କରଞ୍ଜାବିନ୍ଧା ଯୁବକ ସଂଘ ତରଫରୁ ସହାୟତା ପ୍ରଦାନ

ବାହାନଗା, ୩ା୪(ଡି.ଏନ.ଏ.)-କରୋନା ଭାଇରସର ସଫଳ ମୁକାବିଲା ପାଇଁ ସରକାରଙ୍କୁ ସହଯୋଗ ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତସ୍ଥିତ ଉପର କରଞ୍ଜାବିନ୍ଧା ଗ୍ରାମର ଥିବା ଯୁବକ ସଂଘ ଆଗକୁ ବାହାରିଛନ୍ତି ା ସେମାନେ ନିଜ ତରଫରୁ କିଛି କିଛି ଅର୍ଥ ଆଦାୟ କରିବା ସହିତ ଗ୍ରାମର ଅନ୍ୟ ଯୁବକମାନଙ୍କଠାରୁ ମଧ୍ୟ ଅର୍ଥ ଆଦାୟ କରି ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅର୍ଥ ପ୍ରଦାନ କରିଛନ୍ତି ା ଉପରକରଞ୍ଜାବିନ୍ଧା ଗ୍ରାମର ଯୁବକ ସଂଘ ତରଫରୁ ୱାର୍ଡ ସଭ୍ୟ ଭାଗବତ ଯେନା, ୱାର୍ଡ ସଭ୍ୟ ସହଦେବ ବେହେରା ଓ ଅରୂପ କୁମାର ଦାସଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତା ପବିତ୍ର କୁମାର ଦାସ, ସୁବ୍ରତ ଯେନା, ଡମ୍ବୁରଧର ଯେନା, ରାଜେନ୍ଦ୍ର ଯେନା, ରାଜେଶ ପରିଡା ପ୍ରମୁଖଙ୍କ ସହଯୋଗରେ ଗ୍ରାମବାସୀ ଓ କେତେକ ଯୁବକଙ୍କଠାରୁ ଅର୍ଥ ଆଦାୟ କରିବା ସହିତ ସଂଘର କର୍ମକର୍ତ୍ତାଙ୍କ ସହାୟତା ସମେତ ଗ୍ରାମର ଜଣେ ବରିଷ୍ଠ ନାଗରିକ ସନ୍ତୋଷ କୁମାର ଦାସ ଦେଇଥିବା ୧ହଜାର ଟଙ୍କାର ସହାୟତାକୁ ମିଶାଇ ୬ ହଜାର ୨୦ଟଙ୍କାର ଏକ ଚେକ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ବାହାନଗା ତହସିଲଦାର ରାଜେନ୍ଦ୍ର କୁମାର କରଙ୍କ ଦ୍ୱାରା ପ୍ରଦାନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri