ବାରିପଦା ଅଫିସ,୨୩ା୫: ଚତୁର୍ଥ ରାଉଣ୍ଡ ଭୋଟ ଗଣତି ପରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୬୭୨ ଭୋଟରେ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ବାସନ୍ତୀ ହେମ୍ବ୍ରମ ୭୬୩୪ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ପଦ୍ମ ଚରଣ ହାଇବ୍ରୁ ୬୦୬୨ ଭୋଟ ପାଇଛନ୍ତି। ସେହିପରି ଯଶିପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଗଣେଶରାମ ଖୁଣ୍ଟିଆ୧୩୭୦ ଭୋଟରେ ଆଗୁଆ ଅଛନ୍ତି।

ପୂର୍ବତନ ପ୍ରଶାସକଙ୍କ ଦେହାନ୍ତ
ଧାମନଗର,୩୦ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ବଙ୍କିମ ଚନ୍ଦ୍ର ରାଉତଙ୍କର ୮୪ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଗୁରୁବାର...

ମହାନାଳ ସଫେଇ କାର୍ଯ୍ୟ ତଦାରଖ
ବାଲେଶ୍ୱର ଅଫିସ, ୨୪।୬-ବାଲେଶ୍ୱର ସହରରେ ମହାନାଳ ସମେତ ବିଭିନ୍ନ ନାଳଗୁଡିକ ପୋତି ହୋଇଯାଇଥିବାରୁ ବର୍ଷା ହେବାମାତ୍ରେ ସହରରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଥାଏ। ଏହାକୁ ନେଇ...

ବ୍ୟାଙ୍କରେ ତାଲା ପକାଇଲେ ଗ୍ରାହକ
ସଜନାଗଡ଼, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖାରେ ଗ୍ରାହକଙ୍କୁ ଠିକ୍ ଭାବେ ବ୍ୟବହାର କରାଯାଉ ନ ଥିବା ଅଭିଯୋଗ ହେଉଛି। ଶୁକ୍ରବାର ବ୍ୟାଙ୍କ...

୨୦ହଜାର ଲୁଟ୍ ଘଟଣା: ଜେଲ୍ ଗଲେ ୨ ଅଭିଯୁକ୍ତ
ରୂପ୍ସା, ୧୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍ସା ଥାନା ଆଙ୍କୋ ମାର୍କେଟ୍ ଛକରୁ ଧରାପଡ଼ିଥିବା ୨ଲୁଟେରାଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ...

ଜି.ଉଦୟଗିରି ଏନ୍ଏସିର ବିଭିନ୍ନ ବୁଥରେ ବିଳମ୍ବରେ ମତଦାନ
ଜି.ଉଦୟଗିରି,୧୮ା୪(ଡି.ଏନ୍.ଏ.) : ଜି. ଉଦୟଗିରି ଓ କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହେବାକୁ ଥିବାବେଳେ ବିଳମ୍ବରେ ମତଦାନ...

ପୌରପାଳିକା ନାଁରେ ନକଲି ଫେସବୁକ ଆକାଉଣ୍ଟ
ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ପୌରାଞ୍ଚଳ ନାମରେ ଦୀର୍ଘ ୧ବର୍ଷ ଧରି ନକଲି ଫେସବୁକ୍ ଆକାଉଣ୍ଟ ଖୋଲାଯାଇ ବିଭିନ୍ନ ପ୍ରକାର ତଥ୍ୟ ସୋସିଆଲ ମିଡିଆରେ ଅପଲୋଡ୍...

କଂଗ୍ରେସକୁ ବଡ଼ ଝଟ୍କା: ୪୬ ବର୍ଷ ପରେ ଦଳର ହାତ ଛାଡ଼ିଲେ ଅଶ୍ୱିନୀ କୁମାର
ଚଣ୍ଡିଗଡ଼,୧୫।୨: ପଞ୍ଜାବ ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସ ଦଳକୁ ଏକ ବଡ଼ ଝଟ୍କା ଲାଗିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶ୍ୱିନୀ...

‘ଜିଲାରେ ହେଉ କୋଭିଡ୍ ପରୀକ୍ଷଣ କେନ୍ଦ୍ର’
ବାଲେଶ୍ୱର ଅଫିସ, ୪।୫: ରାଜ୍ୟର ୩ ଜିଲା ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ କରୋନା ହଟ୍ସ୍ପଟ ଘୋଷଣା କରାଯାଇଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁ...