କରଞ୍ଜଆଡ଼ିଆ ମହାବିଦ୍ୟାଳୟର ଅଧ୍ୟାପକଙ୍କ ପରଲୋକ, କରୋନା ଟିକା ନେଇ ହୋଇଥିଲେ ଅସୁସ୍ଥ

ପଦ୍ମପୁର,୨୫।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କରଞ୍ଜଆଡ଼ିଆ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ଅଧ୍ୟାପକ ଚକ୍ରଧର ମୁଦୁଲିଙ୍କ ପରଲୋକ ଘଟିଛି। ଗତ ୧୦ ଦିନ ତଳେ କରୋନା ଟିକା ନେବା ପରେ ସେ ଅସୁସ୍ଥ ହୋଇପଡ଼ିଥିବା ପରିବାର ଲୋକ କହିଛନ୍ତି। ଚିକିତ୍ସାଧୀନ ଅବସ୍ତାରେ ଶନିବାର ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରବାସୀଙ୍କୁ ଘାରିଛି ସୁରକ୍ଷା ଚିନ୍ତା

ଭଦ୍ରକ ଅଫିସ, ୨୦।୧୨- ଭଦ୍ରକ ସହର ଏକ ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ। ବିଭିନ୍ନ ଜିଲା ଓ ରାଜ୍ୟ ବାହାରୁ ବ୍ୟବସାୟୀମାନେ ଏଠାକୁ ଆସି ବ୍ୟବସାୟ କରିବାକୁ...

ବସ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ଭବାନୀପାଟଣା,୩।୧(ସ୍ବ.ପ୍ର): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥ ଚାଞ୍ଚେର ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ବସ୍‌-କାର ମଧ୍ୟରେ ମୁହାଁମୁହିଁ...

ହତ୍ୟା ମାମଲା: ୨ ଭାଇଙ୍କୁ ଆଜୀବନ ଜେଲ

ବାଲିଗୁଡା,୧ା୧୦(ଡି.ଏନ୍‌.ଏ.)-ଏକ ହତ୍ୟା ମାମଲାର ବିଚାର କରି ଶୁକ୍ରବାର ବିଚାରପତି ଅରବିନ୍ଦ ପଟ୍ଟନାୟକଙ୍କ ଖଣ୍ଡପୀଠରେ ଅଭିଯୁକ୍ତ ୨ ଭାଇଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଆଜୀବନ କାରାଦଣ୍ଡରେ ଦଣ୍ଡିତ...

ସଙ୍କଟରେ ମହୁଲ ସଂଗ୍ରହକାରୀ

କପ୍ତିପଦା,୧୯ା୩(ଡି.ଏନ୍‌.ଏ.)- ବସନ୍ତ ଋତୁରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଞ୍ଚଳର ଶିମିଳିପାଳ ସଂଲଗ୍ନ ପଞ୍ଚାୟତ ଅଞ୍ଚଳର ଗରିବ ଆଦିବାସୀଙ୍କ ଆୟର ଅନ୍ୟତମ ପନ୍ଥା ହେଲା ମହୁଲ...

ଝଞ୍ଜିରିବାହାଳରେ ଅଗ୍ନିକାଣ୍ଡ: ୧୩ ବଖରା ଭସ୍ମ, ୪ ପରିବାର ସର୍ବସ୍ବାନ୍ତ

ବଅଁରପାଳ, ୨୫ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବନ୍ଦା ପଞ୍ଚାୟତ ଝଞ୍ଜିରିବାହାଳ ଗ୍ରାମ ହରିଜନ ସାହିରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର...

ଡେରାବିଶରେ ୩ କରୋନା ପଜିଟିଭ ଚିହ୍ନଟ, କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଲା

କେନ୍ଦ୍ରାପଡା ଅଫିସ/ଡେରାବିଶ(ସ୍ବ.ପ୍ର.), ୧୮ା୫: ଡେରାବିଶ ବ୍ଲକ ଗୁଆଳସିଂ ପଞ୍ଚାୟତ ସୁଦର୍ଶନ ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରୁ ୧୫ଜଣ କଲିକତା ଫେରନ୍ତା ବ୍ୟକ୍ତିଙ୍କ ସ୍ବାବ ନମୁନା ସଂଗ୍ରହ ହୋଇଥିଲା।...

ସନ୍ତୋଷ ଦେବ ସମାନ ସମ୍ମାନ

ଅନୁଗୋଳ ଅଫିସ, ୧୬ା୧୦: ଚୁକ୍ତିଭିତ୍ତିକ ସରକାରୀ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେଲା ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବା ପରେ ଏହା ଅନୁଗୋଳରେ...

ଆରମ୍ଭ ହେଲା କଟକ ବୈଶାଖୀ ବାଣିଜ୍ୟ ମେଳା

କଟକ ଅଫିସ, ୭ା୫: କଟକ ଉପର ବାଲିଯାତ୍ରା ପଡିଆରେ ସପ୍ତଦଶ କଟକ ବୈଶାଖୀ ବାଣିଜ୍ୟ ମେଳା ଶୁକ୍ରବାର ଆରମ୍ଭ ହୋଇଛି। ଏହାକୁ ବାରବାଟୀ-କଟକ ବିଧାୟକ ଇଂ....

Advertisement
Archives

Model This Week