେ। ମୁଖ୍ୟଅତିଥି ଭାବେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗଦେଇ ଶିକ୍ଷକମାନଙ୍କର ଦାୟିତ୍ୱ ଓ ମୂଲ୍ୟବୋଧ ସମ୍ପର୍କରେ ଆଲୋକପାତ କରିବା ସହିତ ଛାତ୍ରୀଛାତ୍ରଙ୍କୁ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟବକ୍ତା ଭାବେ ନୀଳଗିରିର ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଯୋଗଦେଇ ଆଧୁନିକ ଶିକ୍ଷାର ଗୁଣାମତ୍କ ବିକାଶ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ସମ୍ମାନନୀୟ ଅତିଥି ଭାବେ ନୀଳଗିରିର ବିଇଓ ଭଗୀରଥ ଗିରି, ଡ. ନାରାୟଣ ନାୟକ ଯୋଗଦେଇ ବିଦ୍ୟାଳୟର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ। ସଭାକୁ ବିଜ୍ଞାନ ଶିକ୍ଷକ ଭାଷ୍କର ଚନ୍ଦ୍ର ଜେନା ଏବଂ ହିନ୍ଦୀ ଶିକ୍ଷକ ଜୟନ୍ତ କୁମାର ଚୌଧୁରୀ ପରିଚାଳନା କରିଥିବାବେଳେ ଶିକ୍ଷକ କମଳାକାନ୍ତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଅଁଳ ବୟସରେ ପେଟ ଚିନ୍ତା

ଭଞ୍ଜନଗର,୩ା୩(ଡି.ଏନ.ଏ) ରୋଗରେ ପଡ଼ି ମା’ ଚାଲିଗଲା ପରେ ଦୁଇ ଝିଅ ଓ ଗୋଟିଏ ପୁଅକୁ ବାପା ଠିକ୍‌ ଭାବେ ପଚାରିଲେନି। ମା’ ଛେଉଣ୍ଡ ଏହି ପିଲାମାନେ...

କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ସମୁଦାୟ ମୃତ୍ୟୁ ସଂଖ୍ୟା ୮୦୪୦ରେ ପହଞ୍ଚିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ପୂର୍ବତନ ରାଜ୍ୟସଭା ସଦସ୍ୟଙ୍କ ପରଲୋକ

ସୁନ୍ଦରଗଡ଼,୨୪ା୧୨(ଡି.ଏନ୍‌.ଏ.): ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ବିଶିଷ୍ଟ କଂଗ୍ରେସ ନେତା ଗଣେଶ୍ୱର କୁସୁମ ଆଉ ନାହାନ୍ତି। ୮୭ ବର୍ଷ ବୟସରେ ସେ ଶୁକ୍ରବାର ଇହଲୀଳା ସମ୍ବରଣ...

ଖଇରାରେ ଖାଉଟି ସାମଗ୍ରୀ ବଣ୍ଟନ

ଖଇରା, ୧୩ା୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ପଞ୍ଚାୟତର ଖାଉଟି ସାମଗ୍ରୀ ସୂଚାରୁ ରୁପେ ବଣ୍ଟନ କରାଯାଇଛି। ଡିଲର ପାର୍ବତୀ ବାରିକ ପଞ୍ଚାୟତରେ ୧୧ଟି ୱାର୍ଡରେ ଖାଦ୍ୟ...

ବଡ଼ଭାଇଙ୍କ ଜୀବନ ନେଲେ ସାନ

ବାରିପଦା ଅଫିସ,୨୬ା୬: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅନ୍ତର୍ଗତ ମାଧପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ବଡ଼...

‘ବାପାଙ୍କ ହତ୍ୟାକୁ ନେଇ ରାଜନୀତି ନ କରାଯାଉ, ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା ଅଛି’

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଶାସକ ଦୋଷ ଲଦାଲଦି ହେଉଛନ୍ତି। ଏହି ପ୍ରସଙ୍ଗରେ ନବ ଦାସଙ୍କ ଝିଅ ଦୀପାଳ ପ୍ରତିକ୍ରିୟା...

୨୦୧୮-୧୯ ଆର୍ଥିକ ବର୍ଷ : ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୪୨୭ କୋଟି ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୨।୮(ବ୍ୟୁରୋ)- ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷରେ ୪୨୭ କୋଟି ଟଙ୍କାର ସେସ୍‌ ସଂଗୃହୀତ କରାଯାଇଛି, ଯାହାକି ବିଗତ ବର୍ଷଗୁଡ଼ିକ ତୁଳନାରେ...

ସୁନା ବ୍ୟବସାୟୀଙ୍କଠାରୁ ଚୋରିକରି ପଳାଉଥିଲେ ଡ୍ରାଇଭର

ଦେବଗଡ଼,୧୯ା୫(ଡି.ଏନ୍‌.ଏ.)-ପଶ୍ଚିମବଙ୍ଗର ଜଣେ ସୁନା ବ୍ୟବସାୟୀଙ୍କଠାରୁ ୭ଲକ୍ଷ ୧୦ ହଜାର ଟଙ୍କା ଚୋରି କରିବା ଅଭିଯୋଗରେ ଜଣେ ଡ୍ରାଇଭରଙ୍କୁ ଦେବଗଡ଼ ପୋଲିସ ଗିରଫ କରିଛିି। ତାଙ୍କ ନାମ...

Advertisement
Archives

Model This Week